Posted inଜାତୀୟ

ବିରୋଧୀଙ୍କୁ ସିଧାସିଧା ଶୁଣାଇଦେଲେ ମୋଦି, କହିଲେ ପାର୍ଲାମେଣ୍ଟ ଡ୍ରାମା, ନାରାବାଜିର ସ୍ଥାନ ନୁହେଁ, ପରାଜୟକୁ…

ନୂଆଦିଲ୍ଲୀ,୧ା୧୨: ସୋମବାରଠାରୁ ସଂସଦର ଶୀତ ଅଧିବେଶନ ଆରମ୍ଭ ହୋଇଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ମୋଦି କହିଛନ୍ତି, କିଛି ବିରୋଧୀ ସେମାନଙ୍କ ପରାଜୟକୁ ହଜମ କରିପାରୁନାହାନ୍ତି। ଏହି ପରାଜୟର ରାଗ  ଆସି ସେମାନେ ପାର୍ଲାମେଣ୍ଟରେ ଶୁଝାନ୍ତି। ପରାଜୟର ଭୟ ଏଠି ବିତର୍କର କ୍ଷେତ୍ର ନ ହେଉ ବୋଲି ମୋଦି କହିଛନ୍ତି।

ଏଥିସହିତ ସେ ବିରୋଧୀଙ୍କୁ ପରାଜୟର ନିରାଶାରୁ ବାହାରିବା ପାଇଁ ନିବେଦନ କରିଛନ୍ତି। ସେ କହିଛନ୍ତି, ଡ୍ରାମା କରିବାକୁ ଅନେକ ସ୍ଥାନ ଅଛି, ଏଠି ଡ୍ରାମା ନୁହେଁ ଡେଲିଭରି ଆବଶ୍ୟକ। ସେହିପରି ନାରାବାଜି ପାଇଁ ମଧ୍ୟ ଅନେକ ସ୍ଥାନ ଅଛି ପାର୍ଲାମେଣ୍ଟ ନାରାବାଜିର ସ୍ଥାନ ନୁହେଁ ନୀତି ଓ ଦେଶ ଗଠନରେ ସକାରାତ୍ମକ ଭୂମିକା ଆବଶ୍ୟକ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

ଆଇସିସି ଚେୟାରମ୍ୟାନ୍‌ ଜୟ ଶାହାଙ୍କ ବଡ଼ ବୟାନ, କହିଲେ…

ମୁମ୍ୱାଇ,୧୬ା୩: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଦେଖାଦେଇଥିବା ବିବାଦ ଏବଂ ଅନିଶ୍ଚିତତା ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଚେୟାରମ୍ୟାନ୍‌ ଜୟ ଶାହା ପ୍ରଥମଥର ପାଇଁ ମୁହଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri