Posted inଖେଳ

‘ଯଦି ଓ୍ବିଲିୟମସନ ଭାରତୀୟ ହୋଇଥାନ୍ତେ, ତେବେ ଏହି କ୍ରିକେଟରଙ୍କ ଉପଯୁକ୍ତ ବିକଳ୍ପ ହୋଇଥାନ୍ତେ’

ନୂଆଦିଲ୍ଲୀ,୨୭।୫: ଇଂଲଣ୍ଡର ପୂର୍ବ ବାମହାତୀ ସ୍ପିନର ମୋନ୍ଟି ପନେସର କେନ୍‌ ଓ୍ବିଲିୟମସନଙ୍କୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି। ଯଦି କେନ୍‌ ଭାରତୀୟ ହୋଇଥାନ୍ତେ ତେବେ ସେ ଅଜିଙ୍କ୍ୟ ରାହାନେଙ୍କ ଉପଯୁକ୍ତ ବିକଳ୍ପ ହୋଇଥାନ୍ତେ ବୋଲି ସେ କହିଛନ୍ତି।

ପନେସର କହିଛନ୍ତି, କେନ୍‌ ବେଶ ଶାନ୍ତ ବ୍ୟାଟ୍ସମ୍ୟାନ। ସେ ରାହାନେଙ୍କ ଭଳି ଭୂମିକା ନିର୍ବାହ କରନ୍ତି। ଏକଦିବସୀୟ କ୍ରିକେଟରେ କୋହଲିଙ୍କ ଦବ୍‌ଦବା ରହିଛି, ହେଲେ କେନ୍‌ ତିନୋଟିଯାକ ଫର୍ମାଟରେ ଭଲ ପ୍ରଦର୍ଶନ କରିଛନ୍ତି। ଉଭୟ କ୍ରିକେଟର ଦଳକୁ ଅସୁବିଧାରୁ ମୁକୁଳାଇପାରିଥାନ୍ତି। ଯଦି ସୀମିତ ଓଭର କ୍ରିକେଟ ଦେଖାଯାଏ ତେବେ କୋହଲି ଲକ୍ଷ୍ୟକୁ ପିଛା କରିବାରେ ସର୍ବଶ୍ରେଷ୍ଠ। ଓ୍ବିଲିୟମସନଙ୍କ ଖେଳକୁ ଯଦି ଦେଖାଯାଏ ତେବେ ସେ ରୋହିତ ଶର୍ମାଙ୍କଠାରୁ ଉଚ୍ଚରେ ଏବଂ କୋହଲିଙ୍କଠାରୁ ସାମାନ୍ୟ କମ୍‌ରେ ରହିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୪୦ ବଲ୍‌ରେ ଚୌକା-ଛକା ବର୍ଷା କଲେ ଏହି କ୍ରିକେଟର୍‌

ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚ ପୂର୍ବରୁ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ପାଇଁ ଏକ ଖୁସି ଖବର ଅଛ। ଦଳର ଅଲରାଉଣ୍ଡର ଲିଆମ ଲିଭିଙ୍ଗଷ୍ଟୋନ ଜବରଦସ୍ତ...

କୋହଲିଙ୍କ ପାଇଁ ପ୍ରେରଣା ମେରୀକମ୍‌

ନୂଆଦିଲ୍ଲୀ, ୧୬ା୧୦ (ପି.ଟି.)-ପିତୃତ୍ୱ ଲାଭ କଲେ ଏହା ତାଙ୍କ ଖେଳକୁ ପ୍ରଭାବିତ କରିବ ନାହିଁ ତ ଏହି ଦ୍ୱନ୍ଦ୍ୱରେ ଥିଲେ ଭାରତୀୟ କ୍ରିକେଟ ଅଧିନାୟକ ବିରାଟ...

