ପୁରୀରେ ଗାଡ଼ି ପାର୍କିଂ କଲେ ଦେବାକୁ ହେବ ୫ ଶହ, ଭକ୍ତ ନିବାସର ପାର୍କିଂ ଫି ବୃଦ୍ଧି

ପୁରୀ,୮।୧( ଅଜିତ୍ କୁମାର ମହାନ୍ତି ):  ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ ଥିବା ୪ଗୋଟି ଭକ୍ତ ନିବାସର ପାର୍କି ଫି ବୃଦ୍ଧି କରାଯାଇଛି । ଯାହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ଏପରିକି ଏନେଇ ପରିଚାଳନା କମିଟିରେ ଆଲୋଚନା କରାଯାଇନଥିବା ମଧ୍ୟ କୁହାଯାଉଛି ।

ତେବେ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ଏପରି ଅଚାନକ ପାର୍କିଂ ଫିକୁ ନେଇ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି ବୃଦ୍ଧିଜୀବୀ । ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ ଥିବା ୪ ଗୋଟି ଭକ୍ତ ନିବାସ ଯଥା ନୀଳାଦ୍ରି ଭକ୍ତ ନିବାସ, ନୀଳାଚଳ ଭକ୍ତ ନିବାସ, ପୁରୁଷତମ ଭକ୍ତ ନିବାସ ଓ ଗୁଣ୍ଡିଚା ଭକ୍ତ ନିବାସକୁ ଆସୁଥିବା ଭକ୍ତମାନେ ଏବେ ସେମାନଙ୍କ କାର ପାର୍କିଂ ପାଇଁ ଅଧିକ ଟଙ୍କା ଦେବାକୁ ପଡ଼ି ବ। ପ୍ରଶାସନ ପକ୍ଷରୁ ୫୦୦ ଟଙ୍କା ପାର୍କିଂ ଫି କରାଯାଇଛି । ଏ ନେଇ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଥିବା ସୂଚନା ମିଳିଛି । ୨୪ ଘଣ୍ଟାକୁ ୧୮ ପ୍ରତିଶତ ଜିଏସଟି ମିଶାଇ ୫୦୦ ଟଙ୍କା ପାର୍କିଂ ଫି ରଖାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri