ଆସନ୍ତା ୨୮ରୁ ୩୦ ପର୍ଯ୍ୟନ୍ତ ପାରଳାଖେମୁଣ୍ଡି, ୩ ବ୍ଲକ ଶଟ୍‌ଡାଉନ

ଗଜପତି, ୨୬।୩(ସ୍ବ.ପ୍ର.): ଗଜପତି ଜିଲା ପାରଳାଖେମୁଣ୍ଡି ସହର ସମେତ ଜିଲାର ଗୁମ୍ମା, ଗୋଷାଣୀ ଏବଂ କାଶୀନଗର ବ୍ଲକ୍‌କୁ ଆସନ୍ତା ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ୩ଦିନ ଶଟ୍‌ଡାଉନ ଘୋଷଣା କରାଯାଇଛି। ଜରୁରୀ ସ୍ବାସ୍ଥ୍ୟ ସେବା ଓ ଖିର ଯୋଗାଣକୁ ବାଦ୍‌ ଦେଲେ ଅନ୍ୟ ସବୁ ବନ୍ଦ ରହିବ। ଏହି ସମୟରେ ୪୦ ସ୍ବାସ୍ଥ୍ୟ ସେବା ଦଳ ଲକ୍ଷଣ ଚିହ୍ନଟରେ ନିୟୋଜିତ ହେବେ। ଏଥିପାଇଁ ସମସ୍ତ ଜନସାଧାରଣଙ୍କୁ ସହଯୋଗ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ଆହ୍ବାନ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ବିଶ୍ୱବିଦ୍ୟାଳୟରେ କରୋନା ଯୋଦ୍ଧାଙ୍କ ପିଲାଙ୍କୁ ଅଧ୍ୟୟନ ଲାଗି ମିଳିବ ସ୍କଲାରଶିପ୍‌

ନୋଏଡା, ୨୦।୮: ବିଶ୍ୱ ମହାମାରୀ କରୋନ ଭାଇରସ୍‌ ସହ ଲଢ଼େଇ କରୁଥିବା କରୋନା ଯୋଦ୍ଧାଙ୍କ ପିଲାଙ୍କ ଲାଗି ଖୁସି ଖବର। ଗ୍ରେଟର ନୋଏଡାସ୍ଥିତ ନୋଏଡା ଇଣ୍ଟରନ୍ୟାଶନାଲ...

CORONAVIRUS UPDATE: ରାଜ୍ୟରେ ପୁଣି ୧୫୬ ପଜିଟିଭ୍‌ ଚିହ୍ନଟ; ୨୧୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧ା୬(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୫୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ...

କରୋନା ମୃତ୍ୟୁ: ୬୫ ବର୍ଷରୁ କମ୍‌ ବୟସ୍କଙ୍କ ପାଇଁ ବିପଦ ୩୪ଗୁଣ କମ୍‌

ଲଣ୍ଡନ,୧୬ା୫: ବ୍ରିଟେନ୍‌ରେ କରୋନା ଭାଇରସ୍‌ ଜନିତ ମୃତ୍ୟୁ ତଥ୍ୟକୁ ଅନୁଧ୍ୟାନ କଲେ ୬୫ ବର୍ଷରୁ କମ୍‌ ବୟସ୍କଙ୍କ ଜୀବନହାନି ଆଶଙ୍କା ୩୪ଗୁଣ କମ୍‌ ବୋଲି ଜଣାପଡ଼ିଛି।...

ପ୍ରବାସୀ ଶ୍ରମିକଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ପ୍ରବାସୀ ଶ୍ରମିକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଜିଲା ପାଇଁ ମନରେଗାରେ...

୩୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ନଷ୍ଟ କଲା ପୋଲିସ

କାଲିମେଳା,୩।୧୨(ଡି.ଏନ.ଏ): ମାଲକାନଗିରି ଜିଲା କାଲିମେଳା ପୋଲିସ ଏବଂ ପୋଟେରୁ ପୋଲିସର ମିଳିତ ଉଦ୍ୟମ ରେ ଚଉ କରି କାଲିମେଳା ଥାନା ଅଞ୍ଚଳରେ ବେଆଇନ ଭାବେ ଚାଷ...

ଉଲିପଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାଘ ଆତଙ୍କ: ବନ ବିଭାଗ ଏବଂ ମଙ୍ଗଳ ବିଭାଗର ତଦନ୍ତ,ତୁରନ୍ତ ବାଘକୁ ଚିହ୍ନଟ କରିବାକୁ ଦାବି

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଝିଞ୍ଜିରଗୁଡ଼ା ପଞ୍ଚାୟତରେ ଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ହଷ୍ଟେଲ ପରିସର ମଧ୍ୟରେ ବାଘ ଆତଙ୍କ ଦେଖାଯାଇଛି। ଶୁକ୍ରବାର...

ସଂକ୍ରମିତଙ୍କ ଛେପକୁ ସାବଧାନ !

ଓ୍ବାଶିଂଟନ,୨୪।୩: କରୋନା ଭୂତାଣୁ ସଂକ୍ରମଣ ନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଏଥିରେ ସଂକ୍ରମିତଙ୍କ ଛେପ ପ୍ରତି ସାବଧାନ ରହିବାକୁ ପରାମର୍ଶ ଦିଆଯାଇଛି।...

ଦନ୍ତା ଆକ୍ରମଣରେ ଦୁଇ ଆହତ

ବଡ଼ସାହି,୫ା୨(ସ୍ବ.ପ୍ର)- ବଡ଼ସାହି ଥାନା ଅଧୀନ ଦେଉଳିଆ ପଞ୍ଚାୟତ ଗଦଗଦି ଗ୍ରାମର ଦୁଇ ମହିଳା ଦନ୍ତା ଆକ୍ରମଣରେ ଆହତ ହୋଇଛନ୍ତି ା ମହିଳା ଦ୍ୱୟ ହେଲେ ସେହି...

Coronavirus Update


Archives

Model This Week

Why Dharitri