ମା’ ହେଲେ ପରିଣୀତି ଚୋପ୍ରା, ଖୁସି ଖବର ଜଣାଇଲେ ରାଘବ ଚଢ଼ା

ମୁମ୍ବାଇ,୧୯ା୧: ଅଭିନେତ୍ରୀ ପରିଣୀତି ଚୋପ୍ରା ଓ ରାଜନେତା ରାଘବ ଚଢ଼ାଙ୍କ ଘରେ ପୁଅ ଜନ୍ମ ହୋଇଛି। ରାଘବ ଇଂଷ୍ଟାଗ୍ରାମରେ ଏହି ଖୁସି ଖବର ସେୟାର କରି ଲେଖିଛନ୍ତି, “ମୋ ପୁଅ ଆସିଛି। ଆମ କୋଳ ଓ ହୃଦୟ ଭରି ଗଲା। ପ୍ରଥମେ ଆମେ ଦୁହେଁ ଥିଲୁ, ଏବେ ଆମେ ପୂର୍ଣ୍ଣ ହେଲୁ।” ଏହି ପୋଷ୍ଟକୁ ଅନେକ ଲୋକ ଲାଇକ କରିଛନ୍ତି। ଅଭିନେତ୍ରୀ ଅନନ୍ୟା ପାଣ୍ଡେ ଓ ହୁମା କୁରେଶୀ ହୃଦୟ ଇମୋଜି ଦେଇ ଶୁଭେଚ୍ଛା ଜଣାଇଛନ୍ତି। କ୍ରିତି ସାନନ ଓ ଭୋଜପୁରୀ ଅଭିନେତ୍ରୀ ମୋନାଲିସା ମଧ୍ୟ ଶୁଭକାମନା ଦେଇଛନ୍ତି।

ଚଳିତ ବର୍ଷ ଅଗଷ୍ଟରେ ପରିଣୀତି ଓ ରାଘବ ଇଂଷ୍ଟାଗ୍ରାମରେ ଘୋଷଣା କରିଥିଲେ ଯେ ସେମାନେ ପ୍ରଥମ ସନ୍ତାନର ଅପେକ୍ଷା କରୁଛନ୍ତି। ସେମାନେ ଏକ କେକର ଫଟୋ ସେୟାର କରି ଲେଖିଥିଲେ, “ଆମର ଛୋଟ ଶିଶୁ ଆସୁଛି। ଆଶୀର୍ବାଦ ଦିଅ।” ପରିଣୀତି ଓ ରାଘବ ୨୦୨୩ ମେ’ ମାସରେ ଦିଲ୍ଲୀରେ ବାଗଦାନ କରିଥିଲେ ଓ ସେପ୍ଟେମ୍ବରରେ ରାଜସ୍ଥାନର ଉଦୟପୁରରେ ବିବାହ କରିଥିଲେ। ଅଗଷ୍ଟରେ ‘ଦ ଗ୍ରେଟ୍‌ ଇଣ୍ଡିଆନ କପିଲ ଶୋ’ରେ ରାଘବ ସୂଚନା ଦେଇଥିଲେ ଯେ ସେମାନେ ଖୁବ୍‌ ଶୀଘ୍ର ବାପା-ମା’ ହେବେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri