ବାଜପେୟୀଙ୍କ ବାୟୋପିକରେ ମୁଖ୍ୟ ଭୂମିକାରେ ନଜର ଆସିବେ ଏହି ଅଭିନେତା

ମୁମ୍ବାଇ: ବଲିଉଡରେ ପ୍ରତିବର୍ଷ ନିର୍ମାଣ ହେଉଛି ଜଣେ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ବାୟୋପିକ୍ । ତେବେ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରି ବାଜପେୟୀଙ୍କ ଉପରେ ଏକ ବାୟୋପିକ ନିର୍ମାଣ ନେଇ ପୂର୍ବରୁ ଘୋଷଣା ହୋଇସାରିଥିଲେ ବି ଏବେ ପର୍ଯ୍ୟନ୍ତ ଏଥିପାଇଁ କଳାକାର ମିଳୁ ନ ଥିବା କୁହଯାଉଥିଲା । ଅନ୍ୟପଟେ ଫିଲ୍ମ ’ ମେ ରହୁ ୟା ନ ରହୁ, ୟେ ଦେଶ ରେହନା ଚାହିୟେ-ଅଟଳ’ ଉଲ୍ଲେଖ ଏନପିଙ୍କ ପୁସ୍ତକ ‘ଦ ଅନଟୋଲ୍ଡ ବାଜପେୟୀ ଆଣ୍ଡ ପାରାଡକ୍ସ’ ପରେ ଫିଲ୍ମଟି ନିର୍ମାଣ କରାଯିବ । ତେବେ ମୁଖ୍ୟ ଚରିତ୍ର ଅର୍ଥାତ୍ ବାଜପେୟୀଙ୍କ ଚରିତ୍ର କେଉଁ କଳାକାରଙ୍କୁ ବେଶୀ ଶୁଟ୍ କରିବ ସେ ନେଇ ନିର୍ମାତା ନିର୍ଦ୍ଦେଶକ କଳାକାର ଖୋଜୁଥିଲେ ।
ଏବେ ମିଳିଥିବା ସୂଚନା ଅନୁଯାୟୀ, ଏମିତି ଜଣେ କଳାକାର ହୁଏତ ମିଳିଯାଇଛନ୍ତି, ଯିଏକି ବାଜପେୟୀଙ୍କ ଚରିତ୍ରରେ ଏକଦମ ଫିଟ୍ ହେବେ ବୋଲି କୁହାଯାଉଛି । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପଙ୍କଜ ତ୍ରିପାଠୀ ବାଜପେୟୀଙ୍କ ଚରିତ୍ରରେ ଫିଟ ଲାଗିବେ ବୋଲି କୁହାଯାଉଛି । ନିକଟରେ ପଙ୍ଗଜଙ୍କୁ ‘ଶେରଦିଲ’ରେ ଦେଖିବାକୁ ମିଳିଥିଲା । ଅଟଳ ବିହାରୀ ବାଜପେୟୀଙ୍କ ଫିଲ୍ମକୁ ବିନୋଦ ଭାନୁଶାଳୀ, ସନ୍ଦିପ ସିଂ, ସୋମ ଖାଁ, କମଲେଶ ଭାନୁଶାଳୀ ଓ ବିଶାଳ ଗୁରନନୀ ପଡ୍ୟୁସ କରିବେ । କୁହାଯାଛି କି ଏହି ଫିଲ୍ମ ୨୦୨୩ରେ ରିଲିଜ ହୋଇପାରେ ।
ମେକର୍ସ ଖ୍ରୀଷ୍ଟମାସ ୨୦୨୩ ଅର୍ଥାତ୍ ବାଜପେୟୀଙ୍କ ୯୯ତମ ବାର୍ଥ ଆନିଭରସାରୀରେ ରିଲିଜ କରିବାର ଯୋଜନା କରିଛନ୍ତି । ପୁର୍ବରୁ କେତେଜଣ ରାଜନେତାଙ୍କ ବାୟୋପିକ ନିର୍ମାଣ ସରିଛି । ଯେମିତିକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକରେ ବିବେକ ଓବରୟ ନଜର ଆସିଥିଲେ । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବାୟୋପିକରେ ଅନୁପମ ଖେର ମୁଖ୍ୟ ଭୂମିକାରେ ନଜର ଆସିଥିଲେ । ସେମିତି ଶିବସେନାର ପ୍ରତିଷ୍ଠାତା ବାଲା ସାହେବ ଠାକରେଙ୍କ ବାୟୋପିକରେ ନୱାଜୁଦ୍ଦିନ ସିଦ୍ଦିକିଙ୍କୁ ଦେଖିବାକୁ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri