Posted inଜାତୀୟ

ମୋ ପାଖରେ ବୋଧହୁଏ ଯୋଗ୍ୟତା ନାହିଁ: ପଙ୍କଜା ମୁଣ୍ଡେ

ମୁମ୍ବାଇ,୧୨ ।୮: ନିକଟରେ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରାଯାଇଛି । ଏଥିରେ ଭାରତୀୟ ଜନତା ପାର୍ଟି(ଭାଜପା)ର ନେତା ପଙ୍କଜା ମୁଣ୍ଡେଙ୍କୁ ସ୍ଥାନ ନ ମିଳିବାରୁ ସେ ନିରାଶା ପ୍ରକାଶ କରିଛନ୍ତି । ଗୁରୁବାର ପଙ୍କଜା କହିଛନ୍ତି, ମୋ ପାଖରେ ବୋଧହୁଏ ‘ପର୍ଯ୍ୟାପ୍ତ ଯୋଗ୍ୟତା’ ନାହିଁ ।
ସୂଚନାଯୋଗ୍ୟ, ଗତ ସପ୍ତାହରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧିନ ଶିବସେନାର ୯ ମନ୍ତ୍ରୀ ଓ ସହଯୋଗୀ ଭାଜପାର ୯ ମନ୍ତ୍ରୀ ଶପଥ ନେଇଛନ୍ତି । ଏହାପରେ ନିଜର ପ୍ରତିକ୍ରିୟା ରଖିଛନ୍ତି ଭାଜପା ନେତା ପଙ୍କଜା ମୁଣ୍ଡେ । ଆହୁରି ମଧ୍ୟ ଏହି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ କୌଣସି ମହିଳାଙ୍କୁ ସ୍ଥାନ ଦିଆଯାଇ ନ ଥିବରୁ ଏହାର ଆଲୋଚନା କରାଯାଉଛି । ଏମିତି ଏକ ପ୍ରଶ୍ନରେ ଗଣମାଧ୍ୟମକୁ ପଙ୍କଜା କହିଛନ୍ତି, ହୁଏତ ମୋ ନିକଟରେ ପର୍ଯ୍ୟପ୍ତ ଯୋଗ୍ୟତା ନାହିଁ, ଯେଉଁଥି ପାଇଁ ମୋତେ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିଲା ନାହିଁ । ହେଲେ ଏଥିରେ ମୁଁ ଦୁଃଖିତ ନୁହେଁ ବରଂ ନିଜର ସମ୍ମାନ ବଜାୟ ରଖି ମୁଁ ରାଜନୀତି କରିବାକୁ ଚେଷ୍ଟା କରିବି ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?