ଖୁସି ଖବର ଦେଲେ ପରିଣୀତି: ସୁନ୍ଦର ଫଟୋ ଶେୟାର କରି କହିଲେ…

ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଆମ ଆଦମୀ ପାର୍ଟି (AAP) ଏମ୍‌ପି ତଥା ସ୍ବାମୀ ରାଘବ ଚଡ୍ଡା ସହ ସେ ନିଜର ପ୍ରଥମ ସନ୍ତାନକୁ ସ୍ବାଗତ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଉଭୟ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ମାଧ୍ୟମରେ ଘୋଷଣା କରିଛନ୍ତି। ଦମ୍ପତି ଏକ ଗୋଲ କେକର ଏକ ସୁନ୍ଦର ଫଟୋ ଶେୟାର କରିଛନ୍ତି, ଯାହା ଉପରେ ‘1 + 1 = 3’ ଲେଖାଯାଇଛି ଏବଂ ତା’ ତଳେ ଦୁଇଟି ଛୋଟ ସୁନା ପାଦଚିହ୍ନ ଅଛି। ଉଭୟ ଲେଖିଛନ୍ତି, ଆମର ଛୋଟ ୟୁନିଭର୍ସ ଆସୁଛି… ଅସୀମ ଆଶୀର୍ବାଦ କାମନା। ଏହି ପୋଷ୍ଟରେ ବଲିଉଡ ସେଲିବ୍ରିଟି ଏବଂ ରାଜନୈତିକ ପ୍ରମୁଖ ବ୍ୟକ୍ତିମାନେ ମଧ୍ୟ ସେମାନଙ୍କୁ ଅଭିନନ୍ଦନ ଜଣାଇଥିବା ଦେଖାଯାଉଛି।

ରାଘବ ଚଢା ଏବଂ ପରିଣୀତି ଚୋପ୍ରା ୨୦୨୩ରେ ଡେଟିଂ ଆରମ୍ଭ କରିଥିଲେ, କିନ୍ତୁ ଉଭୟ କେବେବି ସାର୍ବଜନୀନ ଭାବରେ ସେମାନଙ୍କ ସମ୍ପର୍କ ବିଷୟରେ କହି ନ ଥିଲେ। ୨୦୨୩ ମେ ମାସରେ ଉଭୟଙ୍କର ନିର୍ବନ୍ଧ କରିଥିଲେ। ସେମାନେ ସେପ୍ଟେମ୍ବର ୨୦୨୩ରେ ରାଜସ୍ଥାନର ଉଦୟପୁରରେ ପାରମ୍ପରିକ ହିନ୍ଦୁ ରୀତିନୀତିରେ ବିବାହ କରିଥିଲେ।

ଗତ କିଛି ମାସ ଧରି ପରିଣୀତିଙ୍କ ଗର୍ଭବତୀ ଥିବାର ଖବର ସାମ୍ନାକୁ ଆସିଥିଲା। ନିକଟରେ, ଦି ଗ୍ରେଟ ଇଣ୍ଡିଆନ କପିଲ ଶୋରେ ରାଘବ କହିଥିଲେ,ସେ ଖୁବ୍‌ଶୀଘ୍ର ଭଲ ଖବର ଦେବେ, ଯାହା ଶୁଣି ପରିଣୀତି ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।

 

View this post on Instagram

 

A post shared by @parineetichopra


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?