ଅଟୋରେ ଆସୁଥିଲେ ମା’ବାପା, ପୁଅ, ବାଟରେ ଘଟିଲା ଏମିତି, ଚାଲିଗଲା…

ଗଞ୍ଜାମ,୫।୧୧(ବିଦ୍ୟାଧର ସାହୁ ), ରମ୍ଭା ଥାନା ଅନ୍ତର୍ଗତ ପାଲୁରୁ ଛକରୁ କିଛି ଦୂରରେ ମା ଢାବା ହୋଟେଲ ସମ୍ମୁଖରେ ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଗୁରୁତର ଆହାତ ହୋଇ ବ୍ରହ୍ମପୁର ମେଡିକାଲରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି । ମୃତକ ଜଣଙ୍କ ହେଲେ ରଞ୍ଜୁ ବେହେରା । ପ୍ରାପ୍ତ ସୂଚନା ଅନୁଯାଇ ଖଲ୍ଲିକୋଟ ଅଞ୍ଚଳର ଗୋଟିଏ ପରିବାରର ବାପା ମା ଓ ପୁଅ ତିନିଜଣ ଓଡି 07ଏନ 6505 ନମ୍ବର ବିଶିଷ୍ଟ ଏକ ଅଟୋ ସାହାଯ୍ୟରେ ଗଞ୍ଜାମ ଅଞ୍ଚଳକୁ କୌଣସି କାର୍ଯ୍ୟରେ ଯାଉଥିବା ବେଳେ ଓଡି07ଏନ -ନମ୍ବର ବିଶିଷ୍ଟ ଏକ ଟ୍ରକ ଢାବା ସମ୍ମୁଖରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ପଛରେ ପଥର ବାଜ ଦେଇ ଝିଡା ହୋଇଥିବା ବେଳେ ଅଟୋଟି ପଛ ପଟୁ ଦ୍ରୁତ ଗତିରେ ଆସି ଧକ୍କା ଦେଇଥିଲା । ଫଳରେ ଅଟୋ ଆରୋହୀ ଛିଟିକି ପଡି ଗୁରୁତର ଆହତ ହୋଇଥିଲେ । ମା’ ରଞ୍ଜୁ ବେହେରାଙ୍କ ମୃତ୍ୟୁ ହୋଇଥିବା ବେଳେ ବାପା କୈଳାସ ବେହେରା, ପୁଅ ଶଙ୍କର ବେହେରା ଓ ଅଟୋ ଡ୍ରାଇଭର ଗୁରୁତର ଆହାତ ହୋଇଛନ୍ତି। ସଙ୍ଗେ ସଙ୍ଗେ ସମସ୍ତଙ୍କୁ ରମ୍ଭା ପୋଳିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରି ବ୍ରହ୍ମପୁର ମେଡିକାଲକୁ ପଠାଯାଇଥିଲା ।

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?