ଇନ୍‌ଷ୍ଟାଗ୍ରାମରୁ ବିଜେଡି ହଟାଇଲେ ପାଣ୍ଡିଆନ, ପରିବର୍ତ୍ତନ କରି ଲେଖିଲେ…

ଭୁବନେଶ୍ୱର,୫ା୬: ସୋସିଆଲ ମିଡିଆ ଆକାଉଣ୍ଟ ଇନ୍‌ଷ୍ଟାଗ୍ରାମରୁ କାର୍ତ୍ତିକ ପାଣ୍ଡିଆନ ବିଜେଡି ହଟାଇ ଦେଇଛନ୍ତି। ଏହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ସେ ତାଙ୍କ ପ୍ରୋଫାଇଲରେ ବିଜେଡିର ସଦସ୍ୟ ଲେଖିଥିବା ବେଳେ ଏହାକୁ ପରିବର୍ତ୍ତନ କରି ‘ନବୀନ ପଟ୍ଟନାୟକଙ୍କ ସହ କାମ କରିବା ଏକ ଆଶୀର୍ବାଦ’ ବୋଲି ଲେଖିଛନ୍ତି। ଏହାସହିତ ‘ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ’ ସରକାରୀ ଓ୍ବେବ୍‌ସାଇଟ୍‌କୁ ପ୍ରୋଫାଇଲରେ ରଖିଛନ୍ତି ।

ସୂଚନାଯୋଗ୍ୟ, ଏଥର ନିର୍ବାଚନରେ ଭାରତୀୟ ଜନତା ପାର୍ଟି ଓଡ଼ିଶା ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ଐତିହାସିକ ପ୍ରଦର୍ଶନ ହାସଲ କରିଛି। ଭାରତୀୟ ଜନତା ପାର୍ଟି ୧୪୭ ସିଟ୍‌ ବିଶିଷ୍ଟ ବିଧାନସଭାରେ ୭୮ ସିଟ୍‌ ଜିତିବାରେ ସଫଳ ହୋଇଥିବା ବେଳେ ବିଜେଡିକୁ କେବଳ ୫୧ଟି ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ଯାହା ୭୪ର ସଂଖ୍ୟା ଗରିଷ୍ଠତାଠାରୁ କମ୍‌ ଥିବା ବେଳେ ଭାରତୀୟ ଜାତୀୟ କଂଗ୍ରେସ ୧୪ଟି ସିଟ୍‌ ଜିତିଛି।

ଅନ୍ୟପକ୍ଷରେ ବିଜେଡିର ଏହି ଅମାନତ ପରାଜୟକୁ ନେଇ ସାଧାରଣରେ ପାଣ୍ଡିଆନଙ୍କୁ ଦାୟୀ କରିଛନ୍ତି ଲୋକେ।


Enter your email to get our daily news in your inbox.

All Right Reserved By Dharitri.Com

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?