ପାପା ଦି ଗ୍ରେଟ୍‌

ଶ୍ରଦ୍ଧା କପୁର ଆଜି ଅଭିନୟ କ୍ଷେତ୍ରରେ ଯେଉଁ ସ୍ଥାନରେ ପହଞ୍ଚତ୍ଛନ୍ତି ତା’ ପଛରେ ଜଣେ ବ୍ୟକ୍ତିଙ୍କର ଯଥେଷ୍ଟ ଅବଦାନ ରହିଛି। କାରଣ ସେ ତାଙ୍କ ପଛରେ ଛାଇ ପରି ରହିଛନ୍ତି। କେଉଁଠି ଭୁଲ ଭଟକା ହେଲେ ତୁରନ୍ତ ସତର୍କ କରାଇ ଦେବା ସହ ତାହାର ସମାଧାନର ବାଟ ମଧ୍ୟ ବତାଇ ଦେଉଛନ୍ତି। ତେଣୁ ସେଭଳି ବ୍ୟକ୍ତିଙ୍କୁ ପ୍ରଶଂସା କରିବାକୁ ପଛାଉ ନାହାନ୍ତି ଶ୍ରଦ୍ଧା। ସେ କିଏ ଜାଣନ୍ତି ? ତାଙ୍କର ବାପା ତଥା ବଲିଉଡ୍‌ର ବରିଷ୍ଠ ଅଭିନେତା ଶକ୍ତି କପୁର। ନିକଟରେ ଶ୍ରଦ୍ଧା ତାଙ୍କର ୩୪ତମ ଜନ୍ମ ଦିନ ପାଳନ କରିଥିଲେ। ଯେହେତୁ ବର୍ତ୍ତମାନ କୌଣସି କାର୍ଯ୍ୟକ୍ରମରେ କୋଭିଡ୍‌ ଗାଇଡ୍‌ ଲାଇନ୍‌ ଅନୁସରଣ କରିବାକୁ ପଡୁଛି ତେଣୁ ସେ ନିଜ ଜନ୍ମଦିନ ପାର୍ଟି ଘରେ ହିଁ ଆୟୋଜନ କରିଥିଲେ। ସାଙ୍ଗସାଥୀଙ୍କ ଗହଣରେ ଏହି ପାର୍ଟିର ସେ ଭରପୂର ମଜା ନେଇଥିଲେ। ହେଲେ ଯେତେବେଳେ କେକ୍‌ କାଟିବା ସମୟ ଆସିଲା ସେ ନିଜ ପାପାଙ୍କୁ ଡାକି କହିଥିଲେ ଯେ, ‘ଆଜି ମୋର ୩୪ତମ ବାର୍ଥଡେ କେକ୍‌ ମୋ ପାପା ଦ ଗ୍ରେଟ୍‌ ହିଁ କାଟିବେ।’ ତା’ପରେ ନିଜର ଅଭିନୟ ଜୀବନର ସଫଳତା ପଛରେ ଶକ୍ତିଙ୍କର କ’ଣ ହାତ ରହିଛି ସେ ବିଷୟରେ ନିଜ ସାଙ୍ଗମାନଙ୍କ ସମ୍ମୁଖରେ ବଖାଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri