Posted inଜାତୀୟ

ପଙ୍କଜା ଦଳର, କିନ୍ତୁ ଦଳ ପଙ୍କଜାଙ୍କର ନୁହେଁ: ଭାଜପା…

ମୁମ୍ବାଇ,୩।୬ : ମହାରାଷ୍ଟ୍ର ଭାଜପା ରାଜ୍ୟ ସଭାପତି ଚନ୍ଦ୍ରଶେଖର ବାୱାଲକଲେ ବିଧାୟକ ପଙ୍କଜା ମୁଣ୍ଡେଙ୍କ ବିବୃତ୍ତିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ସେ କହିଛନ୍ତି ପଙ୍କଜା ଦଳର, କିନ୍ତୁ ଦଳ ପଙ୍କଜାଙ୍କର ନୁହେଁ। ପାର୍ଲି ବିଧାନସଭା ନିର୍ବାଚନରେ ପରାଜୟ ପରେ ଭାଜପାର ବରିଷ୍ଠ ନେତା ସ୍ବର୍ଗତ ଗୋପୀନାଥ ମୁଣ୍ଡେଙ୍କ ଝିଅ ପଙ୍କଜା ମୁଣ୍ଡେ ଦଳରୁ ଦୂରେଇ ରହିଥିଲେ। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଦେବେନ୍ଦ୍ର ଫଡନାଭିସଙ୍କ କ୍ୟାବିନେଟର ସମ୍ପ୍ରସାରଣ ପରେ ସେ କହିଥିଲେ ବୋଧହୁଏ ସେ କ୍ୟାବିନେଟରେ ସ୍ଥାନ ପାଇବା ପାଇଁ ଯୋଗ୍ୟ ନୁହଁନ୍ତି।

ଖବରଦାତାମାନଙ୍କ ସହ କଥାବାର୍ତ୍ତା କରି ଚନ୍ଦ୍ରଶେଖର କହିଛନ୍ତି ପଙ୍କଜା ମୁଣ୍ଡେଙ୍କ ରକ୍ତରେ ଭାଜପା ଅଛି। ସେ ଗୋପୀନାଥ ମୁଣ୍ଡେଙ୍କର ଉତ୍ତରାଧିକାରୀ। ପାର୍ଟିକୁ ମଜବୁତ କରିବା ପାଇଁ ସେ ଦିନରାତି କାମ କରିଛନ୍ତି। ଭାଜପା ଏକ ଖୋଲା ପ୍ରସ୍ତାବ ଦେଉଛି, ଯିଏ ଦଳରେ ଯୋଗଦେବାକୁ ଚାହୁଁଛନ୍ତି ସେ ତାହା କରିପାରିବେ। ତାଙ୍କୁ ଆମର ଆଦର୍ଶ ଅନୁଯାୟୀ କାର୍ଯ୍ୟ କରିବାକୁ ପଡିବ। ଭାଜପା ହେଉଛି ଏକ ମହାସାଗର, ଯାହା ସମସ୍ତଙ୍କୁ ନିଜେ ଗ୍ରହଣ କରିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

ସରକାର ନେଲେ ବଡ଼ ନିଷ୍ପତ୍ତି; ୧ ଜୁଲାଇରୁ ପେଟ୍ରୋଲ-ଡିଜେଲ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇରୁ ପେଟ୍ରୋଲ ଏବଂ ଡିଜେଲ କିଣିବାକୁ ନେଇ ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସରକାର ପ୍ରତି ବ୍ୟକ୍ତି ଏବଂ ପ୍ରତି ଗାଡ଼ି…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri