Posted inଜାତୀୟ

ପରମବୀରଙ୍କ ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ

ନୂଆଦିଲ୍ଲୀ,୨୪।୩: ମହାରାଷ୍ଟ୍ରରେ ଜାରି ରହିଥିବା ସଙ୍କଟ ନେଇ ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କ ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ ହୋଇଯାଇଛି। ମାମଲା ଗୁରୁତର ମାତ୍ର ଏହି ମାମଲାରେ ପରମବୀର କାହିଁକି ହାଇକୋର୍ଟର ଦ୍ୱାରସ୍ଥ ହେଲେ ନାହିଁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ପ୍ରଶ୍ନ କରିଛନ୍ତି। ରାଜ୍ୟ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ଘର ସମ୍ମୁଖରେ ଥିବା ସିସିଟିଭି ଜବତ କରାଯିବା ସହିତ ମାମଲାର ନିରପେକ୍ଷ ତଦନ୍ତ ଲାଗି ପରମବୀର ଆବେଦନ କରିଥିଲେ। ଅନୁଚ୍ଛେଦ ୨୨୬ ଅନ୍ତର୍ଗତ ହାଇକୋର୍ଟରେ ଏହି ମାମଲାର ଶୁଣାଣି ପାଇଁ ଅଧିକାର ରହିଛି। ତେଣୁ ହାଇକୋର୍ଟର ଦ୍ୱାରସ୍ଥ ହୋଇ ସିବିଆଇ ଯାଞ୍ଚ୍‌ ଆବେଦନ କରିବାକୁ ସୁପ୍ରିମ୍‌କୋର୍ଟ ପରମବୀରଙ୍କ ଆଇନଜୀବୀ ମୁକୁଲ ରୋହତଗୀଙ୍କୁ ବିଚାରପତି ସଞ୍ଜୟ କୌଲ ଏବଂ ଆର୍‌. ସୁଭାଷ ରେଡ୍ଡୀଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri