ଗାଁ ଦାଣ୍ଡରେ ପରିବା ବିକାଳିଙ୍କୁ ହତ୍ୟା

ଠାକୁରମୁଣ୍ଡା,୩୦।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ସାତକୋଶିଆ ପଞ୍ଚାୟତ ପ୍ରଧାନସାହି ଗାଁ ରାସ୍ତାରେ ଗୁରୁବାର ରାତିରେ ଜଣେ ପରିବା ବିକାଳିଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିବା ଜଣାପଡ଼ିଛି। ମୃତକ ହେଲେ ପ୍ରଧାନସାହିର ବାଘ ମହାନ୍ତି। ଘଟଣାସ୍ଥଳରୁ ହତ୍ୟାକାଣ୍ଡରେ ବ୍ୟବହୃତ ଏକ ରକ୍ତଭିଜା ଛୁରି, ବାଘଙ୍କ ଲୁନା ମୋଟର ସାଇକେଲ ସହ ପରିବା ବିକ୍ରିର କିଲଦଣ୍ଡି ପଡି ରହିଛି।
ଖବର ପାଇ ମହୁଲଡ଼ିହା ଥାନା ପୋଲିସ ଓ କରଞ୍ଜିଆ ପୋଲିସ ଏସ୍‌ଡିପିଓ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଏନେଇ ମହୁଲଡ଼ିହା ଥାନାରେ ଏକ ହତ୍ୟା ମାମଲା (ନଂ.୫୧/୨୦୨୨) ରୁଜୁ ହୋଇଛି। ହତ୍ୟାକାଣ୍ଡର କାରଣ ଜଣାପଡି ନାହିଁ। ପରିବା ବିକ୍ରି କରିବାକୁ ବାଘ ଗୁରୁବାର ସାତକୋଶିଆ ସାପ୍ତାହିକ ହାଟକୁ ଯାଇଥିଲେ। ରାତିରେ ଘରକୁ ଫେରୁଥିବା ବେଳେ କେକେତ ଦୁର୍ବୁତ୍ତ ତାଙ୍କୁ ଛୁରି ଭୁସି ହତ୍ୟା କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ମଧ୍ୟାହ୍ନଭୋଜନ ରୋଷେଇ

ବନ୍ତ, ୬।୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକର ଅଧିକାଂଶ ସ୍କୁଲରେ ରୋଷେଇ ଘର ନ ଥିବାବେଳେ ଆଉ କେତେକ ସ୍କୁଲରେ ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ଫଳରେ...

ନୂଆଗାଁ ବ୍ଲକରେ ସ୍ବଚ୍ଛ ଭାରତ ମିଶନରେ ପାଇଖାନା ନିର୍ମାଣ : ନିମ୍ନମାନର କାମ କରି ଟଙ୍କା ହଡ଼ପ ଉଦ୍ୟମ

ନୂଆଗାଁ,୯ା୯ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ସ୍ବଚ୍ଛ ଭାରତ ମିଶନ (ଗ୍ରାମୀଣ) ମାଧ୍ୟମରେ ପ୍ରତି ପରିବାରକୁ ଘରୋଇ ପାଇଖାନା ଯୋଗାଇ ଦିଆଯାଉଛି। ହେଲେ ଅନେକ...

ରୋଗୀଙ୍କ ପର୍ସ, ମୋବାଇଲ୍‌, ଫେରାଇ ଆମ୍ବୁଲାନ୍ସ କର୍ମଚାରୀ ପ୍ରଶଂସିତ

ଭୁବନେଶ୍ୱର,୧୬।୩(ବ୍ୟୁରୋ)କେତେଜଣ ଲୋକ ଅଛନ୍ତି, ଯେଉଁମାନେ ମାନବିକତାକୁ ସର୍ବାଗ୍ରେ ରଖିଥାନ୍ତି। ଏକ ୧୦୮ ଆମ୍ବୁଲାନ୍ସର ୩ଜଣ କର୍ମଚାରୀ ମଧ୍ୟ ମାନବିକତା ଦେଖାଇ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି।...

ନଦୀକୁ ଗାଧୋଇବାକୁ ଯାଇ ଦାଦା-ପୁତୁରା ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଝାରସୁଗୁଡ଼ା ଅଫିସ,୮।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଅଞ୍ଚଳରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଇବ୍‌ ନଦୀକୁ ଗାଧୋଇବାକୁ ଯାଇ ଦାଦା ପୁତୁରା ନିଖୋଜ...

ଆର୍ମି ଏୟାର୍‌ ଡିଫେନ୍ସ କଲେଜକୁ ମିଳିବ ପ୍ରେସିଡେଣ୍ଟ୍‌ସ କଲର୍ସ ଆୱାର୍ଡ଼

ବ୍ରହ୍ମପୁର ଅଫିସ୍‌,୨୦ା୯- ଯୁଦ୍ଧ ଏବଂ ଶାନ୍ତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗୋଳାବନ୍ଧସ୍ଥିତ ଆର୍ମି ଏୟାର୍‌ ଡିଫେନ୍ସ କଲେଜକୁ ମିଳିବ ପ୍ରେସିଡେଣ୍ଟ୍‌ସ କଲର୍ସ ଆୱାର୍ଡ଼ ।...

ଗଞ୍ଜାମ ଜିଲା ପ୍ରଶାସନର ଚେତାବନୀ: କୋଭିଡ-୧୯ ନିୟମ ନ ମାନିଲେ ସିଲ୍‌ ହେବ ଦୋକାନ

ଗଞ୍ଜାମ,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ଯୋଗୁ ଚିନ୍ତାରେ ଜିଲା ପ୍ରଶାସନ। ଏହିପାଇଁ ରେଶମ ସହର ବ୍ରହ୍ମପୁର ଓ...

ତୈଳ ଉତ୍ତୋଳନ ପାଇଁ ପୋଖରୀ ଖନନ

ଗୋପ,୧୯ା୯(ଡି.ଏନ୍‌.ଏ.):ପୁରୀ ଜିଲା ଗୋପ ବ୍ଲକର ଦୁଇଟି ପଞ୍ଚାୟତରେ ପେଟ୍ରୋଲ, ଡିଜେଲ ଉତ୍ତୋଳନକୁ ନେଇ ଅଏଲ ଇଣ୍ତିଆ କମ୍ପାନୀ ପକ୍ଷରୁ ପ୍ରଥମ ପର୍ଯାୟ କାର୍ଯ୍ୟ ଆରମ୍ଭ ହୋଇଛି।...

୧୮ରୁ ଏମ୍‌.ଫିଲ, ପିଏଚ୍‌.ଡି ପ୍ରଥମ ସେମିଷ୍ଟର ପରୀକ୍ଷା

କଟକ ଅଫିସ,୫।୬- ଆସନ୍ତା ୧୮ ତାରିଖରୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଏମ୍‌.ଫିଲ ଓ ପିିଏଚ୍‌.ଡି ଛାତ୍ରୀଛାତ୍ରଙ୍କ ପ୍ରଥମ ସେମିଷ୍ଟର ପରୀକ୍ଷା ଆରମ୍ଭ ହେବ। ଏନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ...

Advertisement
Archives

Model This Week