ପାରାଦୀପ ପୋର୍ଟର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୧୧।୭ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ପାରାଦୀପ ପୋର୍ଟ ଅଥରିଟି ବା ପିପିଏ ନିକଟରେ ଏକ ନୂଆ ମାଇଲଖୁଣ୍ଟ ସହ ଲକ୍ଷ୍ୟଧାର୍ଯ୍ୟ ସମୟ ମଧ୍ୟରେ ଏତିହାସିକ ସଫଳତା ଲାଭ କରିଛି। ପାରାଦୀପ ପୋର୍ଟ ୨୦୨୪-୨୫ ଆର୍ଥିକ ବର୍ଷ ପ୍ରଥମ ୧୦୦ ଦିନ ମଧ୍ୟରେ ୪୧.୧୨ ମିଲିୟନ ମେଟ୍ରିକ ଟନ୍‌ (ଏମ୍‌ଏମ୍‌ଟି) କାର୍ଗୋ ହ୍ୟାଣ୍ଡେଲିଂ କରିଥିବାବେଳେ ୨୦୨୩-୨୪ ଆର୍ଥିକ ବର୍ଷର ଏହି ଅବଧି ତୁଳନାରେ ୪.୭୮% ଅଧିକ ବୋଲି ପିପିଏ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ୨୦୨୩-୨୪ ଆର୍ଥିକ ବର୍ଷରେ ପୋର୍ଟ ମୋଟ ୩୯.୨୫ ଏମ୍‌ଏମ୍‌ଟି କାର୍ଗୋ ହ୍ୟାଣ୍ଡେଲିଂ କରିଥିଲା।

ଏ ସମ୍ପର୍କରେ ପିପିଏର ଅଧ୍ୟକ୍ଷ ପି.ଏଲ୍‌. ହରନନ୍ଦା କହିଥିଲେ, ଆମେ ଆମର ପ୍ରଥମ ଲକ୍ଷ୍ୟଧାର୍ଯ୍ୟକୁ ସଫଳତା ସହ ପୂରଣ କରିଥିବାରୁ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆମେ ନୂତନ ରେକର୍ଡ ସହ ଅଭିବୃଦ୍ଧି ହାସଲ କରିଛୁ। ବିଶେଷକରି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଆବଶ୍ୟକ ସହଯୋଗ ସହିତ ମନ୍ତ୍ରଣାଳୟର ନିର୍ଦ୍ଦେଶାବଳୀ ଅନୁଯାୟୀ ସବୁ କାର୍ଯ୍ୟ କରାଯାଉଥିବାରୁ ଆମେ ଏହି ସଫଳତା ପାଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri