ପାରଳା ମୁଖ୍ୟରାସ୍ତା ଜବରଦଖଲ ଉଚ୍ଛେଦ

ପାରଳାଖେମୁଣ୍ଡି, ୧୯।୪(ଡି.ଏନ୍‌.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ମୁଖ୍ୟ ରାସ୍ତାର ଦୁଇ ପାର୍ଶ୍ୱକୁ ଲାଗି ରହିଥିବା ସ୍ଥାନଗୁଡିକରେ ଜବରଦଖଲ ଉଚ୍ଛେଦ କରାଯାଇଛି ।
ସୂଚନାଯୋଗ୍ୟ, ବହୁ ବର୍ଷ ହେଲା ଏଠାରେ ଜବରଦଖଲକାରୀମାନେ ରାସ୍ତା ଉପରେ ଥିବା ନାଳ ନିକଟରେ ଅସ୍ଥାୟୀ ଭାବେ ଦୋକାନ ଗୃହ ଗଢ଼ିତୋଳିବା ସହ ବହୁ ଲୋକ ରହିଆସୁଥିଲେ। କରୋନାର ଦ୍ୱିତୀୟ ଲହରରେ ଗଜପତିରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପୌରପରିଷଦର ନିର୍ବାହୀ ଅଧିକାରୀ ଅଶୋକ କୁମାର ରାଉତ ଓ ପାରଳା ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଜବରଦଖଲ ଉଚ୍ଛେଦ ହୋଇଛି। ପୌରଯନ୍ତ୍ରୀ ସଞ୍ଜିବ ଚମ୍ପତ୍ତି, କନିଷ୍ଠ ଯନ୍ତ୍ରୀ ଡି. ଯୁଧିଷ୍ଠିର, ମଧୁସ୍ମିତା ଦାସ ଓ ପାରଳା ଥାନାର ବିଭିନ୍ନ ପୋଲିସ କର୍ମଚାରୀ ପ୍ରମୁଖଙ୍କ ସହ ପୌରପରିଷଦର କର୍ମଚାରୀଗଣ ଉପସ୍ଥିତ ରହି କାର୍ଯ୍ୟକୁ ସମ୍ପାଦନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ସହରର ବିଭିନ୍ନ ମହଲରୁ ସ୍ବାଗତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri