Posted inଫୁରସତ

କାଗଜ ହାତୀର ରେକର୍ଡ

ପ୍ରତିବର୍ଷ ଶିକାରୀଙ୍କ ଦ୍ୱାରା ହଜାର ହଜାର ସଂଖ୍ୟାର ହାତୀ ଜୀବନ ହରାଉଛନ୍ତି। ଫଳରେ ହାତୀଙ୍କ ସଂଖ୍ୟା କମିବାରେ ଲାଗିଛି। ଏହାକୁ ନଜରରେ ରଖି ଆମେରିକାର ଓ୍ବାଇଲ୍ଡ ଲାଇଫ କଞ୍ଜରଭେସନ ସୋସାଇଟି ହାତୀଙ୍କୁ ସମ୍ମାନ ଦେବା ତଥା ଏହି ସମସ୍ୟାକୁ ଲୋକଲୋଚନକୁ ଆଣିବା ପାଇଁ ଏକ ଅଭିନବ ଉପାୟ ଆପଣେଇ କାଗଜ ହାତୀ ତିଆରି କାର୍ଯ୍ୟକ୍ରମ ଆୟୋଜନ କରିଥିଲେ। ପୃଥିବୀର ବିଭିନ୍ନ ସ୍ଥାନରୁ ପ୍ରତିଯୋଗୀ ଆସି ଏଥିରେ ଅଂଶ ଗ୍ରହଣ କରି କାଗଜର ହାତୀ ତିଆରି କରିଥିଲେ। ଫଳରେ କାଗଜ ହାତୀର ଏକ ବିରାଟ ସଂଗ୍ରହ ହୋଇପାରିଥିଲା। ବ୍ରୋଙ୍କସ୍‌ ଚିଡିଆଖାନାରେ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ୭୮, ୫୬୪ଟି ରଙ୍ଗ ବିରଙ୍ଗର କାଗଜର ହାତୀ ତିଆରି ହୋଇଥିଲା। ଆମେରିକାର ୫୦ ରାଜ୍ୟ ସହ ଆହୁରି ୪୦ଟି ଦେଶର ଲୋକ ଏଥିରେ ସାମିଲ ହୋଇ କାଗଜ ହାତୀ ତିଆରି କରିଥିଲେ। ଫଳରେ ଏହା ଗିନିଜ୍‌ ଓ୍ବାର୍ଲଡ ରେକର୍ଡସ୍‌ରେ ସବୁଠାରୁ ବଡ କାଗଜ ହାତୀ ସଂଗ୍ରହଭାବେ ସ୍ଥାନ ପାଇଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆଜି ଚକୋଲେଟ୍‌ ଦେଇ ସମ୍ପର୍କରେ ମଧୁରତା ଭରିବେ ପ୍ରେମୀଯୁଗଳ

ଭୁବନେଶ୍ୱର,୯। ୨ (ସୌମ୍ୟରଞ୍ଜନ ରାଉତ): ରାଜଧାନୀରେ ଏବେ ପ୍ରେମଛିଟା ବୋଳି ହୋଇଯାଇଛି। କଲେଜଠାରୁ ଆରମ୍ଭ କରି ପାର୍କ, ହୋଟେଲ୍‌, ସିନେମା ହଲ୍‌ ଓ ବିଭିନ୍ନ ମଲ୍‌ରେ ଏବେ…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପ୍ରଥମ ରୋଜଗାର ଟଙ୍କା ବାପା-ବୋଉ ହାତକୁ ବଢାଇ ଦେବାର ସତ୍‌ ସାହସ ନ ଥିଲା: ପରେ ମୋ ପଇସାରେ ବାପାଙ୍କ ଲୋନ୍‌ କ୍ଲିଅର କରିଥିଲି

ଏତେ ବର୍ଷ ପରେ ନିଜ ପହିଲି ରୋଜଗାରର ପୁଲକ ବିଷୟରେ କିଛି ଲେଖିବାକୁ ଆରମ୍ଭ କଲା ବେଳେ ଟିକେ ଭାବପ୍ରବଣ ହୋଇ ଉଠୁଛି ମନ। ଦୃଶ୍ୟପଟ୍ଟରେ ଭାସି…

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri