ଏହି ତାରିଖରେ ସବୁଦିନ ପାଇଁ ତାମିଲନାଡୁ ପଳାଇବେ ପାଣ୍ଡିଆନ୍‌: ବିଜେଡି ଉପରେ ବର୍ଷିଲେ ହିମନ୍ତ ବିଶ୍ୱଶର୍ମା

ସମ୍ବଲପୁର,୨୩।୫: ଓଡ଼ିଶାର ସମ୍ବଲପୁରରେ ନିର୍ବାଚନ ପ୍ରଚାର ପାଇଁ ପହଞ୍ଚିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ସମ୍ବଲପୁରରେ ମା’ ସମଲେଇ ଦର୍ଶନ ପରେ ବିଜେଡି ସରକାର ଉପରେ ବର୍ଷିଛନ୍ତି ହିମନ୍ତ। ସେ କହିଛନ୍ତି,ନିର୍ବାଚନ ହାରିଲେ ବିଜେଡି ଗୋଟିଏ ଦିନରେ ଭାଙ୍ଗିଯିବ। ଯେଉଁମାନଙ୍କର ଆତ୍ମସମ୍ମାନ ଅଛି ସେମାନେ ବିଜେଡିରେ ରହିବେନି। ପାଣ୍ଡିଆନଙ୍କୁ ହଟାଇ ଆମକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ବାଛିବାକୁ ହେବ। ୧୧ ତାରିଖରେ ପାଣ୍ଡିଆନ ତାମିଲନାଡୁ ଚାଲିଗଲେ ବହୁତ କିଛି ଜଣାପଡ଼ିବ। ଏଠି ଯେଉଁ ୫ଟି କଥା କୁହାଯାଉଛି, ଟି ଅର୍ଥ ହେଉଛି ତାମିଲନାଡୁ। ଓଡ଼ିଆ ଅସ୍ମିତା ଓ ସ୍ବାଭିମାନକୁ ନେଇ ନିର୍ବାଚନ ଲଢ଼ାଯାଉଛି।
ଏହାସହ ହିମନ୍ତ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍‌ କରି କହିଛନ୍ତି,ଦେଶର ଏକମାତ୍ର ମୁଖ୍ୟମନ୍ତ୍ରୀ ଯିଏ ଏକଲା କଥା ହୁଅନ୍ତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri