ନିଜ ସନ୍ତାନଙ୍କୁ ବିବାହ କରିବାକୁ ଚାହୁଁଛନ୍ତି ଏହି ବ୍ୟକ୍ତି, ମାଗିଲେ ଅନୁମତି

ନ୍ୟୁୟର୍କ, ୧୫।୪: ଆମେରିକାର ନ୍ୟୁୟର୍କରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ନିଜ ସନ୍ତାନଙ୍କୁ ବିବାହ କରିବାକୁ ଚାହୁଁଛନ୍ତି। ଏଥିପାଇଁ ସେ ଆଇନର ସହାୟତା ଲୋଡିଛନ୍ତି। ଅଦାଲତରେ ଏକ ମାମଲା ଦାୟର କରି ସେ କହିଛନ୍ତି, କୋର୍ଟ ତାଙ୍କ ବିବାହକୁ ସ୍ବୀକୃତି ଦେଉ। ସୂଚନାଯୋଗ୍ୟ, ଏନେଇ ନ୍ୟୁୟର୍କର ମ୍ୟାନହଟ୍ଟନ ଫେଡେରାଲ କୋର୍ଟରେ ଏକ ପିଟିସନ ଦାଖଲ କକରାଯାଇଛି। ତାଙ୍କ ଆବେଦନରେ ବ୍ୟକ୍ତି ଜଣକ କହିଛନ୍ତି ଯେ, ସେ ନିଜ ସନ୍ତାନ ପ୍ରେମରେ ପଡିଛନ୍ତି। ଏଥିପାଇଁ ବିବାହ ପ୍ରସ୍ତାବ ଦେବାକୁ ଚାହୁଁଛନ୍ତି କିନ୍ତୁ ସେ ଭୟ କରୁଛନ୍ତି ଯେ ସମାଜ ତାଙ୍କୁ ବିରୋଧ କରିବ। ତେଣୁ ସେ ଚାହୁଁଛନ୍ତି ଯେ ତାଙ୍କୁ ନିଜ ସନ୍ତାନକୁ ବିବାହ କରିବାକୁ କୋର୍ଟ ଅନୁମତି ଦିଅନ୍ତୁ, ଯାହାଫଳରେ ସେ ଭବିଷ୍ୟତରେ କୌଣସି ସମସ୍ୟାର ସମ୍ମୁଖୀନ ହେବେ ନାହିଁ। କୋର୍ଟରେ ନିଜ ସନ୍ତାନକୁ ବିବାହ କରିବାକୁ ଅନୁମତି ମାଗୁଥିବା ବ୍ୟକ୍ତି ନିଜର ପରିଚୟ ପ୍ରକାଶ କରି ନାହାଁନ୍ତି, କାରଣ କୋର୍ଟରେ ତାଙ୍କର ଆବେଦନ ନୈତିକ ତଥା ସାମାଜିକ ଭାବରେ ଘୃଣ୍ୟ ବୋଲି ବିବେଚନା କରାଯାଇପାରେ। ପିଟିଶନରେ ଲିଙ୍ଗ ପ୍ରକାଶ କରାଯାଇ ନାହିଁ। ପରିଚୟ ଲୁଚାଇବାର ସବୁଠାରୁ ବଡ କାରଣ ହେଉଛି ଏଭଳି ମାମଲା ସମାଜରେ ଆଗରୁ ଆସିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri