ପରୀ ହତ୍ୟା ମାମଲା: ହାଇକୋର୍ଟରେ ସତ୍ୟପାଠ ଦାଖଲ

କଟକ ଅଫିସ, ୧୬।୧୨: ନୟାଗଡ଼ ଜିଲାର କୁନି ଝିଅ ପରୀ ହତ୍ୟା ଘଟଣାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଏସ୍‌ଆଇଟି ବୁଧବାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛି। ପରୀ ମୃତ୍ୟୁ ମାମଲା କେତେ ବାଟ ଆଗେଇଛି, ତା’ର ଷ୍ଟାଟସ ରିପୋର୍ଟ ଦାଖଲ କରାଯାଇଛି। ଏକ ବନ୍ଦ ଲଫାପା ଭିତରେ ସତ୍ୟପାଠ ଦାଖଲ କରାଯାଇଛି। ଆସନ୍ତା ୨୪ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ସୂଚନାଯୋଗ୍ୟ, ୪ ମାସ ତଳେ ୫ ବର୍ଷର ଝିଅ ପରୀକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। କିନ୍ତୁ ହତ୍ୟାକାରୀ ଧରା ନ ପଡିବାରୁ କିଛିଦିନ ତଳେ ବିଧାନସଭା ଆଗରେ ପରୀର ବାପା-ମା ଆତ୍ମାହୁତି ଉଦ୍ୟମ କରିଥିଲେ। ଯାହା ପରେ ପରୀ ଘଟଣା ସାମ୍ନାକୁ ଆସିଥିଲା। ପରୀର ବାପା-ମା’ ମନ୍ତ୍ରୀ ଅରୁଣ ସାହୁ ଓ ତାଙ୍କ ସହଯୋଗୀ ବାବୁଲିକୁ ଏଥିପାଇଁ ଦାୟୀ କରିଥିଲେ। ମାମଲା ଜୋର୍‌ ଧରିବା ପରେ ମୁଖ୍ୟମନ୍ତ୍ରୀ ଶେଷରେ କ୍ରାଇମବ୍ରାଞ୍ଚ SIT ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ପ୍ରମୁଖ ବସ୍‌ଷ୍ଟାଣ୍ଡକୁ ବିମାନବନ୍ଦର ଭଳି ଉନ୍ନତ କରାଯିବ: ମନ୍ତ୍ରୀ

ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟର ସମସ୍ତ ବସ୍‌ଷ୍ଟାଣ୍ଡଗୁଡ଼ିକର ଉନ୍ନତୀକରଣ କରାଯିବ। ଏପରିକି ପ୍ରମୁଖ ବସ୍‌ଷ୍ଟାଣ୍ଡଗୁଡ଼ିକୁ ବିମାନ ବନ୍ଦର ଭଳି ଉନ୍ନତ କରାଯିବ। ବସ୍‌ଷ୍ଟାଣ୍ଡରେ ଶପିଂମଲ ଓ ମଲ୍ଟି ପ୍ଲେକ୍ସ...

ଝିଅର ଏକୋଇଶିଆ ଦିନ ମା’ଙ୍କ ମୃତ୍ୟୁ

ଅନୁଗୋଳ ଅଫିସ, ୮।୬ – ଝିଅର ଏକୋଇଶିଆ ପାଳନ ପୂର୍ବରୁ ମା’ଙ୍କ ଜୀବନ ଯିବା ଘଟଣା ଶୁକ୍ରବାର ଚର୍ଚ୍ଚାର ବିଷୟ ହୋଇଛି। ଘଟଣା ଘଟିଛି ଢେଙ୍କାନାଳ...

ବାଣିଜ୍ୟ କର ଓ ଜିଏସ୍‌ଟି ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଯାଜପୁର ଅଫିସ,୮ା୮: ବାଣିଜ୍ୟ କର ଓ ଜିଏସଟି,କଟକର ଅତିରିକ୍ତ କମିଶନର ପୀୟୁଷ ପାଣିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ସୋମବାର ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି...

ପ୍ରମିଳାଙ୍କ ବିରୋଧରେ ମାନହାନି ମାମଲା କରିବି: ଜୟନାରାୟଣ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କ ବିରୋଧରେ ମାନହାନି ମାମଲା ରୁଜୁ କରିବାକୁ ଚେତାବନୀ ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା...

କରୋନା ଭାଇରସ୍‌ ସମ୍ପର୍କରେ ଛାତ୍ରୀଛାତ୍ରଙ୍କୁ ସଚେତନ ରହିବାକୁ ପରାମର୍ଶ

ସିଂହପୁର,୧୪।୩(ଡି.ଏନ୍‌.ଏ.): ଯାଜପୁର ଜିଲା ସିଂହପୁର ନିକଟବର୍ତ୍ତୀ ଅଙ୍ଗାଳୋ ଲଛମନ ବାଲାଜୀୟୁ ସ୍ନାତକ ମହାବିଦ୍ୟାଳୟ ପରିସରରେ କରୋନା ସଂକ୍ରମଣର ମୁକାବିଲା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଶନିବାର...

ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ

ଚୌଦାର ,୧୬।୬(ଡ଼ି.ଏନ.ଏ):- ୧୬ନଂ ଜାତୀୟ ରାଜପଥ ମଙ୍ଗୁଳି ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ...

ଗଛରେ ପିଟିହେଲା ମିକ୍ସର ମେଶିନ, ଯନ୍ତ୍ରୀ ମୃତ

ତୁମୁଡ଼ିବନ୍ଧ,୩୦।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧର ଡଡ଼ଙ୍ଗ ନିକଟରେ ସୋମବାର ବିଳମ୍ବିତ ରାତିରେ ମିକ୍ସର ମେଶିନ ଗାଡ଼ି ଗଛରେ ପିଟି ହେବାରୁ ଜଣଙ୍କର ମୃତ୍ୟୁ ଘଟିଛି। ସେ...

ଦଣ୍ଡନାଚ ରେକର୍ଡ ଡାନ୍ସବେଳେ ଗୋଷ୍ଠୀସଂଘର୍ଷ: ୧୦ ଆହତ

ଭଞ୍ଜନଗର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁ ମହୁଲିଆରେ ରବିବାର ବିଳମ୍ବିତ ରାତିରେ ଦଣ୍ଡନାଚରେ ରେକର୍ଡ ଡାନ୍ସ ଚାଲିଥିବା ବେଳେ ୨ ଗୋଷ୍ଠୀ ମଧ୍ୟରେ...

Advertisement
Archives

Model This Week