Posted inଖେଳ

ଭଡ଼ା ଘରେ ରହୁଛନ୍ତି ବାପା-ମା’: ଆଇପିଏଲରେ ଚମତ୍କାର କଲେ ପୁଅ

ନୂଆଦିଲ୍ଲୀ,୧।୪: ପ୍ରିୟାଂଶ ଆର୍ଯ୍ୟା ଆଇପିଏଲରେ ଡେବ୍ୟୁ କରିଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ୍‌ରେ ଏହି ଖେଳାଳି ଦ୍ରୁତ ୪୭ ରନ କରି ପଞ୍ଜାବ କିଙ୍ଗସକୁ ଏକ ଚମତ୍କାର ବିଜୟ ଦେଇଥିଲେ। ଏବେ ପ୍ରିୟାଂଶଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହି ଖେଳାଳି ତାଙ୍କ ପିତାଙ୍କ ସ୍ବପ୍ନକୁ ପୂରଣ କରିବାକୁ ନିଷ୍ପତ୍ତି ନେଇଛନ୍ତି, ଯାହା ବିଷୟରେ ସେ କେବେ ଭାବି ନ ଥିଲେ। ପ୍ରିୟାଂଶ ଆର୍ଯ୍ୟ ଖୁବ୍‌ଶୀଘ୍ର ତାଙ୍କ ବାପାଙ୍କ ପାଇଁ ଏକ ଘର କିଣିବାକୁ ଯାଉଛନ୍ତି।

ପ୍ରିୟାଂଶ ଆର୍ଯ୍ୟଙ୍କ ବାପା-ମା’ ଶିକ୍ଷକ, କିନ୍ତୁ ସେମାନେ ଏପର୍ଯ୍ୟନ୍ତ ନିଜର ଘର କିଣିପାରି ନାହାଁନ୍ତି। ସେ ଦିଲ୍ଲୀରେ ଏକ ଭଡା ଘରେ ରୁହନ୍ତି। କିନ୍ତୁ ଏବେ ପ୍ରିୟାଂଶ ଏହାକୁ ଖୁବ ଶୀଘ୍ର କିଣିବାକୁ ଯାଉଛନ୍ତି। ଆଇପିଏଲ ନିଲାମରେ ପ୍ରିୟାଂଶଙ୍କୁ ୩ କୋଟି ୮୦ ଲକ୍ଷ ଟଙ୍କାରେ କିଣାଯାଇଛି।

ପ୍ରିୟାଂଶଦିଲ୍ଲୀ ପ୍ରିମିୟର ଲିଗ ଯୋଗୁ ଏହି ଖେଳାଳି ଚର୍ଚ୍ଚାକୁ ଆସିଥିଲେ। ପ୍ରିୟାଂଶ ଦକ୍ଷିଣ ଦିଲ୍ଲୀ ସୁପରଷ୍ଟାର୍ସ ପାଇଁ ଖେଳିବା ସମୟରେ କେବଳ ଏକ ଚମତ୍କାର ଶତକ ମାରି ନ ଥିଲେ, ବରଂ ଏହି ଖେଳାଳି ଉତ୍ତର ଦିଲ୍ଲୀ ବୋଲର ମନନ ଭରଦ୍ୱାଜଙ୍କ ୬ ବଲରେ ୬ ଛକା ମଧ୍ୟ ମାରିଥିଲେ। ଏହିଠାରୁ ପ୍ରିୟାଂଶଙ୍କ ଭାଗ୍ୟ ଚମକି ଉଠିଥିଲା ଏବଂ ପଞ୍ଜାବ ଏହି ଖେଳାଳିଙ୍କୁ ଏକ ବିପୁଳ ପରିମାଣର ରାଶି ଦେଇ ଆଇପିଏଲ୍‌ରେ କିଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ବହୁତ ଚିନ୍ତାରେ ଅଛି…ଏମିତି କିଛି ଶେଷ ଶବ୍ଦ ସହ ମୃତ୍ୟୁକୁ ବାଛିନେଲେ ବିଚାରପତି ଅମନ…

ନୂଆଦିଲ୍ଲୀ,୨ା୫: ଦକ୍ଷିଣ ଦିଲ୍ଲୀର ସଫଦରଜଙ୍ଗ ଅଞ୍ଚଳରେ ଜଣେ ୩୦ ବର୍ଷୀୟ ବିଚାରପତି ତାଙ୍କ ବାସଭବନରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଅମନ କୁମାର ଶର୍ମା ନାମକ ଉକ୍ତ…

