ପନିର ପକୋଡ଼ା

ଆବଶ୍ୟକ ସାମଗ୍ରୀ-
ପନିର- ୨୦୦ ଗ୍ରାମ୍‌, ଧଳା ରାଶି- ୪ ବଡ଼ ଚାମଚ, ମଇଦା- ୪ ବଡ଼ ଚାମଚ, ରସୁଣ- ୫-୭ଟି, ଅଦା- ଛୋଟ ଖଣ୍ଡ, କଞ୍ଚାଲଙ୍କା- ୨ଟି, ଗରମ ମସଲା ଗୁଣ୍ଡ- ୧ ଚାମଚ, ଚାଟ ମସଲା ଗୁଣ୍ଡ- ୧ ଚାମଚ, ବ୍ରେଡ ଖଣ୍ଡ- ୧ କପ୍‌, ଚାଉଳ ଗୁଣ୍ଡ- ୨ ବଡ଼ ଚାମଚ, ସ୍ବାଦ ଅନୁସାରେ ଲୁଣ ଓ ଲଙ୍କାଗୁଣ୍ଡ, ଆବଶ୍ୟକ ଅନୁସାରେ ତେଲ।
ପ୍ରସ୍ତୁତି ପ୍ରଳାଣୀ-
ପ୍ରଥମେ ପନିରକୁ ବଡ଼ ବଡ଼ ଖଣ୍ଡ କରି କାଟି ଦିଅନ୍ତୁ। ରସୁଣ ଓ ଅଦାକୁ ମଧ୍ୟ ଛୋଟ ଛୋଟ କରି କାଟି ରଖନ୍ତୁ। ମଇଦାରେ ଲୁଣ ଏବଂ ଅନ୍ୟ ସମସ୍ତ ପ୍ରକାରର ମସଲା ଗୁଣ୍ଡକୁ ମିଶାଇ ଏକ ଘୋଳ ତିଆରି କରି ଦିଅନ୍ତୁ। ଘୋଳକୁ ବେଶି ପତଳା କରନ୍ତୁ ନାହିଁ। ପନିର ଖଣ୍ଡଗୁଡ଼ିକୁ ଏହି ଘୋଳରେ ପକାଇ ଦିଅନ୍ତୁ। ଅନ୍ୟ ଏକ ପାତ୍ରରେ ଚାଉଳ ଗୁଣ୍ଡ, ବ୍ରେଡ ଖଣ୍ଡ ଏବଂ ଲୁଣକୁ ମିଶାଇ ରଖନ୍ତୁ। ଏବେ ପନିର ଖଣ୍ଡଗୁଡିକୁ ସେହି ଘୋଳରୁ ବାହାର କରି ଏହି ଶୁଖିଲା ମିଶ୍ରଣରେ ଗଡାଇ ତେଲରେ ଛାଣି ନିଅନ୍ତୁ। ବାଦାମୀ ରଙ୍ଗ ହେଲା ପରେ ଛାଣି ଦିଅନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ପନିର ପକୋଡା। ଏହାକୁ ଗରମ ଗରମ ସସ୍‌ ସହିତ ଖାଆନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଏଭଳି କଲେ ଆଉ ହେବନି କରୋନା, କହିଲେ ଏହି ଡାକ୍ତର…

ନୂଆଦିଲ୍ଲୀ, ୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରଚିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ କେତେକ ସହଜ ଉପାୟ ଆପଣେଇବା ଲାଗି ମେଦାନ୍ତ...

ରାଶି ଅନୁଯାୟୀ ପ୍ରେମ: ଜାଣନ୍ତୁ କାହାକୁ ମିଳେ ଧୋକା, କିଏ ଏକାଧିକ ଥର ପଡ଼ନ୍ତି ପ୍ରେମରେ…

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ମନୁଷ୍ୟର ବ୍ୟବହାର ତାର ରାଶି ଅନୁଯାୟୀ ଜଣାପଡ଼ିଥାଏ। ସବୁ ରାଶିର ଗୁଣ-ଦୋଷ ଭିନ୍ନଭିନ୍ନ ଥାଏ। କିଛି ରାଶିର ବ୍ୟକ୍ତି ଅତ୍ୟନ୍ତ କ୍ରୋଧି...

