ପରୀ ହତ୍ୟାକାଣ୍ଡ ଘଟଣା: ମା’ ବାପାଙ୍କୁ ଆକ୍ରମଣ କରି ୧୪ ଗିରଫ

ନୟାଗଡ଼ ଅଫିସ,୨୬।୧୦: ନୟାଗଡ଼ ସଦର ଥାନା ଅଧୀନ ଯଦୁପୁର ଗାଁରେ ଘଟିଥିବା ପରୀ ହତ୍ୟାକାଣ୍ଡ ଧୀରେଧୀରେ ବିବାଦୀୟ ହୋଇଚାଲିଛି। ଏଭଳିସ୍ଥଳେ ମୃତ ପରୀଙ୍କ ମା’ ବାପାଙ୍କୁ ଆକ୍ରମଣ କରିଥିବା ୧୪ ଆକ୍ରମଣକାରୀ ଗିରଫ ହୋଇଛନ୍ତି। ନୟାଗଡ଼ ସଦର ଥାନା ପୋଲିସ ୧୨ ଓ ଟାଉନ ଥାନା ପୋଲସି ୨ ଜଣଙ୍କୁ ଗିରଫ କରିଛି । ପରୀ ହତ୍ୟାକାଣ୍ଡ ସମ୍ପର୍କରେ ଖେଳସାଥୀଙ୍କୁ ପଚାରିବାକୁ ନେଇ ପରୀଙ୍କ ବାପା ଅଶୋକ ସାହୁ ଓ ମା’ ସୌଦାମିନିଙ୍କୁ ଗତ ୨୧ ତାରିଖରେ ଘରେ ଓ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଲୟରେ କିଛିଲୋକ ଆକ୍ରମଣ କରିଥିଲେ।
ସୂଚନାଯୋଗ୍ୟ, ପ୍ରାୟ ୪ ମାସ ତଳେ ପରୀ(୫)ଙ୍କୁ ଅପହରଣ କରାଯାଇ ହତ୍ୟା କରାଯାଇଥିଲା। ଏହି ଘଟଣାରେ ଏଯାବତ୍‌ ହତ୍ୟାକାରୀଙ୍କୁ ପୋଲିସ ଚିହ୍ନଟ କରିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ପ୍ରତିଷ୍ଠା ହେବ କୋଭିଡ୍‌-୧୯ ହସ୍‌ପିଟାଲ: ବୁଝାମଣାପତ୍ର ସ୍ବାକ୍ଷରିତ

କେନ୍ଦୁଝର, ୭ା୪(ଡି.ଏନ୍‌.ଏ.)-କେନ୍ଦୁଝରଠାରେ ପ୍ରତିଷ୍ଠା ହେବ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ୍‌-୧୯ ହସ୍‌ପିଟାଲ। ଏ ସମ୍ପର୍କରେ ସୋମବାର ଅପରାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଦରବାର ହଲ୍‌ଠାରେ କେନ୍ଦୁଝର ଜିଲା...

ମୁକୁଳା ପଡ଼ିଛି ଆଡ଼ିବନ୍ଧ

ଭଦ୍ରକ ଅଫିସ, ୧୮।୬ – ପ୍ରତିବର୍ଷ ବର୍ଷାଋତୁ ଆସିଲେ ଚିନ୍ତା ବଢ଼େ। ପ୍ରଶାସନ ପକ୍ଷରୁ ବର୍ଷାକୁ ଆଖି ଆଗରେ ରଖି ବିଭିନ୍ନ ନଦୀବନ୍ଧ, ଆଡିବନ୍ଧକୁ ସୁଦୃଢ଼...

ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ

ଭଦ୍ରକ ଅଫିସ, ୧୫ା୪: ଭଦ୍ରକ ଜିଲାରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ପୁରୁଣାବଜାର ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ ଭାବେ...

କ୍ୟାନସର ପୀଡିତ ସାଇରାଜଙ୍କ ଚିକିତ୍ସା ପାଇଁ ଅର୍ଥ ବାଧକ

ସୋନପୁର,୨୮।୩(ନି.ପ୍ର.) – ସୁବର୍ଣ୍ଣପୁର ଜିଲା ସଦର ବ୍ଲକ କେନ୍ଦୁମୁଣ୍ଡା ଗାଁର ଅନିମା ଓ ସହଦେବ ଦୀପଙ୍କ ୪ ବର୍ଷର ପୁଅ ସାଇରାଜ। ପୁଅ ଜନ୍ମ ନେଲା...

କର୍ଲାମୁଣ୍ଡାରେ ୭୧ ତମ ସାଧାରଣତନ୍ତ୍ର ଦିବସ

କର୍ଲାମୁଣ୍ଡା,୨୬।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ହସ୍ପିଟାଲ ପଡ଼ିଆଠାରେ କର୍ଲାମୁଣ୍ଡା ସଦର ପଞ୍ଚାୟତ ପକ୍ଷରୁ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି।...

୨୧ରୁ ୟୁଜି ପ୍ରଥମ ସେମିଷ୍ଟର ପରୀକ୍ଷା

କଟକ ଅଫିସ,୪ା୧୦: ଆସନ୍ତା ୨୧ ତାରିଖରୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ସ୍ନାତକ(ୟୁଜି) ପ୍ରଥମ ସେମିଷ୍ଟର ପରୀକ୍ଷା ଆରମ୍ଭ ହେବ। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।...

ଗିରଫ ହେଲେ ଚିଟଫଣ୍ଡ ସଂସ୍ଥାର ମାଲିକ

ବ୍ରହ୍ମପୁର ଅଫିସ,୧୧ା୨: ଟାଉନ ଥାନା ପୋଲିସ ୱାରେଣ୍ଟ ବଳରେ ଏକ ଚିଟଫଣ୍ଡ ସଂସ୍ଥାର ମାଲିକଙ୍କୁ ଗିରଫ କରିଛି। ସେ ହେଲେ ଗ୍ରୀନ୍‌ ଇଣ୍ଡିଆ ଚିଟଫଣ୍ଡ ସଂସ୍ଥାର...

ବର୍ଷାଜଳ ନିଷ୍କାସନ ନ ହେବା ନେଇ ଉଦ୍‌ବେଗ : କଂଗ୍ରେସ ପକ୍ଷରୁ ଆନ୍ଦୋଳନ ଧମକ

ହିଞ୍ଜିଳିକାଟୁ,୨୮।୯(ଡି.ଏନ୍‌.ଏ.): ଚଳିତବର୍ଷ ବିଭିନ୍ନ ସମୟରେ ପ୍ରବଳ ବର୍ଷା ହୋଇଥିବା ବେଳେ ନଦୀରେ ସଠିକ୍‌ ଭାବରେ ଜଳ ନିଷ୍କାସନ ହୋଇ ନ ପାରିବାରୁ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ...

Advertisement
Archives

Model This Week