ପହଣ୍ଡିବିଜେ ଆରମ୍ଭ: ସ୍ଥିତି ଅନୁଧ୍ୟାନ କଲେ ମନ୍ତ୍ରୀ

ପୁରୀ,୧୫।୭: ଆଜି ବାହୁଡା ଯାତ୍ରା ଜନ୍ମବେଦୀରୁ ଶ୍ରୀମନ୍ଦିର ଫେରିବେ ୩ ଠାକୁର। ତେବେ ବାହୁଡା ଯାତ୍ରା  ଆରମ୍ଭ ହୋଇସାରିଥିବା ବେଳେ । ବର୍ତ୍ତମାନ ପହଣ୍ଡିବିଜେ ଆରମ୍ଭ ହୋଇଛି। ସୁଦର୍ଶନଙ୍କ ପହଣ୍ଡି ପରେ ବର୍ତ୍ତମାନ ବଡ଼ଠାକୁର ବଳଭଦ୍ରଙ୍କ ପହଣ୍ଡି ଚାଲିଛି।
ତେବେ ଗୁଣ୍ଡିଚା ମନ୍ଦିର ବିଜେ ବେଳେ ଯେଉଁ ଅଘଟଣ ଘଟିଲା, ତାକୁ ଦୃଷ୍ଟିରେ ରଖି ଏଥର ମୋବାଇଲ ନେଇ ଶ୍ରୀମନ୍ଦିର ପ୍ରଶାସନ କଡା ନିର୍ଦ୍ଦେଶ ଜାରି କରିଛି । ଏଥର ରଥକୁ କେହି ମୋବାଇଲ ନେଇପାରିବେନି ବୋଲି ଜିଲାପାଳ ସେବାୟତମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଅନ୍ୟପକ୍ଷେ ବାହୁଡ଼ା ଯାତ୍ରା ଶୃଙ୍ଖଳିତ ପାଇଁ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସ୍ଥିତି ଅନୁଧ୍ୟାନ କରୁଛନ୍ତି । ପୋଲିସ ଅଧିକାରୀ ଏବଂ ସେବାୟତଙ୍କ ସହ ସେ ଆଲୋଚନା କରିଛନ୍ତି। ସାଧାରଣ ଲୋକଙ୍କୁ ଭେଟି ଶାନ୍ତିଶୃଙ୍ଖଳା ରଖିବା ପାଇଁ ନିବେଦନ କରିଛନ୍ତି କରସବା ସହ ବାହୁଡ଼ା ଯାତ୍ରା ପାଇଁ ସରକାରଙ୍କ ପକ୍ଷରୁ ଯାହା ଏସ୍‌ଓପି କରାଯାଇଛି, ତାକୁ ସମସ୍ତେ ପାଳନ କରିବା ଆବଶ୍ୟକ ବୋଲି କହିଛନ୍ତି । ସେ ସେବାୟତ ହୁଅନ୍ତୁ ବା ଭକ୍ତ ସମସ୍ତେ ପ୍ରଶାସନକୁ ସହଯୋଗ କରିବାର ଆବଶ୍ୟକତା ରହିଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଆମେ ଉପସ୍ଥିତ ରହିବୁ ବୋଲି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ

Enter your email to get our daily news in your inbox.

All Right Reserved By Dharitri.Com

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?