ପରୀ ହତ୍ୟା ମାମଲା: ହାଇକୋର୍ଟରେ ସତ୍ୟପାଠ ଦାଖଲ

କଟକ ଅଫିସ, ୧୬।୧୨: ନୟାଗଡ଼ ଜିଲାର କୁନି ଝିଅ ପରୀ ହତ୍ୟା ଘଟଣାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଏସ୍‌ଆଇଟି ବୁଧବାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛି। ପରୀ ମୃତ୍ୟୁ ମାମଲା କେତେ ବାଟ ଆଗେଇଛି, ତା’ର ଷ୍ଟାଟସ ରିପୋର୍ଟ ଦାଖଲ କରାଯାଇଛି। ଏକ ବନ୍ଦ ଲଫାପା ଭିତରେ ସତ୍ୟପାଠ ଦାଖଲ କରାଯାଇଛି। ଆସନ୍ତା ୨୪ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ସୂଚନାଯୋଗ୍ୟ, ୪ ମାସ ତଳେ ୫ ବର୍ଷର ଝିଅ ପରୀକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। କିନ୍ତୁ ହତ୍ୟାକାରୀ ଧରା ନ ପଡିବାରୁ କିଛିଦିନ ତଳେ ବିଧାନସଭା ଆଗରେ ପରୀର ବାପା-ମା ଆତ୍ମାହୁତି ଉଦ୍ୟମ କରିଥିଲେ। ଯାହା ପରେ ପରୀ ଘଟଣା ସାମ୍ନାକୁ ଆସିଥିଲା। ପରୀର ବାପା-ମା’ ମନ୍ତ୍ରୀ ଅରୁଣ ସାହୁ ଓ ତାଙ୍କ ସହଯୋଗୀ ବାବୁଲିକୁ ଏଥିପାଇଁ ଦାୟୀ କରିଥିଲେ। ମାମଲା ଜୋର୍‌ ଧରିବା ପରେ ମୁଖ୍ୟମନ୍ତ୍ରୀ ଶେଷରେ କ୍ରାଇମବ୍ରାଞ୍ଚ SIT ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାରସ୍ବତ ସମ୍ମାନରେ ସମ୍ମାନିତ ହେଲେ କବି ହୁସେନ୍‌ ରବି ଗାନ୍ଧୀ

ଛତ୍ରପୁର,୧୬ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ସଂସ୍କୃତି ଭବନ ପାଠାଗାରରେ ରବିବାର ଓଡ଼ିଶା ସାହିତ୍ୟ ସଂସ୍କୃତି ବିକାଶ ପ୍ରତିଷ୍ଠାନ ପକ୍ଷରୁ କବି ଡ. ହୁସନେ୍‌...

ସରକାରୀ ଜମି ହାତେଇ ନେବାକୁ ମସୁଧା: ଗ୍ରାମବାସୀ ତହସିଲଦାରଙ୍କ ଦ୍ୱାରସ୍ଥ

ପରଜଙ୍ଗ, ୨୬।୧୦(ଡି.ଏନ.ଏ.) – ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତ ଭେଜିଆ ୪ନଂ. କଲୋନୀ ନିକଟବର୍ତ୍ତୀ ସରକାରୀ ଜମିକୁ ଚଞ୍ଚକତା କରି ପଟ୍ଟା କରାଇ ନେବାକୁ ମସୁଧା...

ଶପଥ ନେଲେ ନୂଆ ବିଧାୟକ: କାମଚଳା ବାଚସ୍ପତି ଶପଥପାଠ କରାଇଲେ

ଭୁବନେଶ୍ୱର,୩୦ା୫(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ମନ୍ତ୍ରୀ ମଣ୍ଡଳର ସଦସ୍ୟମାନେ ବୁଧବାର ଶପଥ ନେବା ପରେ ଗୁରୁବାର ନବନିର୍ବାଚିତ ବିଧାୟକମାନେ ଶପଥ ନେଇଛନ୍ତି। କାମଚଳା ବାଚସ୍ପତି...

ଲାଠିପଡ଼ା ମଡେଲ ଡିଗ୍ରୀ କଲେଜରେ ଅବ୍ୟବସ୍ଥା: ପ୍ରତିବାଦରେ ଛାତ୍ରମାନଙ୍କ ଧାରଣା

ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ଜିଲା ସଦର ବ୍ଲକ ଲାଠିପଡ଼ାସ୍ଥିତ ଜିଲାର ଏକମାତ୍ର ସରକାରୀ ମଡେଲ ଡିଗ୍ରୀ କଲେଜରେ ଲାଗି ରହିଛି ଅବ୍ୟବସ୍ଥା। ବିଭିନ୍ନ ସମୟରେ ଏ...

ଗୁଡିପଦା ଅଞ୍ଚଳରେ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଆଣି ତଦନ୍ତ କଲା ପୋଲିସ

ବାଲେଶ୍ୱର ଅଫିସ, ୨୦।୧୨-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଗୁଡ଼ିପଦା ଅଞ୍ଚଳରେ ରହୁଥିବା ବଢ଼ା ମାରାଣ୍ଡି (୪୮)ଙ୍କୁ ତାଙ୍କ ରକ୍ଷିତା ସୀତା ହେମ୍ବ୍ରମ (୪୩) ବୁଧବାର ଭୋର୍‌...

ବିଜୁ, ବିକାଶ ଭବନରେ ନିୟମକୁ ଫୁ: ଅଧିକାରୀଙ୍କ ଆଗରେ ଭାଙ୍ଗୁଛି କରୋନା ନିୟମ

କଟକ ଅଫିସ,୨୩।୮: କଟକ ସହରରେ ପ୍ରତିଦିନ ଶହ ଶହ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। କଟକ ମହାନଗର ନିଗମ (ସିଏମ୍‌ସି) ସହରରେ କରୋନା ନିୟନ୍ତ୍ରଣ ଓ...

ଫାଇଲ ପ୍ରୋସେସିଂ ପାଇଁ ଲାଞ୍ଚ:  ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣି

ବ୍ରହ୍ମପୁର ଅଫିସ/ମୋହନା, ୧୯ା୯(ଡି.ଏନ୍‌.ଏ.)-ଗଜପତି ଜିଲା ମୋହନା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ଜିତେନ୍ଦ୍ର ନାଥ ନାୟକ ୩ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ...

ବରଗଡ଼ରୁ ୧୧ କରୋନା ପଜିଟିଭ ଚିହ୍ନଟ: ଅଛନ୍ତି ୨ ସେନା କର୍ମଚାରୀ, ଗର୍ଭବତୀ

ବରଗଡ଼ ଅଫିସ, ୧୭।୬: ବରଗଡ଼ ଜିଲାରୁ ବୁଧବାର ପୁଣି ୧୧ ନୂଆ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଭଟଲି ବ୍ଲକ...

Advertisement


Archives

Model This Week