ଆବଶ୍ୟକ ସାମଗ୍ରୀ-
ପନିର- ୨୦୦ ଗ୍ରାମ୍, ଧଳା ରାଶି- ୪ ବଡ଼ ଚାମଚ, ମଇଦା- ୪ ବଡ଼ ଚାମଚ, ରସୁଣ- ୫-୭ଟି, ଅଦା- ଛୋଟ ଖଣ୍ଡ, କଞ୍ଚାଲଙ୍କା- ୨ଟି, ଗରମ ମସଲା ଗୁଣ୍ଡ- ୧ ଚାମଚ, ଚାଟ ମସଲା ଗୁଣ୍ଡ- ୧ ଚାମଚ, ବ୍ରେଡ ଖଣ୍ଡ- ୧ କପ୍, ଚାଉଳ ଗୁଣ୍ଡ- ୨ ବଡ଼ ଚାମଚ, ସ୍ବାଦ ଅନୁସାରେ ଲୁଣ ଓ ଲଙ୍କାଗୁଣ୍ଡ, ଆବଶ୍ୟକ ଅନୁସାରେ ତେଲ।
ପ୍ରସ୍ତୁତି ପ୍ରଳାଣୀ-
ପ୍ରଥମେ ପନିରକୁ ବଡ଼ ବଡ଼ ଖଣ୍ଡ କରି କାଟି ଦିଅନ୍ତୁ। ରସୁଣ ଓ ଅଦାକୁ ମଧ୍ୟ ଛୋଟ ଛୋଟ କରି କାଟି ରଖନ୍ତୁ। ମଇଦାରେ ଲୁଣ ଏବଂ ଅନ୍ୟ ସମସ୍ତ ପ୍ରକାରର ମସଲା ଗୁଣ୍ଡକୁ ମିଶାଇ ଏକ ଘୋଳ ତିଆରି କରି ଦିଅନ୍ତୁ। ଘୋଳକୁ ବେଶି ପତଳା କରନ୍ତୁ ନାହିଁ। ପନିର ଖଣ୍ଡଗୁଡ଼ିକୁ ଏହି ଘୋଳରେ ପକାଇ ଦିଅନ୍ତୁ। ଅନ୍ୟ ଏକ ପାତ୍ରରେ ଚାଉଳ ଗୁଣ୍ଡ, ବ୍ରେଡ ଖଣ୍ଡ ଏବଂ ଲୁଣକୁ ମିଶାଇ ରଖନ୍ତୁ। ଏବେ ପନିର ଖଣ୍ଡଗୁଡିକୁ ସେହି ଘୋଳରୁ ବାହାର କରି ଏହି ଶୁଖିଲା ମିଶ୍ରଣରେ ଗଡାଇ ତେଲରେ ଛାଣି ନିଅନ୍ତୁ। ବାଦାମୀ ରଙ୍ଗ ହେଲା ପରେ ଛାଣି ଦିଅନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ପନିର ପକୋଡା। ଏହାକୁ ଗରମ ଗରମ ସସ୍ ସହିତ ଖାଆନ୍ତୁ।
Posted inHome Left, ଜୀବନଚର୍ଯ୍ୟା View All
ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି
ନୂଆଦିଲ୍ଲୀ, ୧ା୧୨: ୟୁନେସ୍କୋର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି ସ୍ଥାନ ପାଇଛି। ୟୁନେସ୍କୋ ରିପ୍ରେଜେଣ୍ଟିଭ ଲିଷ୍ଟ୍ ଅଫ୍ ଦ ଇନ୍ଟାଞ୍ଜିବଲ କଲ୍ଚ୍ୟୁରାଲ ହେରିଟେଜ୍ ଅଫ୍...
ଟ୍ରକ୍ରେ ପିଟି ହୋଇ ଦୁଇ ବାଇକ୍ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର
ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...
ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ
ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...
ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର
ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...
ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...
ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…
ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...
ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ
ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...
ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା
ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...
Archives