ଏଫ୍‌ଆଇଏଚ୍‌ ପୁରସ୍କାର : ବିବେକ ଶ୍ରେଷ୍ଠ ଉଦୀୟମାନ ଖେଳାଳି

ନୂଆଦିଲ୍ଲୀ, ୧୧।୨- ଭାରତୀୟ ହକି ଦଳର ମିଡ୍‌ଫିଲ୍ଡର ବିବେକ ସାଗର ପ୍ରସାଦ ୨୦୧୯ ବର୍ଷ ପାଇଁ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫଆଇଏଚ୍‌)ର ଶ୍ରେଷ୍ଠ ଉଦୀୟମାନ ଖେଳାଳି...

ପିତା ହେବାକୁ ଯାଉଛନ୍ତି ଆଉ ଜଣେ କ୍ରିକେଟର୍‌

ଅଜିଙ୍କେ ରାହାଣେଙ୍କ ପରେ ଆଉ ଜଣେ କ୍ରିକେଟର୍‌ ଖୁବ୍‌ଶୀଘ୍ର ପିତା ହେବାକୁ ଯାଉଛନ୍ତି। ସେ ହେଉଛନ୍ତି ଦ୍ରୁତ ବୋଲର୍‌ ଧବଳ କୁଲକର୍ଣ୍ଣି। ସେ ନିଜ ଟୁଇଟର...

ରାଗିଗଲେ କୋହଲି: କହିଲେ, ସବୁ ସୀମା ଟପିଗଲା

ମୁମ୍ବାଇ,୧୦।୧: ସିଡନୀରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ତୃତୀୟ ଟେଷ୍ଟରେ ପଡ଼ିଆରେ ଉପସ୍ଥିତ ଥିବା କିଛି ଦର୍ଶକ ଫିଲ୍ଡିଂ କରୁଥିବା ମହମ୍ମଦ ସିରାଜଙ୍କୁ ଦୁର୍ବ୍ୟବହାର...

ଆହତ ଖେଳାଳିଙ୍କ ସ୍ଥାନରେ ଇଂଲଣ୍ଡ ଯାଇପାରନ୍ତି ଏହି ୩ କ୍ରିକେଟର; ଦୁଇଜଣ ଶ୍ରୀଲଙ୍କାରେ…

ନୂଆଦିଲ୍ଲୀ,୨୪।୭: ଅଗଷ୍ଟ ୪ରୁ ଭାରତ-ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଖେଳାଯିବ। ହେଲେ ସିରିଜ୍‌ ଆରମ୍ଭ ହେବା ପୂର୍ବରୁ ଭାରତୀୟ ଦଳର କିଛି...

୧୯୯୯ ଭାରତ ଭ୍ରମଣକୁ ମନେ ପକାଇଲେ ଓ୍ବାସିମ୍‌ ଆକ୍ରାମ୍‌: ଭୁଲିହେବ ନାହିଁ ଚେନ୍ନାଇବାସୀଙ୍କ ଭଲ ପାଇବା

ଇସଲାମାବାଦ୍‌, ୧୬।୬:କ୍ରିକେଟ ଖେଳରେ ଭାରତ ପାକିସ୍ତାନ ମଧ୍ୟରେ ଥିବା ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କକୁ ପୂର୍ବତନ କ୍ରିକେଟର ଓ୍ବାସିମ୍‌ ଆକ୍ରାମ୍‌ ମନେ ପକାଇଛନ୍ତି। ୧୯୯୯ରେ ପାକିସ୍ତାନ ଟିମ୍‌ ଭାରତ...

ମା’ଙ୍କ ପାଇଁ ଯନ୍ତ୍ରଣା ସହି କ୍ରିକେଟ ମୈଦାନରେ ଖେଳି ଚାଲିଥିଲେ ଏହି ଖେଳାଳି

ମାଞ୍ଚେଷ୍ଟର, ୨୦।୬: ଆୟୋଜକ ଇଂଲଣ୍ଡ ବିଶ୍ୱକପର ୨୪ତମ ମ୍ୟାଚରେ ଅପେକ୍ଷାକୃତ ଦୁର୍ବଳ ଆଫଗାନିସ୍ତାନକୁ ବୃହତ୍‌ ୧୫୦ ରନରେ ପରାସ୍ତ କରିଛି। ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ...

Advertisement
Archives

Model This Week