ହରିଶଙ୍କର ବୈଶାଖ ମେଳାରେ ଶ୍ରଦ୍ଧାଳୁଙ୍କୁ ମିଳିଲା ଅନ୍ନସେବା

ବଲାଙ୍ଗୀର,୨।୫(ସୁନିଲ କୁମାର ମହାନ୍ତି): ଓଡ଼ିଶାର ପବିତ୍ର ତୀର୍ଥସ୍ଥଳୀ ହରିଶଙ୍କର ପୀଠରେ ବୈଶାଖମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯୁବ କୁଲୁତା ସମାଜ ଖପ୍ରାଖୋଲ ଏବଂ ପଶ୍ଚିମ ଓଡ଼ିଶା…

୨ବାଇକ୍‌ ମୁହାଁ ମୁହିଁ ଧକ୍କା: ତଳେ ପଡିଥିବା ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ

ବଲାଙ୍ଗୀର,୨।୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ ରୋଡ଼ ବିଜାଖମନଠାରେ ଶନିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇ ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା…

ରାଉରକେଲାରେ ୨ ନାବାଳିକାଙ୍କୁ ବଳାତ୍କାର

ରାଉରକେଲା,୨।୫(ସଙ୍ଗୀତା ଜେନା): ଇସ୍ପାତ ସହର ରାଉରକେଲାର ସେକ୍ଟର-୧୯ ଥାନା ଅଞ୍ଚଳରେ କୋଲ୍‌ ଡ୍ରିଙ୍କ୍‌ସ କିଣିବା ବାହାନାରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ…

ଇଣ୍ଟରନାସନାଲ ବୁକ୍ସ ଅଫ ରେକର୍ଡସରେ ସ୍ଥାନ ପାଇଲେ ଅଢ଼େଇ ବର୍ଷର କନ୍ୟା ‘ଶ୍ରେୟାଶିଂ’: ୨୫ ସେକେଣ୍ଡରେ….

ସାକ୍ଷୀଗୋପାଳ,୨।୫(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନିଜର ବିଚକ୍ଷଣ ବୁଦ୍ଧି ଏବଂ ତତ୍କାଳ ସଠିକ ଉତ୍ତର ଦେଇଥିବା ଯୋଗୁ ଅଢ଼େଇ ବର୍ଷର ଶିଶୁକନ୍ୟା ଶ୍ରେୟାଶିଂ ପଣ୍ଡା ଇଣ୍ଟରନାସନାଲ ବୁକ୍ସ…

ବାଇକ୍‌ରେ ଯାଉଥିବା ବେଳେ ଉପରେ ପଡ଼ିଲା ତାଳ ଗଛ: ଚାଲିଗଲା ଯୁବକଙ୍କ ଜୀବନ,ଖବର ପାଇ ବିଷ ପିଇଦେଲେ ସ୍ତ୍ରୀ

ଯାଜପୁର,୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବଡଚଣା ବଡ଼ବାଲିକିୁଦା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି।  ତାଳଗଛ…

ଦେବଗଡ଼ରେ ପାସହାର ୯୬.୨୬ ପ୍ରତିଶତ: ଅଲିଶା ହେଲେ ଜିଲା ଟପର

ଦେବଗଡ଼,୨।୫(ଶେଖର ଝାଙ୍କର): ଶନିବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ଦେବଗଡ଼ ଜିଲାରେ ପାସ ହାର ୯୬.୨୬ ପ୍ରତିଶତ ରହିଛି। ଚଳିତ ବର୍ଷ ୮୬ଟି ହାଇସ୍କୁଲର ୪୦୫୧…

ଲିଲି, କପିଳେଶ୍ୱର ଯୁଗ୍ମ ବ୍ଲକ ଟପ୍ପର୍‌

କର୍ଲାମୁଣ୍ଡା,୨ା୫(ପ୍ରଦୀପ କୁମାର ସାହୁ): ଶନିବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କଲାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେଶିଙ୍ଗା ନୋଡାଲ ହାଇସ୍କୁଲ ଛାତ୍ରୀ ଲିଲି ଗହୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri