Posted inଖେଳ

Paris Olympic 2024: ସୁଟିଂରେ ୧୦ ମିଟର ଏୟାର ରାଇଫଲ୍ ଫାଇନାଲରେ ରମିତା ଜିନ୍ଦଲ

ନୂଆଦିଲ୍ଲୀ,୨୮ା୭: ଭାରତର ରମିତା ଜିନ୍ଦଲ ଇତିହାସ ସୃଷ୍ଟି କରି ପ୍ୟାରିସ ଅଲମ୍ପିକ୍ସ ସୁଟିଂ ୧୦ ମିଟର ଏୟାର ରାଇଫଲ୍ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛନ୍ତି। ଗତ ୨୦ ବର୍ଷ ମଧ୍ୟରେ ମନୁ ଭାକରଙ୍କ ପରେ ରମିତା ଦ୍ୱିତୀୟ ମହିଳା ପ୍ରତିଯୋଗୀ ଭାବେ ଫାଇନାଲ ବା ମେଡାଲ ରାଉଣ୍ଡରେ ପ୍ରବେଶ କରିଛନ୍ତି। ୨୦୦୪ ଏଥେନ୍ସ ଅଲମ୍ପିକ୍ସରେ ସୁମା ଶୀରୁର ଶେଷଥର ପାଇଁ ଅଲମ୍ପିକ୍ସ ଫାଇନାଲରେ ପ୍ରବେଶ କରିଥିଲେ।

ରମିତା ୬୩୧.୫ ସ୍କୋର କରିଥିଲେ ମଧ୍ୟ ଅନ୍ତିମ ସିରିଜ୍ ପର୍ଯ୍ୟନ୍ତ ସେ ଫାଇନାଲରେ ପ୍ରବେଶ କରି ପରି ନଥିଲେ। ତେବେ ରମିତା ପଞ୍ଚମ ସ୍ଥାନରେ ରହି ମେଡାଲ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଅନ୍ୟତମ ଭାରତୀୟ ପ୍ରତିଯୋଗୀ ଏଲେଭେନିଲ ମାଧ୍ୟ୍ୟକ୍ରମ ପର୍ଯ୍ୟନ୍ତ ଅଗ୍ରଣୀ ହୋଇଥିଲେ କିନ୍ତୁ ପରବର୍ତ୍ତୀ ସିରିଜରେ ପଛେଇ ଯାଇଥିଲେ ଏବଂ ଶେଷରେ ଯୋଗ୍ୟତା ପର୍ଯ୍ୟାୟରେ ଦଶମ ସ୍ଥାନ ହାସଲ କରିଥିଲେ। ଅନ୍ତିମ ସିରିଜ୍ ଉଭୟ ଭାରତୀୟଙ୍କ ମଧ୍ୟରେ ପାର୍ଥକ୍ୟ ବଢାଇଥିଲେ।

କୋରିଆର ହାଇଜିନ ବ୍ୟାନ୍ ୬୩୪.୫ ପଏଣ୍ଟ ସହ ଯୋଗ୍ୟତା ପର୍ଯ୍ୟାୟରେ ପ୍ରଥମରେ ରହିଥିଲେ ଏବଂ ଅଲିମ୍ପିକ ଯୋଗ୍ୟତା ପର୍ଯ୍ୟାୟରେ ନୂଆ ରେକର୍ଡ ମଧ୍ୟ ସ୍ଥାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri