କୋଲେଷ୍ଟରଲକୁ ସନ୍ତୁଳିତ ରଖେ ଅମୃତଭଣ୍ଡା

ଅମୃତଭଣ୍ଡା ଖାଇଲେ ତାହା ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ କହିବା ବାହୁଲ୍ୟ। ଏଥିରେ ଏପରି ତତ୍ତ୍ୱ ରହିଛି ଯାହା ଶରୀର ଭିତରେ କୋଲେଷ୍ଟରଲକୁ ସନ୍ତୁଳିତ ରଖିଥାଏ। କେବଳ ସେତିିକି ନୁହେଁ, ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ଏହା ବେଶ୍‌ ସହାୟକ ହୋଇଥାଏ। କାରଣ ଏଥିରେ ଭିଟାମିନ୍‌ ‘ଏ’ ଏବଂ ‘ସି’ ଭରି ରହିଛି। ଏହା ବ୍ୟତୀତ ଥଣ୍ଡା, ଜ୍ୱର, କାଶ ହେଉଥିବା ବ୍ୟକ୍ତିଙ୍କ ପାଇଁ ଏହା ବେଶ୍‌ ଉପକାରୀ।
ନିୟମିତ
ଅମୃତଭଣ୍ଡା ଖାଇଲେ ତାହା ହୃଦ୍‌ରୋଗଜନିତ ଆଶଙ୍କାକୁ କେତେକାଂଶରେ ଦୂର କରିଥାଏ ବୋଲି ୟୁନିଭର୍ସିଟି ଅଫ କାଲିଫର୍ନିଆର ବିଶେଷଜ୍ଞମାନେ ଏକ ସଦ୍ୟତମ ଗବେଷଣାରୁ ଜାଣିପାରିଛନ୍ତି। କୋଷ୍ଠକାଠିନ୍ୟ ସମସ୍ୟାରୁ ଏହା କେତେକାଂଶରେ ଉପଶମ ଦେଇଥାଏ। ତା’ ସହ ପାଚନକ୍ରିୟାକୁ ଆହୁରି ସକ୍ରିୟ କରାଇଥାଏ ଅମୃତଭଣ୍ଡା।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

NEET ପେପର ଲିକ୍ ପ୍ରସଙ୍ଗ; ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ରାହୁଲ, ଶିକ୍ଷାମନ୍ତ୍ରୀଙ୍କୁ କାହିଁକି….

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ NEET ପେପର ଲିକ୍ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ କଡା ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ ଉଠାଇ ସେ…

IPL 2026ରେ ହଠାତ ବଦଳିଲେ RCB କ୍ୟାପଟେନ, ରଜତ ପାଟିଦାରଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୭।୫: ରଜତ ପାଟିଦାର IPL 2026 ର 61 ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳୁନାହାଁନ୍ତି। ଏହି ମୁକାବିଲା ଉଭୟ ପଞ୍ଜାବ କିଙ୍ଗସ ଏବଂ…

ନିଆରା ପ୍ରେମ… ଚତୁର୍ଥ ଥର ପାଇଁ ବର ହେଲେ ୬୫ ବର୍ଷୀୟ ବୃଦ୍ଧ, ୬୨ ବର୍ଷୀୟ ବୃଦ୍ଧାଙ୍କୁ କଲେ ବିବାହ

ପାଟନା,୧୭ା୫: କୁହାଯାଏଯେ ପ୍ରେମ ଏବଂ ସାଥିର କୌଣସି ବୟସ ନଥାଏ । ଏହି ଭାବନାର ଏକ ହୃଦୟସ୍ପର୍ଶୀ ଉଦାହରଣ ବିହାରର ଜାମୁଇ ଜିଲାରୁ ସାମ୍ନାକୁ ଆସିଛି ।…

ମହଜୁଦ୍‌ ଅଛି ପର୍ଯ୍ୟାପ୍ତ ତେଲ, ଆତଙ୍କିତ ନ ହେବାକୁ ଅନୁରୋଧ

ବଞ୍ଚୋ,୧୭ା୫(ପ୍ରଦୋଷ କୁମାର ବିଶ୍ୱାଳ):କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଥିବା ସୂଚନା ମିଳିଛି। ଇନ୍ଧନ ସଙ୍କଟ…

‘ମୋ ସ୍ତର ଏତେ ତଳକୁ ଖସିନାହିଁ..’, ବିଜୟକୁ ନେଇ ମୁହଁ ଖୋଲିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୧୭ା୫: ସାଉଥ ସୁପରଷ୍ଟାର ରଜନୀକାନ୍ତ ରବିବାର (୧୭ ମଇ) ଚେନ୍ନାଇସ୍ଥିତ ତାଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ, ସେ ତାମିଲନାଡୁ ବିଧାନସଭା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri