ପରଦେଶ୍‌ ମେ ନିକଲା ଚାନ୍ଦ୍‌: କରଓ୍ବାଚୌଥ୍‌ ଲୁକ୍‌ ଅପଲୋଡ୍‌ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ/ଓ୍ବାଶିଂଟନ,୫।୧୧: ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ସ୍ବାମୀ ନିକ୍‌ ଜୋନାସ୍‌ଙ୍କ ସହିତ ଆମେରିକାରେ ଅଛନ୍ତି। କରଓ୍ବାଚୌଥ୍‌ ଅବସରରେ ପ୍ରିୟଙ୍କା ସୋସିଆଲ୍‌ ମିଡ଼ିଆରେ କେତେକ ଫଟୋ ଅପଲୋଡ୍‌ କରିଛନ୍ତି। ପରଦେଶ୍‌ ମେ ନିକଲା ଚାନ୍ଦ୍‌ ଦର୍ଶାଇ ପ୍ରିୟଙ୍କା ଇନଷ୍ଟାଗ୍ରାମ୍‌ରେ ଲାଲ୍‌ ଶାଢ଼ି ପିନ୍ଧି ହାତରେ ପୂଜା ଥାଳି ଧରିଥିବା ଫଟୋ ଅପଲୋଡ୍‌ କରିଛନ୍ତି। ସେ ହାତରେ ଗୋଲଡେନ୍‌ ଚୁଡ଼ି, ମଥାରେ ସିନ୍ଦୂର, ଲାଲ୍‌ ଲିପଷ୍ଟିକ୍‌, ଲାଲ୍‌ ବିନ୍ଦି ସହିତ ଗୋଲଡେନ୍‌ ବ୍ଲାଉଜ୍‌ ଟିମ୍‌ ଅପ୍‌ କରିଥିବାର ଫଟୋରେ ଦେଖିବାକୁ ମିଳୁଛି। ସେହିପରି ଏନ୍ୟ ଫଟୋରେ ସେ ନିକ୍‌ଙ୍କ ସହିତ କ୍ଲୋଜ୍‌ ଅପ୍‌ରେ ରହିଛନ୍ତି। ସେ କରଓ୍ବାଚୌଥ୍‌ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହିତ ନିକ୍‌ଙ୍କ ଉଦ୍ଦେଶ୍ୟରେ ‘ଆଇ ଲଭ୍‌ ୟୁ’ ବୋଲି ଲେଖିଛନ୍ତି। ଏବେ ଏସବୁ ଫଟୋ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଆରମ୍ଭ ହୋଇଗଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ୨.୦! ଆମେରିକା ଆକ୍ରମଣର ଜବାବ ଦେଲା ଇରାନ, ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ, ୨୬।୫: ଗଲ୍ଫ ଅଞ୍ଚଳରେ ଚାଲିଥିବା ବିବାଦ ଶେଷ ହେବାର ଆଶା ଦେଖାଯାଉଥିବା ବେଳେ ହଠାତ୍‌ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣ ପୁଣି ଥରେ ସେଠାରେ ଗୋଳା-ବାରୁଦର…

ବିଇଓ ଶୁଭମ ପତିଙ୍କ ବଦଳି ବାତିଲ ଦାବି: ଉପଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ପଦ୍ମପୁର,୨୬।୫ (ପ୍ରଦୀପ୍ତ ଦାଶ): ପାଇକମାଳ ବ୍ଲକର ଅତିରିକ୍ତ ଦାୟିତ୍ୱରେ ଥିବା ବ୍ଲକ ଶିକ୍ଷା ଅଧିକାରୀ ଶୁଭମ ପତିଙ୍କ ବଦଳି ନିର୍ଦ୍ଦେଶକୁ ବାତିଲ କରିବା ଦାବି ଏବେ ଜୋର…

ଦାଣ୍ଡରେ ପଡି ହାଟରେ ଗଡିଲା ଭାଜପାର ଗୋଷ୍ଠୀ କନ୍ଦଳ: ଫଳକରେ ଏମ୍‌ପିଙ୍କ ନାମ ନଥିବାରୁ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମଥର ଭାଜପା ସରକାରକୁ ଆସିଥିବା ବେଳେ କିପରି ଦଳ ସୁଦୃଢ ହେବ, ସଂଗଠନ ବଢିବ ସେନେଇ ଜାତୀୟସ୍ତରରୁ ଆରମ୍ଭକରି ରାଜ୍ୟସ୍ତରର ନେତାମାନେ…

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri