ମାଟ୍ରିକ ଫଳକୁ ନେଇ ଅଭିଭାବକ ଅସନ୍ତୁଷ୍ଟ

କଟକ ଅଫିସ,୮।୭: ଚଳିତବର୍ଷ ମାଟ୍ରିକ ଫଳକୁ ନେଇ ଝାରସୁଗୁଡାର ଜଣେ ଅଭିଭାବକ ଅସନ୍ତୋଷ ପ୍ରକାଶ କରିବା ସହ ତାଙ୍କ ପୁତ୍ରଙ୍କ ସାନି ମୂଲ୍ୟାୟନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆବେଦନକାରୀ ନିରାକାର ପାରୁୱାଙ୍କ ପକ୍ଷରୁ ଆଇନଜୀବୀ ଆଶିଷ ମିଶ୍ର ଏ ନେଇ ମାମଲା ରୁଜୁ କରିଛନ୍ତି। ଏହି ମାମଲାରେ ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ସଚିବ, ମାଧ୍ୟମିକ ଶିକ୍ଷା ପରିଷଦ ସମ୍ପାଦକ, ଝାରସୁଗୁଡା ଜିଲାପାଳ, ଆରକ୍ଷୀ ଅଧୀକ୍ଷକ ଓ ଗହ୍ମାପଲ୍ଲୀ ସରସ୍ବତୀ ଶିଶୁ ମନ୍ଦିରର ପ୍ରଧାନ ଶିକ୍ଷକଙ୍କୁ ପକ୍ଷଭୁକ୍ତ କରାଯାଇଛି। ପିଟିଶନରେ ଦର୍ଶାଯାଇଛି, ଝାରସୁଗୁଡାର ଜିଲା ଗହ୍ମାପଲ୍ଲୀ ସରସ୍ବତୀ ଶିଶୁମନ୍ଦିରରେ ନିରାକାରଙ୍କ ପୁତ୍ର ଝୁନେସ ପାରୁୱା ଦଶମ ଶ୍ରେଣୀର ଛାତ୍ର ଥିଲେ। ସେ ପ୍ରତିବର୍ଷ ଶ୍ରେଣୀ ପରୀକ୍ଷାରେ ୮୫ରୁ ୯୦ ପ୍ରତିଶତ ମାର୍କ ରଖୁଥିଲେ। କିନ୍ତୁ ଚଳିତବର୍ଷ ମାଟ୍ରିକ ମୂଲ୍ୟାୟନବେଳେ ତାଙ୍କୁ କମ୍‌ମାର୍କ ଦିଆଯାଇଛି। ତେଣୁ ଝୁନେସଙ୍କ ମାଟ୍ରିକ ଫଳ ରଦ୍ଦ କରାଯିବା ସହ ସାନି ମୂଲ୍ୟାୟନପାଇଁ ଆବେଦନକାରୀ ପିଟିଶନରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri