ପାରାଦୀପ ପୋର୍ଟର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୧୧।୭ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ପାରାଦୀପ ପୋର୍ଟ ଅଥରିଟି ବା ପିପିଏ ନିକଟରେ ଏକ ନୂଆ ମାଇଲଖୁଣ୍ଟ ସହ ଲକ୍ଷ୍ୟଧାର୍ଯ୍ୟ ସମୟ ମଧ୍ୟରେ ଏତିହାସିକ ସଫଳତା ଲାଭ କରିଛି। ପାରାଦୀପ ପୋର୍ଟ ୨୦୨୪-୨୫ ଆର୍ଥିକ ବର୍ଷ ପ୍ରଥମ ୧୦୦ ଦିନ ମଧ୍ୟରେ ୪୧.୧୨ ମିଲିୟନ ମେଟ୍ରିକ ଟନ୍‌ (ଏମ୍‌ଏମ୍‌ଟି) କାର୍ଗୋ ହ୍ୟାଣ୍ଡେଲିଂ କରିଥିବାବେଳେ ୨୦୨୩-୨୪ ଆର୍ଥିକ ବର୍ଷର ଏହି ଅବଧି ତୁଳନାରେ ୪.୭୮% ଅଧିକ ବୋଲି ପିପିଏ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ୨୦୨୩-୨୪ ଆର୍ଥିକ ବର୍ଷରେ ପୋର୍ଟ ମୋଟ ୩୯.୨୫ ଏମ୍‌ଏମ୍‌ଟି କାର୍ଗୋ ହ୍ୟାଣ୍ଡେଲିଂ କରିଥିଲା।

ଏ ସମ୍ପର୍କରେ ପିପିଏର ଅଧ୍ୟକ୍ଷ ପି.ଏଲ୍‌. ହରନନ୍ଦା କହିଥିଲେ, ଆମେ ଆମର ପ୍ରଥମ ଲକ୍ଷ୍ୟଧାର୍ଯ୍ୟକୁ ସଫଳତା ସହ ପୂରଣ କରିଥିବାରୁ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆମେ ନୂତନ ରେକର୍ଡ ସହ ଅଭିବୃଦ୍ଧି ହାସଲ କରିଛୁ। ବିଶେଷକରି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଆବଶ୍ୟକ ସହଯୋଗ ସହିତ ମନ୍ତ୍ରଣାଳୟର ନିର୍ଦ୍ଦେଶାବଳୀ ଅନୁଯାୟୀ ସବୁ କାର୍ଯ୍ୟ କରାଯାଉଥିବାରୁ ଆମେ ଏହି ସଫଳତା ପାଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

ମୁମ୍ବାଇ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏହାର ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ରେପୋ ରେଟ୍କୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରି ୫.୨୫...

ବଦଳିବ ବ୍ୟାଙ୍କିଂ ସମୟ! ଓ଼୍ବାର୍କିଂ ଡେ ରହିବ ଏତିକି, ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪ା୧୨: ଆଜିକାଲି କାର୍ଯ୍ୟ-ଜୀବନ ସନ୍ତୁଳନ ଏକ ପ୍ରମୁଖ ସମସ୍ୟା। ବ୍ୟାଙ୍କ କର୍ମଚାରୀମାନେ ମଧ୍ୟ ଏହାର ବ୍ୟତିକ୍ରମ ନୁହଁନ୍ତି। ୟୁନିଅନଗୁଡ଼ିକ ବହୁ ଦିନ ଧରି ବ୍ୟାଙ୍କଗୁଡ଼ିକ ପାଇଁ...

ଡଲାର ତୁଳନାରେ ୯୦ ଟପିଲା ଟଙ୍କା, ସର୍ବକାଳୀନ ନିମ୍ନ ସ୍ତରକୁ ଖସିଲା

ମୁମ୍ବାଇ,୩ା୧୨: ଭାରତୀୟ ଟଙ୍କା ବୁଧବାର ଆମେରିକୀୟ ଡଲାର ତୁଳନାରେ ପ୍ରଥମ ଥର ପାଇଁ ୯୦ ଟଙ୍କା ସ୍ତର ଅତିକ୍ରମ କରିଛି। ଟଙ୍କାର ମୂଲ୍ୟ ଖସିଯାଇ ଡଲାର୍...

ପଲସର୍‌ ଆଣିଲା ଧୂଆଁଧାର ଅଫର୍‌, ମାତ୍ର ଏତିକି ଟଙ୍କାରେ ମିଳିବ…

ନୂଆଦିଲ୍‌ଲୀ,୩।୧୨: ବର୍ଷର ଶେଷ ମାସଗୁଡ଼ିକରେ, ଦୁଇଚକିଆ ଯାନ ନିର୍ମାତା ବାଜାଜ ଅଟୋ ପୁଣି ଥରେ ଏହାର ଲୋକପ୍ରିୟ ପଲସର ହାଟ୍ରିକ ଅଫରକୁ ଆରମ୍ଭ କରିଛି। ଦୀପାବଳି...

ରୁଫ୍‌ଟପ୍‌ ସୋଲାର ସିଷ୍ଟମ ପାଇଁ ଗ୍ରାମପଞ୍ଚାୟତକୁ ପ୍ରୋତ୍ସାହନ ରାଶି

ଭୁବନେଶ୍ୱର,୩।୧୨,(ଅନୁରାଧା ମହାରଣା): ଟାଟା ପାୱାର ଏବଂ ରାଜ୍ୟ ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଏହାର ବ୍ୟବସାୟିକ...

ଏହି ୫ଟି ଟ୍ରାଞ୍ଜାକ୍ସନବେଳେ ରୁହନ୍ତୁ ସତର୍କ! ନଚେତ ସିଧା ଘରେ ପହଞ୍ଚିଯିବ…

ନୂଆଦିଲ୍ଲୀ,୨।୧୨: ଆୟକର ବିଭାଗ କେବଳ ଆପଣଙ୍କ ଆୟ ଉପରେ ଟିକସ ଲଗାଏ ନାହିଁ, ବରଂ କିଛି ପ୍ରକାରର ଆର୍ଥିକ କାରବାର ଉପରେ ମଧ୍ୟ କଡ଼ା ନଜର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri