Posted inଜାତୀୟ

ସଂସଦରେ ହଙ୍ଗାମା: ବିସ୍ଫୋରକ ବୟାନ ଦେଲେ ରାହୁଲ ଗାନ୍ଧୀ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନେଇ କହିଦେଲେ ଏତେ ବଡ଼ କଥା…

ନୂଆଦିଲ୍ଲୀ,୩।୨: ସୋମବାର ସଂସଦର ବଜେଟ ଅଧିବେଶନର ତୃତୀୟ ଦିନ। ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଭିଭାଷଣ ଦେଇଥିଲେ, ଏହା ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦର ଉଭୟ ଗୃହରେ ଅର୍ଥନୈତିକ ସର୍ଭେ ଉପସ୍ଥାପନ କରିଥିଲେ। ଫେବୃଆରୀ ୧ ତାରିଖରେ ଅର୍ଥମନ୍ତ୍ରୀ ୨୦୨୫-୨୬ ବର୍ଷ ପାଇଁ ଦେଶର ବଜେଟ ଉପସ୍ଥାପନ କରିଥିଲେ।

ବଜେଟ ଅଧିବେଶନର ତୃତୀୟ ଦିନରେ ଅର୍ଥାତ୍‌ ଆଜି ରାଷ୍ଟ୍ରପତିଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ଚାଲିଛି। ଶାସକ ଏବଂ ବିରୋଧୀ ଦଳର ସମସ୍ତ ସଦସ୍ୟ ଏହା ଉପରେ ସେମାନଙ୍କର ମତାମତ ଦେଉଛନ୍ତି। ଏହି ସମୟରେ କଂଗ୍ରେସ ନେତା ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଲୋକ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ କହିଛନ୍ତି, ରାଷ୍ଟ୍ରପତିଙ୍କ ଅଭିଭାଷଣରେ କିଛି ନୂତନତା ନାହିଁ। ମୁଁ ଗତ ଥର ମଧ୍ୟ ସମାନ ଭାଷଣ ଶୁଣିଥିଲି। ସରକାରମାନେ ବେକାରୀଙ୍କ କଥା ଶୁଣନ୍ତି ନାହିଁ। ଦେଶରେ ବେକାରୀ ସମସ୍ୟା ସମାନ ରହିଛି। କଂଗ୍ରେସ ନେତା ଆହୁରି କହିଛନ୍ତି, ମେକ ଇନ ଇଣ୍ଡିଆ ଏକ ଭଲ ଆଇଡିଆ ଥିଲା, କିନ୍ତୁ ଏହା ବିଫଳ ହୋଇଛି।

ଦେଶର ଉତ୍ପାଦନ କ୍ଷେତ୍ର ହ୍ରାସ ପାଇଛି। ଭାରତକୁ ଉତ୍ପାଦନ ଉପରେ ଧ୍ୟାନ ଦେବାକୁ ପଡିବ। ରାହୁଲ ଗାନ୍ଧୀ ମୋବାଇଲର ଉଦାହରଣ ଦେଇ କହିଛନ୍ତି, ଦେଶରେ କେବଳ ମୋବାଇଲ ସଂଗ୍ରହ କରାଯାଉଛି ଏବଂ ଆମେ ଚାଇନାକୁ ଟିକସ ଦେଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri