ପରୀ ହତ୍ୟା ମାମଲା: ନୟାଗଡ଼ ଜିଲାପାଳ ଓ ଏସ୍‌ପିଙ୍କୁ ସମନ

ଭୁବନେଶ୍ୱର,୪।୧୨(ବ୍ୟୁରୋ)-ନୟାଗଡ଼ ବହୁ ଚର୍ଚ୍ଚିତ ଶିଶୁକନ୍ୟା ପରୀ ହତ୍ୟା ମାମଲାରେ ନୟାଗଡ଼ ଜିଲାପାଳ ଓ ଏସପିଙ୍କୁ ସମନ କରିଛି ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (NCPCR)। ଉଭୟଙ୍କୁ ବ୍ୟକ୍ତିଗତ ହାଜିରା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ NCPCR ଅଧ୍ୟକ୍ଷ ପ୍ରିୟଙ୍କ କାନୁନଗୋ ଟୁଇଟ କରି ସୂଚନା ଦେଇଛନ୍ତି।