୨ ଶହ କୋଟି ଟଙ୍କାରେ ନିର୍ମାଣ ହେବ ପାରାଦୀପ ଏୟାରପୋର୍ଟ: ଗଡ଼କାରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର ପୁରୀରେ ପହଞ୍ଚି ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଉଦ୍‌ବୋଧନ ଦେଇ ଗଡ଼କରୀ କହିଛନ୍ତି,ଗାଁର କୃଷକ, ଶ୍ରମିକଙ୍କ ଉନ୍ନତି ପାଇଁ ନିରନ୍ତର ଉଦ୍ୟମ କରୁଛୁ । ଆଗାମୀ ଦିନରେ ସବୁ ପ୍ରକାର ଯାନ ହାଇଡ୍ରୋଜେନରେ ଚାଲିବ। ୧୦ ବର୍ଷର ମନ୍ତ୍ରୀ ମୁଁ, ୫୦ ଲକ୍ଷ କୋଟିର କାମ କରିଛି । ଭାଜପାର ସିଦ୍ଧାନ୍ତ- ଯାହା କହିବୁ, ତାକୁ କରି ଦେଖାଇବୁ।

ଗଡ଼କରୀ ଆହୁରି କହିଛନ୍ତି, ଧାମରା ପୋର୍ଟ କନେକ୍ଟିଭିଟି, ପୁରୀ-ରାମେଶ୍ବର ୪ ଲେନ ରାସ୍ତା ହେବ। କଟକରୁ ପାରାଦୀପ ୪ ଲେନ ୨୩୭୦ କୋଟିରେ ନିର୍ମାଣ ହେବ। ୨ ଶହ କୋଟିରେ ପାରାଦୀପରେ ଏୟାରପୋର୍ଟ ପାଇଁ ନିଷ୍ପତ୍ତି ହୋଇଛି। ସେହିପରି ରାୟପୁରରୁ ବିଶାଖାପାଟଣା ୬ ଲେନ ରାସ୍ତା ନିର୍ମାଣ ହେବ। ସେଥିରୁ ୨୪୦ କିଲୋମିଟର ଓଡ଼ିଶାରେ, ଡିସେମ୍ବର ସୁଦ୍ଧା କାମ ସରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri