ପ୍ରଥମ କରଓ୍ବାଚୌଥ ପାଳିଲେ ପରିଣୀତି-ରାଘବ

ବମ୍ବେ: ବିବାହ ପରେ ପ୍ରଥମ ‘କରଓ୍ବା ଚୌଥ’ ପାଳନ କରିଛନ୍ତି ବଲିଉଡର ନବ ବିବାହିତ ଯୋଡ଼ି ପରିଣୀତି ଚୋପ୍ରା-ରାଘବ ଚଢ୍ଢା। ଏହି ସ୍ବତନ୍ତ୍ର ଦିନ ଲାଗି ଲାଲ ରଙ୍ଗର ଡ୍ରେସ୍‌କୁ ପରିଣୀତି ବାଛିଥିବା ବେଳେ ରାଘବ ପିନ୍ଧିଥିଲେ ହଳଦିଆ ରଙ୍ଗର କୁର୍ତ୍ତା। ବେଶ ରୋମାଣ୍ଟିକ ହୋଇ ସେମାନେ ବ୍ରତର ସମସ୍ତ ନିୟମ ପାଳନ କରିଥିଲେ।

ପୂଜା ଶେଷ ହେବା ପରେ ପ୍ରଶଂସକଙ୍କ ଉଦ୍ଦେଶ୍ୟରେ ପରିଣୀତି ଏବଂ ରାଘବ ଏକାଧିକ ଫଟୋ ପୋଷ୍ଟ କରିଛନ୍ତି। ଫଟୋଗୁଡ଼ିକ ଭାଇରାଲ ହେଉଛି। ସମସ୍ତେ ଯୋଡ଼ିକୁ କାହା ନଜର ନ ଲାଗୁ ବୋଲି ପ୍ରତିକ୍ରିୟା ଦେଉଛନ୍ତି।

ପ୍ରଥମେ ଡେଟିଂ ପରେ ମେ’ରେ ରାଘବଙ୍କ ସହ ନିର୍ବନ୍ଧ କରିଥିଲେ ପରିଣୀତି। ଏହାପରଠାରୁ ଉଭୟଙ୍କ ଯୋଡି ଟକ୍‌ ଅଫ୍‌ ଦ ଟାଉନ୍‌ ପାଲଟିଥିଲା। ସେପ୍ଟେମ୍ବର ୨୪ରେ ଉଭୟ ବେଶ ଭବ୍ୟ ସମାରୋହରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?