ପାରଳା ମୁଖ୍ୟରାସ୍ତା ଜବରଦଖଲ ଉଚ୍ଛେଦ

ପାରଳାଖେମୁଣ୍ଡି, ୧୯।୪(ଡି.ଏନ୍‌.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ମୁଖ୍ୟ ରାସ୍ତାର ଦୁଇ ପାର୍ଶ୍ୱକୁ ଲାଗି ରହିଥିବା ସ୍ଥାନଗୁଡିକରେ ଜବରଦଖଲ ଉଚ୍ଛେଦ କରାଯାଇଛି ।
ସୂଚନାଯୋଗ୍ୟ, ବହୁ ବର୍ଷ ହେଲା ଏଠାରେ ଜବରଦଖଲକାରୀମାନେ ରାସ୍ତା ଉପରେ ଥିବା ନାଳ ନିକଟରେ ଅସ୍ଥାୟୀ ଭାବେ ଦୋକାନ ଗୃହ ଗଢ଼ିତୋଳିବା ସହ ବହୁ ଲୋକ ରହିଆସୁଥିଲେ। କରୋନାର ଦ୍ୱିତୀୟ ଲହରରେ ଗଜପତିରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପୌରପରିଷଦର ନିର୍ବାହୀ ଅଧିକାରୀ ଅଶୋକ କୁମାର ରାଉତ ଓ ପାରଳା ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଜବରଦଖଲ ଉଚ୍ଛେଦ ହୋଇଛି। ପୌରଯନ୍ତ୍ରୀ ସଞ୍ଜିବ ଚମ୍ପତ୍ତି, କନିଷ୍ଠ ଯନ୍ତ୍ରୀ ଡି. ଯୁଧିଷ୍ଠିର, ମଧୁସ୍ମିତା ଦାସ ଓ ପାରଳା ଥାନାର ବିଭିନ୍ନ ପୋଲିସ କର୍ମଚାରୀ ପ୍ରମୁଖଙ୍କ ସହ ପୌରପରିଷଦର କର୍ମଚାରୀଗଣ ଉପସ୍ଥିତ ରହି କାର୍ଯ୍ୟକୁ ସମ୍ପାଦନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ସହରର ବିଭିନ୍ନ ମହଲରୁ ସ୍ବାଗତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଅସଦାଚରଣ ମାମଲା: ଜେଲ୍‌ ଗଲେ ପୂର୍ବତନ ସରପଞ୍ଚ

ନିମାପଡ଼ା,୧୪ା୮(ଡି.ଏନ୍‌.ଏ.): ନିମାପଡ଼ା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଅସଦାଚରଣ ପ୍ରଦର୍ଶନ କରିଥିବା ମାମଲାରେ ସୋମବାର ଜଣେ ପୂର୍ବତନ ସରପଞ୍ଚ ଜେଲ ଯାଇଥିବା ଜଣାପଡିଛି। ସେ ହେଲେ...

ଦେଓମାଳିରେ ନିର୍ମିତ କଟେଜ ପରିବେଶ ପ୍ରତି ଆଣିବ ବିପଦ

କୋରାପୁଟ,୧୯ା୬(ଅମିତାଭ ବେହେରା): କୋରାପୁଟ ଜିଲାର ଦେଓମାଳିରେ ପର୍ଯ୍ୟଟନର ବିକାଶ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା କଟେଜ ନିର୍ମାଣକୁ ନେଇ କୋରାପୁଟର ପରିବେଶବିତ୍‌ମାନେ ଚିନ୍ତାପ୍ରକଟ...

ବର୍ଷାରେ ସହରତଳି ଅଞ୍ଚଳ ଜଳମଗ୍ନ

କଟକ,୨୩ା୬(ସୁପ୍ରିୟା ପ୍ରିୟଦର୍ଶିନୀ): ମୌସୁମୀ ପ୍ରଭାବରେ ଲଗାଣ ବର୍ଷା ଯୋଗୁ  କଟକ ସହରର ଅଧିକାଂଶ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ବିଶେଷକରି ନୂଆ ରାଉସାପାଟଣା, ମକରବାଗ ସାହି,...

ପଞ୍ଚାୟତ ଆର୍ଥିକ ଦେଣନେଣ ପାଇଁ ବିଡିଓଙ୍କ ପ୍ରତିସ୍ବାକ୍ଷରକୁ ସରପଞ୍ଚ ସଂଘର ବିରୋଧ

ସୋନପୁର, ୮।୩(ନି.ପ୍ର.) ସୁବର୍ଣ୍ଣପୁର ଜିଲା ସରପଞ୍ଚ ସଂଘର ଏକ ବୈଠକ ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ରରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସରପଞ୍ଚ ସଂଘ ସଭାପତି...

ଦମ୍ପତିଙ୍କ ସନ୍ଦେହଜନକ ମୃତ୍ୟୁ ୫ ଦିନ ପରେ ଗଳିତ ମୃତଦେହ ଜବତ

ନିମାପଡ଼ା,୧୧।୮(ଡି.ଏନ୍‌.ଏ.)- ନିମାପଡ଼ା ଥାନା ଅନ୍ତର୍ଗତ ରେଞ୍ଚ ମହାନ୍ତିସାହି ଗ୍ରାମରୁ ରବିବାର ଅପରାହ୍ନରେ ଏକ ଦମ୍ପତିଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। କିଛିଦିନ ପୂର୍ବରୁ ଏହି...

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଏବିଇଓ ଗିରଫ

ରାଜନଗର, ୨୪ା୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ (ଏବିଇଓ) ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ବିଦ୍ୟାଳୟ ଶ୍ରେଣୀଗୃହରେ ଅସଦାଚରଣ କରିଥିବା ଅଭିଯୋଗ...

ପଞ୍ଚାୟତ ପୋଖରୀ ହୁଡ଼ାରୁ ୧୭ ଗଛ କାଟି ନେଲେ

ରାଜନଗର, ୨୫ା୧(ଡି.ଏନ.ଏ.): ରାଜନଗର ବ୍ଲକ ଚାନ୍ଦିବାଉଁଶମୂଳ ପଞ୍ଚାୟତ ହାତିଆଗଡି ପୋଖରୀ ହୁଡାରୁ ୧୭ଟି ବଡ ଗଛକୁ କେତେଜଣ ବ୍ୟକ୍ତି କାଟି ନେଇଛନ୍ତି। ୨୦ ବର୍ଷ ତଳେ...

ଚକାପାଦର ଅବହେଳିତ ଗାଁ ଲାଣ୍ଡାପାଜୁ: ମୌଳିକ ସୁବିଧା ପାଉନାହାନ୍ତି ଲୋକେ, ବିକାଶ ବହୁ ଦୂରରେ

ଫୁଲବାଣୀ ଅଫିସ, ୨୯।୯: କନ୍ଧମାଳ ଜିଲାର ଏଭଳି ଗାଁ ରହିଛି ଯେଉଁଠି ଲୋକେ ଆଜି ପର୍ଯ୍ୟନ୍ତ ସର୍ବନିମ୍ନ ମୌଳିକ ସୁବିଧା ପାଉନାହାନ୍ତି। ବିକାଶ କଥା ବହୁ...

Advertisement
Archives

Model This Week