୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା ସମୟର ଅନୁଭୂତି ସମ୍ପର୍କରେ ନିକଟରେ ସେ ବଖାଣିଛନ୍ତି। ପୁଅ ଜନ୍ମ ହେବା ପରେ ଅନେକ ମାସ ପର୍ଯ୍ୟନ୍ତ ପରିଣୀତି ଦିନରାତି ନୀରଙ୍କ ସହ ଘରେ ରହୁଥିଲେ। ତେଣୁ ପ୍ରଥମ ଥର କାମ ପାଇଁ ତାଙ୍କଠାରୁ ଦୂରକୁ ଯିବା ତାଙ୍କ ପାଇଁ ଖୁବ କଷ୍ଟକର ଥିଲା। ପ୍ରଥମ ଥର ପୁଅକୁ ଛାଡ଼ି କାମ ପାଇଁ ଯିବା ସମୟରେ ସେ ପ୍ରାୟ ୩ ଘଣ୍ଟା ଧରି କାନ୍ଦିଥିଲେ।

କାମକୁ ଯିବାବେଳେ ତାଙ୍କୁ ଲାଗିଥିଲା ଯେ ସେ ଆଉ କେବେ କାମ କରିପାରିବେ ନାହିଁ। ତାଙ୍କ ଅନୁଭୂତି କେବଳ ‘ମମ ଗିଲ୍ଟ’ ନୁହେଁ, ବରଂ ନିଜ ପିଲାକୁ ଛାଡ଼ି ଯିବାର ଏକ ପ୍ରକାର ଶାରୀରିକ ଯନ୍ତ୍ରଣା। କାମ ପାଇଁ ବାହାରକୁ ଯିବା ସମୟରେ କିଛି ମହିଳା ତାଙ୍କୁ ପୁଅ କେଉଁଠି ବୋଲି ପଚାରୁଥିବା ପରିଣୀତି କହିଛନ୍ତି। ତାଙ୍କ ମତରେ, ଏଭଳି ପ୍ରଶ୍ନ ପଛରେ ଏହି ଧାରଣା ରହିଛି ଯେ ମା’ ହେବା ପରେ ଜଣେ ମହିଳା ନିଜର ପେସାଦାର ଜୀବନକୁ ରୋକି ଦେବା ଉଚିତ୍‌।

ପରିଣୀତି ଏହି ଧାରଣା ଉପରେ ପ୍ରଶ୍ନ ଉଠାଇ କହିଛନ୍ତି ଯେ, ପିଲା ହେବା ପରେ ମହିଳାମାନେ କାହିଁକି ପୁଣି ନିଜ ସାଧାରଣ ଜୀବନକୁ ଫେରିପାରିବେ ନାହିଁ? ମା’ ହେବା ଜୀବନର ଏକ ଅଂଶ, କିନ୍ତୁ ଏହାର ଅର୍ଥ ନୁହେଁ ଯେ ମହିଳାମାନେ ନିଜ କାମ କିମ୍ବା ଜୀବନ ଛାଡ଼ିଦେବେ।

ପରିଣୀତି ୨୦୨୩ ସେପ୍ଟେମ୍ବରରେ ରାଘବ ଚଢ଼ାଙ୍କୁ ରାଜସ୍ଥାନର ଉଦୟପୁରସ୍ଥିତ ଦ ଲୀଲା ପ୍ୟାଲେସ୍‌ରେ ବିବାହ କରିଥିଲେ। ୨୦୨୫ ଅକ୍ଟୋବରରେ ଉଭୟ ପ୍ରଥମ ଥର ପାଇଁ ମାତାପିତା ହୋଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?