ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ ଓ ଛାତ୍ରଛାତ୍ରୀ

ବାଲିଗୁଡ଼ା,୧୬।୮(ସଞ୍ଜୟ କୁମାର ପାଣିଗ୍ରାହୀ): ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ତାତିଲେ ଅଭିଭାବକ। ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଅଭିଭାବକ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ.ନୁଆଗାଁ ବ୍ଲକ୍ ଅନ୍ତର୍ଗତ ମହାସିଙ୍ଗି ପଞ୍ଚାୟତର ଗୁମାପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ।

ସୂଚନା ପ୍ରକାରେ ଗୁମାପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ୧୦୮ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଥିବା ବେଳେ ଅଛନ୍ତି ମାତ୍ର ଦୁଇ ଜଣ ଶିକ୍ଷକ । ସେହି ଦୁଇ ଜଣ ଶିକ୍ଷକ ମଧ୍ୟ ନିୟମିତ ଆସୁନଥିବା ଅଭିଯୋଗ ହୋଇଛି । ପ୍ରାୟ ଦୁଇ ବର୍ଷ ହେବ ବିଦ୍ୟାଳୟରେ ଏଭଳି ସମସ୍ୟା ଲାଗିରହିଥିବା ବେଳେ ଏନେଇ ବାରମ୍ବାର ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରାଜନ୍ତ ପାତ୍ର ଓ ଗ୍ରାମବାସୀ କ.ନୁଆଗାଁ ଗୋଷ୍ଠୀ ଶିକ୍ଷାଧିକାରୀ ଓ ବିଡ଼ିଓଙ୍କୁ ଜଣାଇଥିଲେ ମଧ୍ୟ ଏଯାବତ୍ କୌଣସି ସୁଫଳ ମିଳିଲା ନାହଁ । ଯାହା ଫଳରେ ପିଲାଙ୍କ ଭବିଷ୍ୟତ ଅନିଶ୍ଚିତତା ମଧ୍ୟରେ ଗତିକରୁଛି । ଏଣୁ ଶୁକ୍ରବାର ସକାଳୁ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଛୁ । ଯେପର୍ଯ୍ୟନ୍ତ ସ୍କୁଲରେ ଆବଶ୍ୟକ ଅନୁଯାୟୀ ଶିକ୍ଷକ ଦିଆନଯାଇଛି ସେପର୍ଯ୍ୟନ୍ତ ଆମେ ଏମିତି ଧାରଣାରେ ବସି ରହିବୁ ବୋଲି କହିଛନ୍ତି ଅଭିଭାବକ ଓ ଅଞ୍ଚଳବାସୀ ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୫ ଧୁରନ୍ଧର ଖେଳାଳିଙ୍କ ଏହା ଶେଷ IPL ସିଜିନ, ତାଲିକାରେ ଅଛନ୍ତି ଏମାନେ…

ନୂଆଦିଲ୍ଲୀ, ୧୮।୫: IPL ୨୦୨୬ ଅନେକ ପ୍ରମୁଖ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ। ପାଞ୍ଚଟି ଟ୍ରଫି ଜିତିଥିବା ପୂର୍ବତନ ଚେନ୍ନାଇ ସୁପର କିଙ୍ଗସ ଅଧିନାୟକ ଏମଏସ…

ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୫୪ଟି ବ୍ୟାଙ୍କ ଆକାଉଣ୍ଟ, ନଗଦ ୨୮ ଲକ୍ଷ, ଟଙ୍କା ବିପୁଳ ପରିମାଣର ଅଳଙ୍କାର ଜବତ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

SBIରେ ବାହାରିଲା ୮୦୦ରୁ ଅଧିକ ପଦବୀ ପାଇଁ ନିଯୁକ୍ତି: ଦରମା ୮୦,୦୦୦ ପର୍ଯ୍ୟନ୍ତ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ,୧୮।୫: ବ୍ୟାଙ୍କିଂ କ୍ଷେତ୍ରରେ ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଏକ ପ୍ରମୁଖ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। SBI ୮୨୧ଟି ଖାଲି…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri