ଭଦ୍ରକରେ ପରାକ୍ରମ ଶୋଭାଯାତ୍ରା, ଯୋଗଦେଲେ ଏମ୍‌ପି-ଜିଲାପାଳ

ଭଦ୍ରକ, ୧୫।୫(ସନାତନ ରାଉତ): ପାକିସ୍ତାନ ବିରୋଧରେ ଅପରେଶନ ସିନ୍ଦୂରରେ ସଫଳତା ପରେ ସାରା ଦେଶରେ ପରାକ୍ରମ ଶୋଭଯାତ୍ରା କରାଯାଉଛି l ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ବୁଧବାର ଶୋଭଯାତ୍ରାର ଶୁଭାରମ୍ଭ କରିବା ପରେ ଭଦ୍ରକରେ ଗୁରୁବାର ପୂର୍ବାହ୍ନ ୮ ଟାରେ ସାଇକେଲ ଓ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି l ଶୋଭାଯାତ୍ରାକୁ ଏମ୍‌ପି ଅଭିମନ୍ୟୁ ସେଠୀ ତ୍ରିରଙ୍ଗା ପତାକା ଦେଖାଇ ଉଦଘାଟନ କରିଥିଲେl ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଦିଲୀପ ରାଉତରାୟ, ଅତିରିକ୍ତ ଜିଲାପାଳ ଶାନ୍ତନୁ ମହାନ୍ତି, ସରୋଜ ଦତ୍ତ, ଜିଲା ଭାଜପା ସଭାପତି ଭଗବାନ ପଣ୍ଡା, ଭାଜପା ନେତା ବାଣୀ କଲ୍ୟାଣ ମହାନ୍ତି ପ୍ରମୁଖ ଯୋଗ ଦେଇଥିବା ବେଳେ ପୋଲିସ, ଏନଏନସିସି, ବିଭିନ୍ନ ବିଦ୍ୟାଳୟର ଛାତ୍ରୀ ଛାତ୍ର ଯୋଗ ଦେଇଥିଲେ l ଜିଲାପାଳଙ୍କ କାର୍ଯ୍ୟାଳୟରୁ ଶୋଭାଯାତ୍ରା ବାହାରି ବାଇପାସ ଛକ, ବନ୍ତ ଛକ ଦେଇ ପୁଣି ଜିଲାପାଳ କାର୍ଯ୍ୟାଳୟକୁ ଫେରିବା ପରେ ଶୋଭାଯାତ୍ରା ଶେଷ ହୋଇଥିଲା l


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା…

ଟ୍ରାଞ୍ଜିଷ୍ଟ ହାଉସ ଭାଙ୍ଗିବା ବେଳେ ଉତ୍ତେଜନା

ଭୁବନେଶ୍ୱର,୧୧।୮: ଭୁବନେଶ୍ୱର ନିଳାଦ୍ରୀ ବିହାର ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ବିଏମ୍‌ସି ଏବଂ ବିଡିଏ ପକ୍ଷରୁ ନିଳାଦ୍ରୀ ବିହାର ଅଞ୍ଚଳରେ ଥିବା…

ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ପାଇଁ କଲେଜ ଛାତ୍ରୀ ମୃତ୍ୟୁ: ଅଭିଯୋଗ ଆଣିଲେ ପରିବାର ଲୋକେ

ଭାପୁର,୧୧।୮ (ପ୍ରଭାତ ବରାଡ): ଫତେଗଡ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତ ଅଧୀନ ଗୋଳାପୋଖରୀ ଗ୍ରାମର ଗୋପାଳ ବେହେରାଙ୍କ ଝିଅ ସନ୍ତୋଷୀ ବେହେରାଙ୍କ (୧୮) ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ…

କୋଣ ଅନୁକୋଣରେ ପହଞ୍ଚିବ କୃମି ନାଶକ ବଟିକା: ଲୋକଙ୍କୁ କରାଯିବ ସଚେତନ

ମହାକାଳପଡ଼ା,୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ବାୟାବାବା କଲେଜ ସଭାଗୃହଠାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଜାତୀୟ କୃମି ନାଶକ ଦିବସ ସୋମବାର ପାଳିତ ହୋଇଯାଇଛି। ଏହି…

ବାଲିଘାଟରୁ ଶ୍ରମିକଙ୍କ ଗଳିତ ମୃତଦେହ ଉଦ୍ଧାର ଘଟଣା : ଚାଳକଙ୍କୁ ଗିରଫ କରି କୋର୍ଟଚାଲାଣ କଲା ପୋଲିସ

ଦେବଗଡ,୧୧ା୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବ୍ଲକ ସିଂହଶାଳ ଗ୍ରାମ ପଂଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ଉଦ୍ଧାର ଘଟଣାରେ ବାରକୋଟ ଥାନା ପୋଲିସ ଏକ ହତ୍ୟା ମାମଲା…

ଗଞ୍ଜାମ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଉଦଘାଟନ ଫଳକରେ ନାହିଁ ଏମପିଙ୍କ ନାମ, ତେଜିଲା ଅସନ୍ତୋଷ

ଗଞ୍ଜାମ,୧୧।(ବିଦ୍ୟାଧର ସାହୁ ): ଗଞ୍ଜାମ ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଉଦଘାଟନ ହୋଇଥିବା ନୂତନ ସମ୍ମିଳନୀ କକ୍ଷର ଫଳକରେ ବ୍ରହ୍ମପୁର ଏମପିଙ୍କ ନାମ ନଥିବା ନେଇ ଚର୍ଚ୍ଚା ଜୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri