Posted inଜାତୀୟ

କରୋନା ଯୋଗୁ ଗଲା ଚାକିରି, ୪ ମାସର ଶିଶୁକୁ ଏତିକି ଟଙ୍କାରେ ବିକି ଦେଲେ ପିତା

ଗୁଆହାଟୀ,୨୩।୭: କରୋନା ଅନେକ ଲୋକ ଚାକିରି ହରାଇଛନ୍ତି। ସାଧାରଣତଃ ଶ୍ରମିକ ଶ୍ରେଣୀର ଲୋକେ ବହୁ ଅସୁବିଧାର ସାମ୍ନାକ କରୁଛନ୍ତି। ଦିନକୁ ଦିଓଳି ଖାଦ୍ୟ ଯୋଗାଡ କରିବା ମଧ୍ୟ ସେମାନଙ୍କ ପାଇଁ ଅସମ୍ଭବ ହୋଇପଡୁଛି। ଆସାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କୋକରାଝରରେ ରହୁଥିବା ଜଣେ ଶ୍ରମିକ ଚାକିରି ହରାଇଛନ୍ତି। ପରିବାର ପୋଷିବା ପାଇଁ ସେ ତାଙ୍କର ୪ ମାସର ପିଲାକୁ ବିକ୍ରି କରିଥିଲେ। ଏବେ ପୋଲିସ ଶିଶୁକୁ ଉଦ୍ଧାର କରି ଅଭିଯୁକ୍ତକୁ ଗିରଫ କରିଛି।
ଆସାମର କୋକରାଝାରର ତୋତୁଲା ମାନ୍ଦାରିୟା ଗଁାରେ ଏହି ଘଟଣା ଘଟିଛି। ଏଠାରେ ରହୁଥିବା ଦୀପକ ବ୍ରହ୍ମା ଜଣେ ପ୍ରବାସୀ ଶ୍ରମିକ। ସେ ଲକ୍‌ଡାଉନ୍‌ ପୂର୍ବରୁ ଗୁଜରାଟରେ କାମ କରୁଥିଲେ। କିନ୍ତୁ ଲକ୍‌ଡାଉନ୍‌ ସମୟରେ ସେ ଚାକିରି ହରାଇଥିଲେ। ଦୀପକ ଗାଁକୁ ଫେରିଆସିଥିଲେ। ପାଖରେ ଯେତେ ଟଙ୍କା ଥିଲା ତାହା ଖର୍ଚ୍ଚ ହୋଇଯାଇଥିଲା। ଏହା ପରେ ପରିବାର ଚଳାଇବାରେ ଅସୁବିଧା ହୋଇଥିଲା। ଏଭଳି ପରିସ୍ଥିତିରେ ଦୀପକ ନିଜର ୪ ମାସର ଶିଶୁକୁ ୪୫୦୦୦ ଟଙ୍କାରେ ବିକ୍ରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ-ଭାଜପାକୁ ଗୋଟିଏ-ଗୋଟିଏ ଆସନ ମିଳିବା ସମ୍ଭାବନା

ଭୋପାଳ,୨୬।୨: ମଧ୍ୟପ୍ରଦେଶରେ ରାଜ୍ୟ ସଭା ପାଇଁ ୩ଟି ଆସନରେ ନିର୍ବାଚନ ହେବ। ନିର୍ବାଚନରେ କଂଗ୍ରେସ ଏବଂ ଭାଜପାକୁ ଗୋଟିଏ ଗୋଟିଏ ଆସନ ମିଳିବା ପ୍ରାୟ ନିଶ୍ଚିତ...

ନିର୍ଭୟା ମାମଲାରେ ଦୋଷୀଙ୍କୁ ଫାଶୀ: ଅକ୍ଷୟଙ୍କ ପୁନର୍ବିଚାର ଆବେଦନ ଖାରଜ; ଦାଖଲ ହେବ କ୍ୟୁରେଟିଭ୍‌ ପିଟିଶନ

ନୂଆଦିଲ୍ଲୀ,୧୮।୧୨: ନିର୍ଭୟା ମାମଲାରେ ୪ ଦୋଷୀଙ୍କ ମଧ୍ୟରୁ ଅକ୍ଷୟଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ପୁନର୍ବିଚାର ଆବେଦନ ଖାରଜ ହୋଇଯାଇଛି। ଫଳରେ ଏବେ ଫାଶୀ ଦଣ୍ଡାଦେଶ...

୧୩ ମିଲିମିଟର ଷ୍ଟାଚ୍ୟୁ ଅଫ୍‌ ୟୁନିଟ୍‌ ନିର୍ମାଣ କଲେ ୮ ବନ୍ଧୁ

ସୁରଟ,୧୦।୨: ସୁରଟରେ ୮ଜଣ ବନ୍ଧୁ ମିଳିତ ଭାବେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଷ୍ଟାଚ୍ୟ ଅଫ୍‌ ୟୁନିଟ୍‌ର ୧୩ ମିଲିମିଟର ଉଚ୍ଚତା ବିଶିଷ୍ଟ ଷ୍ଟାଚ୍ୟୁ ଅଫ୍‌...

ହଜାରେ ଟଙ୍କାରେ ମିଳିବ ଅକ୍ସଫୋର୍ଡ ଟିକା

ପୁଣେ,୩।୧୨: କରୋନା ଟିକା ମୂଲ୍ୟକୁ ନେଇ ଦୀର୍ଘ ଦିନରୁ ଆଲୋଚନା ହେଉଛି। ରବିବାର ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆର ସିଇଓ ଆଦର ପୁନାୱାଲା ଏହି ଟିକା...

ଦିଲ୍ଲୀ ହସ୍ପିଟାଲର ୩୧ କର୍ମଚାରୀଙ୍କୁ କରୋନା

ନୂଆଦିଲ୍ଲୀ,୨୬।୪(ପି.ଟି.): ଦିଲ୍ଲୀର ବାବୁ ଜଗଜ୍ଜୀବନ ରାମ ହସ୍ପିଟାଲରେ ୧୧ ଡାକ୍ତରଙ୍କ ସମେତ ୩୧ କର୍ମଚାରୀ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ଏଲ୍‌ଏନ୍‌ଜେପି...

ବ୍ରହ୍ମୋସର ସଫଳ ପରୀକ୍ଷଣ କଲା ସେନା

ନୂଆଦିଲ୍ଲୀ,୨୪ ।୧୧: ସୁପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ର ବ୍ରହ୍ମୋସର ଲ୍ୟାଣ୍ଡ ଆଟାକ ଭର୍ସନର ମଙ୍ଗଳବାର ଭାରତୀୟ ସେନା ସଫଳ ପରୀକ୍ଷଣ କରିଛି । ବିଶେଷ ସୂତ୍ରରୁ ମିଳିଥିବା...

ମମତାଙ୍କୁ ଅଙ୍ଗୁଳି ଉଠାଇଲା ସିବିଆଇ

ନୂଆଦିଲ୍ଲୀ, ୨୮।୧୨ (ଆଇଏଏନ୍‌ଏସ୍‌): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ଆଉ ଚାରିମାସ ବାକି ଥିବାବେଳେ ସାରଦା ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାରେ ସିବିଆଇର ନୂଆ ଖୁଲାସା ମମତା ବାନାର୍ଜୀ...

ରାହୁଲଙ୍କୁ ମାୟାବତୀଙ୍କ ସମାଲୋଚନା

ନୂଆଦିଲ୍ଲୀ, ୨୭ା୮: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଏସ୍‌ପି ସୁପ୍ରିମୋ ମାୟାବତୀ ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ତାଙ୍କ ସହ ଶ୍ରୀନଗର ଗସ୍ତରେ...

Play 250+ Trending Games
Archives

Model This Week

Why Dharitri