ସେଫ ସିଟି ଡ୍ରାଇଭ ଅଭିଯାନ ବେଳେ ପାରା ଅଲମ୍ପିଆନ ଖେଳାଳି ଧରାପଡିଲେ

ଭୁବନେଶ୍ୱର,୧୫ା୯(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ସେଫ ସିଟି ଡ୍ରାଇଭ ଅଭିଯାନକୁ ନେଇ ବ୍ଲକିଂ ଚେକିଂ ଚାଲିଥିଲା ବେଳେ ପାରା ଅଲମ୍ପିଆନ ପ୍ରମୋଦ ଭଗତଙ୍କ ଗାଡିକୁ ପୋଲିସ ଜବତ କରିଛି। ସେ ମଦ୍ୟପାନ କରି ଗାଡି ଓଲଟା ଚଲାଇବା ଅଭିଯୋଗରେ ପୋଲିସ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କୋର୍ଟରେ ଜୋରିମାନା ଦେଇ ଗାଡି ରିଲିଜ କରିବାକୁ ପୋଲିସ ପକ୍ଷରୁ ତାଙ୍କୁ କୁହାଯାଇଥିଲା ।

ସୂଚନାନୁସାରେ ଶନିବାର ରାତି ପ୍ରାୟ ୧ ଟା ସମୟରେ ପ୍ରମୋଦ ଡମଣା ପଟୁ ନିଜେ କାର ଚଳାଇ ଆସୁଥିଲେ। ସାଥିରେ ଜଣେ ମହିଳା ବସିଥିଲେ। ତେବେ ନାଲୋକ ଛକରେ ପୋଲିସ ଚେକିଂ କରୁଥିବା ଦେଖି ପଛୁଆ ଗାଡି ଚଳାଇ ଖସି ଯିବାକୁ ଉଦ୍ୟମ କରୁଥିଲେ। ଏହି ସମୟରେ ପୋଲିସ ତାଙ୍କୁ କାବୁ କରି ମଦ୍ୟପାନ କରି ଗାଡି ଚଲାଉଥିବାର ପ୍ରମାଣ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଗର୍ଭବତୀ ମହିଳା ନିଖୋଜ: ଟାଉନ ଥାନାରେ ଏତଲା

ରାୟଗଡ଼ା, ୧୦।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଜଣେ ଗର୍ଭବତୀ ମହିଳା ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ…

ବିଜେଡିକୁ ଶକ୍ତ ଝଟ୍‌କା, ଦଳ ଛାଡିଲେ ବଡ଼ ନେତା

ଭୁବନେଶ୍ୱର,୧୦।୩: ବିଜେଡିକୁ ଶକ୍ତ ଝଟ୍‌କା। ଦଳରୁ ଇସ୍ତଫା ଦେଲେ ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା । ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା ବିଜୁ ଜନତା…

ମାଥ୍ୟୁ ହେଡେନଙ୍କୁ ମିଳିଲା ଗୁରୁଦାୟିତ୍ୱ

ଅହମଦାବାଦ,୧୦ା୩: ଅଷ୍ଟ୍ରେଲିଆର ପୂର୍ବତନ ଓପନର ମାଥ୍ୟୁ ହେଡେନଙ୍କୁ ମଙ୍ଗଳବାର ଆଗାମୀ ଆଇପିଏଲ୍‌ ସିଜନ ଲାଗି ଗୁଜରାଟ ଟାଇଟନ୍ସ ପକ୍ଷରୁ ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି। ଦୁଇ…

ଯୁଦ୍ଧ ଭିତରେ ଚାଇନାର ଭୟଙ୍କର ପ୍ଲାନ! ବିଶ୍ୱରେ ପଡିଲା ଚହଳ

ବେଜିଂ,୧୦।୩: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ରାଷ୍ଟ୍ର, ଯୁକ୍ତରାଷ୍ଟ୍ର, ଇରାନ ସହିତ ଚାଲିଥିବା ସଂଘର୍ଷ ପାଇଁ ତାର ସମସ୍ତ ଶକ୍ତି ଲଗାଇ ଦେଇଥିବା ବେଳେ, ଚାଇନା ଏକ ଭୟଙ୍କର…

ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରି ଚମକାଇଲେ ରିଙ୍କୁ ସିଂ, କହିଦେଲେ…

ଅହମଦାବାଦ,୧୦ା୩: ଫାଇନାଲରେ ନ୍ୟୁଜିଲାଣ୍ଡକୁ ହରାଇ ଭାରତ ଚାମ୍ପିୟନ ହେବା ପରେ ଭାରତୀୟ ଦଳର ଷ୍ଟାର ରିଙ୍କୁ ସିଂ ତାଙ୍କ ସ୍ବର୍ଗତ ବାପା ଖାନଚାନ୍ଦ ସିଂଙ୍କ ଲାଗି ଏକ…

ଆଶ୍ରମ ବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ: ତଥ୍ୟରେ ତାଳମେଳ ନ ଥିବାରୁ ବଢୁଛି ଉତ୍ତେଜନା, ବାହୁନି କାନ୍ଦୁଛନ୍ତି ମା’  

ପଟ୍ଟାଙ୍ଗି/ସୁନାବେଡା, ୧୦।୩ (ଶରତ କୁମାର ଧଳ/କୃତ୍ତିବାସ ପ୍ରଧାନ): ଜବାହାର ନବୋଦୟ ବିଦ୍ୟାଳୟର ତିନି ଛାତ୍ରଙ୍କ ମୃତ୍ୟୁ ଘଟଣାର ମାତ୍ର ତିନି ଦିନ ପରେ ପୁଣି ଜଣେ ଆଶ୍ରମ…

ଅର୍ଶଦୀପଙ୍କୁ ଜରିମାନା, ଜାଣନ୍ତୁ କାହିଁକି…

ଦୁବାଇ, ୧୦ା୩: ଅହମଦାବାଦରେ ଅନୁଷ୍ଠିତ ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଫାଇନାଲ ସମୟରେ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ଡେରିଲ ମିଚେଲଙ୍କୁ ଲକ୍ଷ୍ୟ କରି ଅକ୍ରମଣାତ୍ମକ ଢଙ୍ଗରେ ବଲ୍‌ ଫିଙ୍ଗିଥିବାରୁ…

ରାଉରକେଲା IGHରେ ଅଭାବନୀୟ ଘଟଣା: ଟଏଲେଟ୍‌ ପ୍ୟାନ୍‌ ଭିତରୁ ନବଜାତକର ମୃତଦେହ ଉଦ୍ଧାର, ବଢ଼ିଲା ଚର୍ଚ୍ଚା

ରାଉରକେଲା, ୧୦।୩ (ସଂଗୀତା ଜେନା): ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲ (IGH) ପରିସରରେ ଏକ ହୃଦୟ ବିଦାରକ ତଥା ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ହସ୍ପିଟାଲର ଜରୁରୀକାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri