ସ୍ୱାମୀଙ୍କୁ ଛାଡ଼ି ମାଳଦ୍ଵୀପରେ ପହଁଚିଲେ ପରିଣୀତି ଚୋପ୍ରା, ଏହି ଖାସ ବ୍ୟକ୍ତି ଉଠାଇଲେ ଫଟୋ

ମାଳଦ୍ଵୀପ,୧୬।୧୦:(୧୦) ନିକଟରେ ବିବାହ କରିଥିବା ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ଏବେ ଖୁବ ଚର୍ଚ୍ଚାରେ। ବିବାହ ପରେ ପରିଣୀତି ସ୍ୱାମୀଙ୍କୁ ଛାଡ଼ି ଏବେ ମାଳଦ୍ଵୀପରେ ଛୁଟି କାଟିବାକୁ ପହଞ୍ଚିଛନ୍ତି। ଏହି ସମୟର ଏକ ଫଟୋ ପରିଣୀତି ଇନଷ୍ଟାଗ୍ରାମ ଷ୍ଟୋରୀରେ ପୋଷ୍ଟ କରି ଏହା ସ୍ପଷ୍ଟ କରିଦେଇଥିଲେ କି ସେ ଝିଅ ମାନଙ୍କର ଏହି ଟ୍ରିପ୍ ମଜା କରୁଛନ୍ତି।

ଏହି ଫଟୋରେ ପରିଣୀତି ଏକ କଳା ରଙ୍ଗର ସୁଇମିଙ୍ଗ ସୁଟରେ ନଜର ଆସିଛନ୍ତି। ଏହା ସହିତ ପରିଣୀତି ତାଙ୍କର ଚୁଡ଼ିକୁ ମଧ୍ୟ ଦେଖାଇଛନ୍ତି ଏବଂ କ୍ୟାପିସନରେ ଲେଖିଛନ୍ତି, ‘ହନୀମୂନରେ ନୁହେଁ, ଫଟୋ ନଣଦ ଉଠାଇଛନ୍ତି।’ ଏଥିରୁ ଏହା ସ୍ପଷ୍ଟ ହୋଇଯାଉଛି ଯେ, ତାଙ୍କ ସହିତ ରାଘବ ଛଡ୍ଡାଙ୍କ ଭଉଣୀଙ୍କ ସହିତ ପରିଣୀତି ଛୁଟି କଟାଉଛନ୍ତି। କହିରଖୁ ଯେ ରାଘବ ଛଡ୍ଡାଙ୍କ ଭଉଣୀ ମଧ୍ୟ ତାଙ୍କପରି ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଅଟନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ସ୍ବୟଂବର କରିଥିଲେ ରାଖୀ ସାୱନ୍ତ? ଖୋଲିଦେଲେ ଅସଲ କାରଣ, କହିଲେ-ବିବାହ ପାଇଁ ନୁହେଁ ବରଂ…

ମୁମ୍ବାଇ: ବଲିଉଡର ‘ଡ୍ରାମା କ୍ୱିନ’ ଭାବେ ପରିଚିତ ରାଖୀ ସାୱନ୍ତ ପୁଣିଥରେ ଚର୍ଚ୍ଚାରେ। ୨୦୦୯ରେ ତାଙ୍କ ସ୍ବୟଂବର ରିଆଲିଟି ଶୋ’ ଟେଲିଭିଜନରେ ଖୁବ ଚର୍ଚ୍ଚିତ ହୋଇଥିଲା। ସେତେବେଳେ…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ତୁମ ପରି କେହି ନାହିଁ…ଇମୋଶନାଲ ହେଲେ ଅକ୍ଷୟ କୁମାର

ପ୍ରବୀଣ ହାସ୍ୟ ଅଭିନେତା ଏବଂ ଅଭିନେତା ଅସରାନି ଆଉ ନାହାନ୍ତି ସେ ତାଙ୍କ ଚଳଚ୍ଚିତ୍ର ଏବଂ ଚମତ୍କାର ଅଭିନୟ ମାଧ୍ୟମରେ ସର୍ବଦା ଦର୍ଶକଙ୍କ ହୃଦୟରେ ଜୀବିତ ରହିବେ।…

ପିଠି କୁଣ୍ଡାଇ ମାସକୁ ରୋଜଗାର ୧୪ ଲକ୍ଷ, ମାର୍କେଟରେ ମିଳୁଛି ଏମିତି ସୁବିଧା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବେଜିଂ, ୪।୯: ଚାଇନାର ଜଣେ ୩୨ ବର୍ଷୀୟ ଉଦ୍ୟୋଗୀ ଏକ ସାଧାରଣ ସମସ୍ୟାକୁ ଏକ ଅନନ୍ୟ ଏବଂ ସଫଳ ବ୍ୟବସାୟିକ ଧାରଣାରେ ପରିଣତ କରିଛନ୍ତି। ଲୋକମାନେ ଏବେ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

ଭାରତର ଏହି ବଜାରରେ ବିକ୍ରି ହେଉଛି ଅଜଗର ଅଣ୍ଡା, ଦାମ୍‌ ଜାଣିଲେ…

ଭାରତର ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକ ସେମାନଙ୍କର ଅନନ୍ୟ ଖାଦ୍ୟ ପାଇଁ ସାରା ଦେଶରେ ଜଣାଶୁଣା। ନାଗାଲାଣ୍ଡ, ମଣିପୁର, ମିଜୋରାମ ଏବଂ ଅରୁଣାଚଳ ପ୍ରଦେଶର ଲୋକମାନେ ମାଛ, ମାଂସ ବ୍ୟତୀତ…

ସମସ୍ତଙ୍କ ହୃଦୟ ଜିଣିଲେ ସୋନୁ ସୁଦ: କାଠମାଣ୍ଡୁରେ ପହଞ୍ଚି…

କାଠମାଣ୍ଡୁ,୨।୯:ନେପାଳରେ ଭୟଙ୍କର ବନ୍ୟା ଶହ ଶହ ଲୋକଙ୍କ ଜୀବନକୁ ଭାଙ୍ଗି ଦେଇଛି। ଘରଗୁଡ଼ିକ ବାଲି ପରି ଭାସି ଯାଇଛି ଏବଂ ଶହ ଶହ ଲୋକ ପ୍ରାଣ ହରାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri