ବିଶ୍ୱସ୍ତରୀୟ ହେବ ପାରାଦୀପ ବନ୍ଦର

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ପାରାଦୀପ ବନ୍ଦରକୁ ବିଶ୍ୱସ୍ତରୀୟ କରିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ପାରାଦୀପ ବନ୍ଦରରେ ନିର୍ମାଣ ହେବ ଓ୍ବେଷ୍ଟର୍ଣ୍ଣ ଡକ୍‌। ନବୀକରଣ ଓ ବିଶ୍ୱସ୍ତରୀୟ ପାଇଁ ଖର୍ଚ୍ଚ ହେବ ୩ ହଜାର କୋଟି ଟଙ୍କା। ଏ ନେଇ ବୁଧବାର ସୂଚନା ଦେଇଛନ୍ତି ଜାହାଜ ଚଳାଚଳ ମନ୍ତ୍ରୀ ମନସୁଖ ମଣ୍ଡଭିୟ।

ସେ କହିଛନ୍ତି ଯେ, କମ୍‌ ସମୟରେ ଅଧିକ ମାଲ ପରିବହନ ପାଇଁ ବଡ଼ ଜାହାଜ ନିର୍ମାଣ ଚାଲିଛି। ସେସବୁ ଜାହାଜ ଆମ ବନ୍ଦରରେ ଥିବା ଡକ୍‌ ଭିତରକୁ ଆସିପାରୁନି। ବଡ଼ ଜାହାଜ ଆଣିବାକୁ ଭାରତକୁ ବଡ଼ ବନ୍ଦର ଓ ଡକ୍‌ ଦରକାର। ନବୀକରଣ ପରେ ପାରାଦୀପ ବନ୍ଦରକୁ ସେସବୁ ଜାହାଜ ଆସିପାରିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେବା ସମବାୟ ସମିତିରେ ଅଚଳାବସ୍ଥା

ଖଇରା, ୨।୭(ଡି.ଏନ.ଏ.)-ଭଦ୍ରକ ଏଆରସିଏସ୍‌୍‌ (ଆସିଷ୍ଟାଣ୍ଟ ରେଜିଷ୍ଟର କୋ-ଅପରେଟିଭ ସୋସାଇଟି) ଅଧୀନରେ ଥିବା ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ମାଣିତ୍ରୀ ସେବା ସମବାୟ ସମିତିରେ ଅଚଳାବସ୍ଥା...

ଆଉ ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୨।୯(ବ୍ୟୁରୋ): ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି କରୋନା। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୬ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରୁ ବାଲେଶ୍ୱର...

ମହାପ୍ରଭୁଙ୍କ ଆଭୂଷଣ ପାଇଁ ଓଡ଼ିଆ ଭକ୍ତ ଦେବେ ସୁନା

ପୁରୀ ଅଫିସ,୧୭।୧୧:  ମହାପ୍ରଭୁଙ୍କୁ ଦାନ ଦେବାକୁ ଦାତାଙ୍କ ମଧ୍ୟରେ ଆଗ୍ରହ ବଢ଼ିଛି। ଶ୍ରୀମନ୍ଦିରର ୩ଟି କବାଟ ରୁପା ଛାଉଣି ପାଇଁ ଆବଶ୍ୟକ ରୁପା ଏବଂ ଅନ୍ୟାନ୍ୟ...

ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଅବଧି ବୃଦ୍ଧି

ଭୁବନେଶ୍ବର,୩୦।୯(ବ୍ୟୁରୋ): ବଢିଲା ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଅବଧି । ଏନେଇ ଶୁକ୍ରବାର ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ୧,୨,୩,୪ରେ ସରୁଥିବା ନମ୍ବର...

ଇପିଏଫ୍‌ ପେନସନର୍ସଙ୍କ ବିକ୍ଷୋଭ

ବାଲେଶ୍ୱର ଅଫିସ, ୧୨।୨-ଅଲ୍‌ ଓଡ଼ିଶା ଇପିଏଫ୍‌ ପେନସନର୍ସ ଆସୋସିଏଶନ୍‌ ଆହ୍ବାନରେ ବାଲେଶ୍ୱର ଶାଖା ପକ୍ଷରୁ ବିଭିନ୍ନ ସରକାରୀ ଓ ବେସରକାରୀ ସଂସ୍ଥାରେ ଦୀର୍ଘବର୍ଷ କାର୍ଯ୍ୟ କରି...

କେନ୍ଦ୍ର, ରାଜ୍ୟରେ ଅଘୋଷିତ ମେଣ୍ଟ ସରକାର ଚାଲିଛି: କଂଗ୍ରେସ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ୨୦୧୪ରୁ କେନ୍ଦ୍ର ଶାସନ ଦାୟିତ୍ୱ ଭାଜପା ହାତକୁ ଯିବାଠାରୁ ଓଡ଼ିଶାରେ ଭିନ୍ନ ସମୀକରଣ ଦେଖିବାକୁ ମିଳୁଛି। ରାଜ୍ୟ ଓ କେନ୍ଦ୍ର ମଧ୍ୟରେ ଚାଲିଥିବା ଅଘୋଷିତ...

ଗାଁକୁ ଯାଇଥିବା ବେଳେ ଦୁର୍ବୃତ୍ତ ନେଇଗଲେ ସୁନା ଅଳଙ୍କାର, ନଗଦ ଟଙ୍କା

ଛତ୍ରପୁର,୨୭ା୧୦(ଡି.ଏନ୍‌.ଏ.): ଛତ୍ରପୁର ୧୨ନମ୍ବର ୱାର୍ଡ ଚନ୍ଦ୍ରଶେଖରନଗର ଅଞ୍ଚଳ ଏକ ଘରୁ ଚୋରି ହୋଇଛି। ଚନ୍ଦ୍ରଶେଖର ନଗରରେ ଭଡାରେ ରହୁଥିବା ଗୋପୀନାଥ ଦାସ ଘର ତାଲା ପକାଇ...

ବିନା ନୋଟିସରେ ଭାଙ୍ଗିଲେ ଘର, ମାମଲା ପହଞ୍ଚିଲା ଥାନାରେ

ଗଞ୍ଜାମ,୯।୨(ଡି.ଏନ୍‌.ଏ.): ଗଞ୍ଜାମ ତ୍ରିବେଣୀ ମଠ ଛକଠାରେ ଦୀର୍ଘ ୭୦ ବର୍ଷରୁ ଊର୍ଦ୍ଧ୍ୱ ହେବ କନ୍ଧ ଶତପଥୀ ଓ ତାଙ୍କ ପରିବାର ରହି ଆସୁଛନ୍ତି। ବିନା ନୋଟିସରେ...

Advertisement
Archives

Model This Week