ପାଇନ୍‌ଆପଲ୍‌ ଚିକେନ୍‌

ଚିକେନ୍‌କୁ ମିଠା ସ୍ବାଦ ଦେଇ ପ୍ରସ୍ତୁତ ହେଉଥିବା ଖାଦ୍ୟାବଳି ଏକ ନୂଆ ସ୍ବାଦ ଦେଉଛି। ସେହିଭଳି ପାଇନଆପଲ୍‌ ଚିକେନ୍‌ ହେଉଛି ଏକ ମିଠା ସ୍ବାଦଯୁକ୍ତ ଖାଦ୍ୟ।...

ସୌନ୍ଦର୍ଯ୍ୟ ବୃଦ୍ଧିକରେ ସାଗୁଦାନା, ଏପରି କରନ୍ତୁ ପ୍ରୟୋଗ

ମହିଳାମାନେ ନିଜର ସୌନ୍ଦର୍ଯ୍ୟ ବୃଦ୍ଧି ଲାଗି ସର୍ବଦା ଚିନ୍ତିିତ। ଏ ନେଇ ସେମାନେ ରାସାୟନିକ ଦ୍ରବ୍ୟର ବ୍ୟବହାର କରିବା ସହିତ ବିଭିନ୍ନ ଫେସ୍‌ ପ୍ୟାକ୍‌ ମଧ୍ୟ...

ଜାଣନ୍ତୁ କେଉଁ ଫଳ କେଉଁ ସମୟରେ ଖାଇବା ଉଚିତ

ଫଳ ସ୍ବାସ୍ଥ୍ୟ ପାଇଁ ଉପକାରୀ। ସେଥିପାଇଁ ଯଦି କାହାର ଦେହ ଖରାପ ହୋଇଯାଏ, ଡାକ୍ତର ତାଙ୍କୁ ଫଳ ଖାଇବାକୁ ପରାମର୍ଶ ଦେଇଥା’ନ୍ତି। କାରଣ ଫଳରେ ଅନେକ...

ଇଏ ବି ପ୍ରେମ !

ଏକ ଶାଶ୍ୱତ, ନିଃସ୍ବାର୍ଥ ଓ ଦୃଢ଼ ବିଶ୍ୱାସର ପ୍ରତୀକ ହେଉଛି ପ୍ରେମ; ଯାହାକି ଦୁଇଟି ଅଚିହ୍ନା ଅଜଣା ମଣିଷ ଭିତରେ ଗଢ଼ିପାରେ ଏକ ନିବିଡ଼ ସମ୍ପର୍କର...

ଫୁସ୍‌ଫୁସ୍‌ର କାର୍ଯ୍ୟକୁ ସ୍ବାଭାବିକ କରେ ଏହି ପାଣି…

ସକାଳେ ଗୁଡ଼ପାଣି ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ଏହାକୁ ପିଇଲେ ଫୁସ୍‌ଫୁସ୍‌ର କାର୍ଯ୍ୟ ସ୍ବାଭାବିକ ହୋଇଥାଏ। ବାୟୁ ପ୍ରଦୂଷଣରେ ଏହା ଶରୀର ପାଇଁ ଏକ ସୁରକ୍ଷା...

ସମର ଫ୍ୟାଶନ୍‌

ଋତୁ ଅନୁସାରେ ସବୁବେଳେ ଫ୍ୟାଶନ୍‌ ବଦଳିଥାଏ। ଖରାଦିନେ ସାଧାରଣତଃ ହାଲ୍‌କା ରଙ୍ଗର ଆରାମଦାୟକ ପୋଷାକ ପିନ୍ଧିବାକୁ ଭଲ ଲାଗେ। ଏହି ଦୃଷ୍ଟିରୁ ଏବେ ଫ୍ୟାଶନ୍‌ ଟ୍ରେଣ୍ଡରେ...

Advertisement
Archives

Model This Week