ମେଣ୍ଟ ନେଇ ବଡ଼ ବୟାନ ଦେଲେ ପାଣ୍ଡିଆନ୍‌, କହିଲେ…

ଭୁବନେଶ୍ୱର,୧୯।୩: ରାଜ୍ୟରେ  ମେଣ୍ଟ ନେଇ ମୁହଁ ଖୋଲିଲେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ସରକାର ଗଠନ ପାଇଁ ବିଜେଡିକୁ କୌଣସି ମେଣ୍ଟର ଆବଶ୍ୟକତା ନାହିଁ ବୋଲି ସେ କହିଛନ୍ତି। ଏହା ସହ ସେ ଦେଶରେ ମୋଦି ସରକାର ଏବଂ ରାଜ୍ୟରେ ନବୀନ ପଟ୍ଟନାୟକ ହିଁ ସରକାର ଗଢିବେ କହିଛନ୍ତି। ନବୀନ-ମୋଦି ଜଣେ ଜଣେ ଉତ୍ତମ ରାଜନେତା । ଲୋକଙ୍କ ପାଇଁ ସବୁବେଳେ କାମ କରୁଛନ୍ତି । ତେବେ ଆଗକୁ କ’ଣ ହେବ ତାହା ଖୁବଶୀଘ୍ର ଜଣାପଡିବ ବୋଲି ସେ କହିଛନ୍ତି ।
ଦିଲ୍ଲୀରେ ଏକ ଘରୋଇ ଟିଭି ଚ୍ୟାନେଲ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ ରାଜ୍ୟ ଏବଂ ଦେଶରେ ଆଗାମୀ ନିର୍ବାଚନ ନେଇ ଖବରଦାତାଙ୍କ ପ୍ରଶ୍ନର ଉତ୍ତର ରଖିଥିଲେ। ଏହି ଅବସରରେ ସେ କହିଛନ୍ତି ଯେ, ନବୀନ ପଟ୍ଟନାୟକ ମୋ ଗୁରୁ। ତାଙ୍କୁ ଠାରୁ ମୁଁ ବହୁତ କିଛି ଶିଖିଛି । ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶକୁ ନେଇ ମୁଁ କାମ କରିଆସୁଛି । ଆଗକୁ ମଧ୍ୟ କରିଚାଲିବି । ସର୍ବଦା ରାଜ୍ୟବାସୀଙ୍କ ପାଇଁ କାମ କରିଆସିଛନ୍ତି ନବୀନ ପଟ୍ଟନାୟକ । ତାଙ୍କ ଠାରୁ ଆହୁରି ବହୁତ କିଛି ଶିଖିବାର ଅଛି । ଗଣତନ୍ତ୍ର ପଦ୍ଧତିରେ ସର୍ବାଧିକ ଥର ଜିତିଥିବା ନେତା ।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?