Posted inଖେଳ

ପାରା-ଏସୀୟ କ୍ରୀଡା: ପ୍ରମୋଦ ଭଗତଙ୍କୁ ସ୍ୱର୍ଣ୍ଣ ପଦକ; ଭାରତର ମୋଟ ପଦକ ସଂଖ୍ୟା ୯୯କୁ ବୃଦ୍ଧି

ନୂଆଦିଲ୍ଲୀ,୨୭।୧୦: ଚୀନ୍‌‌ର ହାଙ୍ଗ୍‌‌ଝୌଠାରେ ଚାଲିଥିବା ଚତୁର୍ଥ ପାରା-ଏସୀୟ କ୍ରୀଡାରେ ବ୍ୟାଡ୍‌‌ମିଣ୍ଟନ ଖେଳାଳି ଓଡ଼ିଶାର ପ୍ରମୋଦ ଭଗତ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ପୁରୁଷ ସିଙ୍ଗଲସ୍‌‌ ଏସ୍‌‌ଏଲ୍‌‌-ଥ୍ରୀ ବ୍ୟାଡମିଣ୍ଟନ ପ୍ରତିଯୋଗିତାରେ ସେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ନିତେଶ କୁମାରଙ୍କୁ ୨-୧ରେ ପରାସ୍ତ କରିଛନ୍ତି। ଏଥିସହିତ ଏହି ଏସୀୟ କ୍ରୀଡାରେ ଭାରତ ଆଜି ମଧ୍ୟାହ୍ଣ ସୁଦ୍ଧା ୨୫ଟି ସ୍ୱର୍ଣ୍ଣ, ୨୯ଟି ରୌପ୍ୟ ଏବଂ ୪୪ଟି ବ୍ରୋଞ୍ଜ ପଦକ ଜିତି ରେକର୍ଡ ସଂଖ୍ୟକ ୯୯ଟି ପଦକ ହାସଲ କରିଛି। ୨୦୧୮ରେ ଇଣ୍ଡୋନେସିଆରେ ଅନୁଷ୍ଠିତ ପାରା-ଏସୀୟ କ୍ରୀଡା ତୁଳନାରେ ଏହା ଭାରତର ସର୍ବକାଳୀନ ରେକର୍ଡ।

ଇଣ୍ଡୋନେସିଆରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ଭାରତ ସର୍ବାଧିକ ୭୨ଟି ପଦକ ଜିତିଥିଲା। ଆଜି ପ୍ରମୋଦ ଭଗତଙ୍କ ସମେତ ତୀରଚାଳନାରେ ଶୀତଲ ଦେବୀ, ପୁରୁଷ ସିଙ୍ଗଲ୍ସ ଏସ୍‌‌ଏଲ୍‌‌-ଫୋର ବ୍ୟାଡମିଣ୍ଟନରେ ସୁହାସ ୟାଥିରାଜ, ପୁରୁଲ ଲଙ୍ଗଜମ୍ପ ଟି-ସିକ୍ସିଫୋର ଇଭେଣ୍ଟରେ ଧର୍ମରାଜ ସୋଲାଇରାଜ ସ୍ୱର୍ଣ୍ଣପଦକ ଜିତିଛନ୍ତି। ସେହିଭଳି ସନ୍ତରଣରେ ସୁୟସ୍‌‌ ଯାଦବ ବ୍ରୋଞ୍ଜ ପଦକ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ପ୍ଲେଇଂ ଇଲେଭେନ୍‌ରେ ବୈଭବଙ୍କୁ ଦେଖିବାକୁ ନ ପାଇ ଆଶ୍ଚର୍ଯ୍ୟ ହୋଇଗଲେ ଜାପାନ ଅଧିନାୟକ; କହିଲେ ଏମିତି…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିଲା।…

ହାରୁ ହାରୁ ମ୍ୟାଚ ଜିତିଗଲା ଭାରତ, ଦୀର୍ଘ ନିଃଶ୍ୱାସ ମାରି ଶ୍ରେୟସ ଆୟର କହିଲେ…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର (୨୨ ସେପ୍ଟେମ୍ବର) ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଐତିହାସିକ ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ହାରୁଥିବା ମ୍ୟାଚକୁ ଶେଷରେ ମାତ୍ର ୨…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…

ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?