ସ୍ମୃତି ଇରାନୀଙ୍କୁ ପାଣ୍ଡିଆନଙ୍କ କଡ଼ା ଜବାବ, କହିଲେ ସାହସ ଅଛି…

ଭୁବନେଶ୍ୱର,୨୬।୫: ଏକ ସାଧାରଣ ସଭାରେ ଯୋଗ ଦେଇ ସ୍ମୃତି ଇରାନୀଙ୍କୁ କଡ଼ା ଜବାବ ଦେଇଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ଶନିବାର ସ୍ମୃତି ଓଡ଼ିଶା ଆସି ସରକାରଙ୍କୁ ନିନ୍ଦା କରିବା ଦୋଷ ଗଣାଇଥିଲେ। ଯାହାକୁ ସମାଲୋଚନା କରିଛନ୍ତି ପାଣ୍ଡିଆନ।

ସେ କହିଛନ୍ତି, ଇରାନୀ କେବଳ ରାଜନୈତିକ କଥା କହୁଛନ୍ତି। ଦରଦାମ, ରୋଜଗାର ଉପରେ କହିବାର ସାହାସ ନାହିଁ। ଏଲପିଜି, ଡାଲି ରେଟ୍‌ କଥା ମଧ୍ୟ ଆଲୋଚନା କରୁ ନାହାନ୍ତି। ନିଜ ବିଫଳତାକୁ ଲୁଚାଇବାକୁ ଏପରି ଅପପ୍ରଚାର କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ’ଣ କରିଛନ୍ତି ଲୋକେ ଜାଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

ଅଭଦ୍ର କହିଦେଲେ ସିଏସ୍‌ଓ: ରାଗିକି ପଞ୍ଚମ ହେଲେ ଚାଷୀ,ଜବାବ ମାଗିଲେ ସରପଞ୍ଚ

ବାଲେଶ୍ବର,୧୦।୨(ବାଞ୍ଛାନିଧି ଦେ): ବାଲେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ଚାଷୀଙ୍କୁ ‘ଅଭଦ୍ର’ କହିବା ଅଭିଯୋଗରେ ମଙ୍ଗଳବାର ଚାଷୀମାନେ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ…

ଜାମିନ ପାଇବା ପରେ ନିଶାଙ୍କ ବଡ଼ ପ୍ରତିକ୍ରିୟା, କହିଲେ ମୁଁ ଆଉ…

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ଜାମିନ ପାଇବା ପରେ ନିଶା ମହାରଣା ବିସ୍ଫୋରକ ବୟାନ ଦେଇ କହିଛନ୍ତି, ମୁଁ ପୁଣି ମଞ୍ଚ ଚଢ଼ିବି। କୌଣସି ମଞ୍ଚରେ ଅଶ୍ଳୀଳ ନୃତ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri