ବିବାହ ଫଟୋ ଶେୟାର କଲେ ରାଗନୀତି

ଅଭିନେତ୍ରୀ ପରିଣୀତି ଚୋପ୍ରା ଏବଂ ରାଘବ ଚଢା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। କରିଥିଲେ। ପ୍ରଶଂସକମାନେ ରାଗନୀତିଙ୍କ ବିବାହ ଫଟୋକୁ ଉତ୍ସାହର ସହିତ ଅପେକ୍ଷା କରିଥିଲେ। ସୋମବାର ସକାଳେ ଏହି ନବ ବିବାହିତ ଦମ୍ପତି ଶେଷରେ ସେମାନଙ୍କର ଡ୍ରିମ୍‌ ଓ୍ବେଡିଂର ପ୍ରଥମ ଫଟୋ ଶେୟାର କରିଥିଲେ। ପରିଣୀତି ମନୀଷ ମାଲହୋତ୍ରାଙ୍କ ଦ୍ୱାରା ଏକ ସୁନ୍ଦର ବେଜ୍‌ ରଙ୍ଗର ଲେହେଙ୍ଗା ପିନ୍ଧିଥିଲେ। ଏହା ସହ ଏକ ସୁନ୍ଦର ହୀରା ହାର ପିନ୍ଧିଥିଲେ। ସ୍ବାମୀ ରାଘବଙ୍କ ନାଁ ଥିବା ଏକ କଷ୍ଟୋମାଇଜଡ ଓଢଣୀ ପକାଇଥିଲେ।
ରାଘବ ଫ୍ୟାଶନ ଡିଜାଇନର୍‌ ପୱନ ସଚ୍ଚଦେବଙ୍କ ଦ୍ୱାରା ପରିକଳ୍ପିତ ଧଳା ଶେରୱାନି ପିନ୍ଧିଥିଲେ। ସେ ଏକ ସୁନ୍ଦର ମଲ୍ଟିଲାୟର ମୋତି ହାର ଏବଂ ମୁଦି ସହ ଏକ ବେଜ ରଙ୍ଗର ପଗଡି ପିନ୍ଧିଥିଲେ।

 

View this post on Instagram

 

A post shared by @parineetichopra


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri