Posted inଖେଳ

ପ୍ୟାରିସ ମାଷ୍ଟର୍ସ ଟେନିସ୍‌:ନାଡାଲ କ୍ୱାର୍ଟରଫାଇନାଲରେ

ପ୍ୟାରିସ, ୭ା୧୧ (ଏପି): ଜୋର୍ଡାନ ଥମ୍ପସନଙ୍କୁ ୬-୧, ୭-୬ (୩) ସେଟ୍‌ରେ ପରାସ୍ତ କରି ଟପ୍‌ ସିଡ୍‌ ରାଫାଲ ନାଡାଲ ପ୍ୟାରିସ ମାଷ୍ଟର୍ସ ଟେନିସ ପ୍ରତିଯୋଗିତାର କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ନାଡାଲ ତାଙ୍କ କ୍ୟାରିୟରରେ ମୋଟ ୮୬ ଟାଇଟଲ ଜିତି ସାରିଛନ୍ତି। ତନ୍ମଧ୍ୟରେ ୩୫ଟି ମାଷ୍ଟର୍ସ ଇଭେଣ୍ଟ ରହିଛି। ସ୍ଥାନୀୟ ବର୍ସି ଇନ୍‌ଡୋର ଆରେନାଠାରେ କିନ୍ତୁ ସେ ଟାଇଟଲ ହାସଲ କରିପାରି ନାହାନ୍ତି। ୧୩ ବର୍ଷ ପୂର୍ବେ ଏଠାରେ ଥରେ ମାତ୍ର ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିପାରିଥିଲେ, କିନ୍ତୁ ହାରିଯାଇଥିଲେ। ୨୦ ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ବୁଧବାର ଚତୁର୍ଥ ଖେଳାଳି ଭାବେ ୧,୦୦୦ ମ୍ୟାଚ୍‌ ଜିତିବା ଗୌରବ ଅର୍ଜନ କରିଥିଲେ। ପରବର୍ତ୍ତୀ ରାଉଣ୍ଡରେ ସେ ନିଜ ଦେଶ ସ୍ପେନର ପାବ୍‌ଲୋ କାରେନୋ ବଷ୍ଟାଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ୱଦେଶ ଫେରିପାରୁନାହିଁ ଜିମ୍ୱାଓ୍ୱେ ଦଳ

ନୂଆଦିଲ୍ଲୀ, ୧ା୩: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଜିମ୍ୱାଓ୍ୱେର ଅଭିଯାନ ଶେଷ ହୋଇଛି। ଦଳ ବର୍ତ୍ତମାନ ସ୍ୱଦେଶ ଫେରିବାକୁ ଥିବାବେଳେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁ ବର୍ତ୍ତମାନ ଦୁବାଇ…

‘ଏମିତି ଖେଳିବା ବନ୍ଦ କର..’ ଅଭିଷେକଙ୍କ ଉପରେ ବର୍ଷିଲେ ପୂର୍ବତନ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୨।୩: ୨୦୨୬ ଟି୨୦ ବିଶ୍ୱକପରେ ଅଭିଷେକ ଶର୍ମାଙ୍କ ବ୍ୟାଟ ଭଲ ପ୍ରଦର୍ଶନ କରିନାହିଁ। ସେ ତାଙ୍କର ପ୍ରଥମ ତିନୋଟି ମ୍ୟାଚରେ ହ୍ୟାଟ୍ରିକ ପାଇଁ ଆଉଟ ହୋଇଥିଲେ। ଟିମ…

କିଙ୍ଗ୍‌ କୋହଲିଙ୍କ ମହାରେକର୍ଡ ଭାଙ୍ଗିଲେ ସଞ୍ଜୁ ସାମସନ, ଏମିତି କରି…

ନୂଆଦିଲ୍ଲୀ,୨।୩: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ରନ ଚେଜ ସମୟରେ ସଞ୍ଜୁ ସାମସନ ୫୦ଟି ବଲରେ ୧୨ଟି ଚୌକା ଏବଂ ୪ଟି ଛକା…

ମ୍ୟାଚ୍‌ ବିଜୟୀ ଇନିଂସ ପରେ ପ୍ରଥମେ କାହାକୁ ଭିଡିଓ କଲ୍‌ କଲେ ସଞ୍ଜୁ ସାମସନ: ବଢୁଛି ଚର୍ଚ୍ଚା

କୋଲକାତା,୨।୩: ICC T20 ବିଶ୍ୱକପ 2026 ପୂର୍ବରୁ ଫର୍ମ ଖୋଜୁଥିବା ସଞ୍ଜୁ ସାମସନ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ ତାଙ୍କର ବ୍ୟାଟିଂ ଦକ୍ଷତା ପ୍ରଦର୍ଶନ…

BCCIର ବଡ଼ ଘୋଷଣା, ଭାରତ ପ୍ରଥମ ଥର ପାଇଁ ଏହି ଦଳ ସହିତ ଖେଳିବ ODI

ନୂଆଦିଲ୍ଲୀ,୨।୩: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ ୨୦୨୬ ଟି୨୦ ବିଶ୍ୱକପ୍ ସମୟରେ ଏକ ବଡ଼ ଘୋଷଣା କରିଛି । ୨୦୨୬ ଆଇପିଏଲ୍ ପରେ, ଭାରତୀୟ ଦଳ ଗୋଟିଏ…

ଜିତିବା ପରେ ହେଲମେଟ ଫିଙ୍ଗି ଦେଇଥିଲେ ସଞ୍ଜୁ ସାମସନ, ICC ଲଗାଇବ ଜରିମାନା! ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨।୩: କୋଲକାତାର ଇଡେନ ଗାର୍ଡେନରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ୨୦୨୬ ଟି-୨୦ ବିଶ୍ୱକପର ଅନ୍ତିମ ସୁପର ୮ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚ…

ଯଦି ଭାରତ-ଇଂଲଣ୍ଡ ସେମିଫାଇନାଲ ମ୍ୟାଚ ବାତିଲ ହୁଏ, କାହାକୁ ମିଳିବ ଫାଇନାଲ ଟିକେଟ, ଜାଣନ୍ତୁ ସମୀକରଣ

ନୂଆଦିଲ୍ଲୀ,୨।୩: ଟି୨୦ ବିଶ୍ୱକପ ୨୦୨୬ ଏବେ ନକଆଉଟ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ, ଦକ୍ଷିଣ ଆଫ୍ରିକା, ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ପ୍ରଥମ…

T20 ବିଶ୍ୱକପ ମଧ୍ୟରେ ବଡ଼ ସଙ୍କଟ, ଇସ୍ରାଏଲ-ଇରାନ ଯୁଦ୍ଧ ପାଇଁ ଫସିଗଲେ ଏହି ଟିମର ଖେଳାଳି

ନୂଆଦିଲ୍ଲୀ,୨।୩: ୨୦୨୬ ଟି୨୦ ବିଶ୍ୱକପ ସମୟରେ ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ଏବେ କ୍ରିକେଟ ଟିମ୍‌ଗୁଡ଼ିକର ଯାତ୍ରାକୁ ପ୍ରଭାବିତ କରୁଛି। ଦୁବାଇ ବିମାନବନ୍ଦର ଯୁଦ୍ଧ ଦ୍ୱାରା ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri