Posted inରାଜ୍ୟ

ହକି ଫେଡେରେଶନ ପକ୍ଷରୁ ପାଣ୍ଡିଆନଙ୍କୁ ପ୍ରେସିଡେଣ୍ଟ ଆଓ୍ବାର୍ଡ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି. କେ. ପାଣ୍ଡିଆନଙ୍କୁ ସମ୍ମାନଜନକ ପ୍ରେସିଡେଣ୍ଟ ଆଓ୍ବାର୍ଡ ମିଳିଛି। ଅନ୍ତର୍ଜାତୀୟ ହକି ମହାସଂଘ (ଏଫଆଇଏଚ୍‌) ପକ୍ଷରୁ ଶନିବାର ଏହି ପୁରସ୍କାର ପ୍ରଦାନ କରାଯାଇଛି। ହକିର ପ୍ରଚାର ପ୍ରସାର ଦିଗରେ ତାଙ୍କର ଉଲ୍ଲେଖନୀୟ ଅବଦାନ ନେଇ ତାଙ୍କୁ ଏହି ପୁରସ୍କାର ମିଳିଛି। ଭିଡିଓ କନଫରେନ୍ସ ଜରିଆରେ ଏଫଆଇଏଚ୍‌ର ୪୭ତମ ସମ୍ମିଳନୀରେ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଏନେଇ ହକି ଇଣ୍ଡିଆ ପକ୍ଷରୁ ଟୁଇଟ୍‌ କରି ପାଣ୍ଡିଆନଙ୍କୁ ଶୁଭେଚ୍ଛା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ସର୍କିଟ୍‌ ହାଉସ୍‌ରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସମୀକ୍ଷା : ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କଲେ ମନ୍ତ୍ରୀ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ ଦିନ ବିତିଯାଇଛି। ହେଲେ ଧାନ ବିକ୍ରିବଟାରେ ଚାଷୀମାନେ ବିଭିନ୍ନ ସମସ୍ୟାର…

ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍‌ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ

ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫)…

ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍‌ କହିଲେ…

ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍‌ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ…

ରାତିରେ ତେଲ ଆସୁଛି କିନ୍ତୁ ସକାଳୁ ସରିଯାଉଛି: ବଡ଼ ବଡ଼ ବ୍ୟାରେଲରେ ବୋହି ନେଉଛନ୍ତି, ବିରୋଧ କରୁଛନ୍ତି…

ମୋହନା,୨୩।୬(ମନ୍ମଥ ମିଶ୍ର): ବଡ଼ବଡ଼ ବ୍ୟାରେଲରେ ପେଟ୍ରୋଲ ଡିଜେଲ ଦିଆଯିବା ନେଇ ସ୍ଥାନୀୟ ଲୋକଙ୍କ ବିରୋଧ ଦେଖୁବାକୁ ମିଳିଛି। ଗଜପତି ଜିଲା ମୋହନା ବ୍ଲକ ଲୁହାଗୁଡ଼ି ୩୨୬ ଜାତୀୟ…

ହରିଣ ଶିକାର କଲାବେଳେ ମାଡ଼ିବସିଲା ବନ ବିଭାଗ, ଶିକାରୀଙ୍କଠାରୁ ଫାଶ ସହ ଜବତ କଲା…

ମହାକାଳପଡ଼ା,୨୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ଶାସନପେଟା ଗ୍ରାମ ପାର୍ଶ୍ୱ ଜଙ୍ଗଲରୁ ଦୁଇ ଶିକାରୀ ହରିଣ ଶିକାର କରିଥିବାବେଳେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri