ଶିକ୍ଷକ ବଦଳି ପ୍ରତିବାଦରେ ସ୍କୁଲରେ ତାଲା ପକାଇଲେ ଅଭିଭାବକ

ବଘିଆପଡ଼ା ୩୧।୧୦(ଶ୍ରୀକାନ୍ତ ସାହୁ): ବୌଦ୍ଧ ବ୍ଲକ ବ୍ରାହ୍ମଣୀପାଲି ପଞ୍ଚାୟତ ବିଜାପଦର୍‌ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ବଦଳି ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ସହ ଅଭିଭାବକମାନେ ଶୁକ୍ରବାର ସ୍କୁଲ ଫାଟକରେ ତାଲା ପକାଇ ଧାରଣାରେ ବସିଛନ୍ତି। ଏନେଇ ପାଠପଢା ଠପ୍‌ ହୋଇଯାଇଛି।

ମିଳିଥିବା ସୂଚନା ଅନୁଯାୟୀ ବିଜାପଦର୍‌ ସ୍କୁଲରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୧୨୫ ଜଣ ଛାତ୍ରୀଛାତ୍ର ପଢୁଥିବା ବେଳେ ମାତ୍ର ୫ଜଣ ଶିକ୍ଷକ ଅଛନ୍ତି। ସେମାନଙ୍କ ମଧ୍ୟରେ ଅରୁଣ କୁମାର ସାହୁ ନାମକ ଜଣେ ଶିକ୍ଷକଙ୍କୁ ଧାନବଳଶ ସ୍କୁଲକୁ ବିଇଓ କାର୍ଯ୍ୟାଳୟରୁ ବଦଳି କରାଯାଇଛି। ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଅଭିଭାବକମାନେ ସ୍କୁଲ ଫାଟକରେ ତାଲା ପକାଇ ଛାତ୍ରୀଛାତ୍ରଙ୍କ ସହ ଧାରଣାରେ ବସିଛନ୍ତି l ଶିକ୍ଷକଙ୍କ ବଦଳି ବାତିଲ କରା ନ ଗଲେ ଅର୍ନିଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଫାଟକରେ ତାଲା ପକାଇ ପ୍ରତିବାଦ ଜାରି ରହିବ ବୋଲି ଅଭିଭାବକମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

୩ୟ ବିଶ୍ୱଯୁଦ୍ଧ: ଯୁଦ୍ଧକୁ ଡେଇଁଲା ଚାଇନା! ବିଶ୍ୱରେ ଚହଳ…

ବେଜିଂ,୧୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଏକ ସାମ୍ପ୍ରତିକ ଆମେରିକାର ରିପୋର୍ଟ ଏକ ବଡ଼ ଖୁଲାସା କରିଛି। ରିପୋର୍ଟ ଅନୁଯାୟୀ, ଚାଇନା ଇରାନକୁ ସାମରିକ ଏବଂ ବୈଷୟିକ…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ…

ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri